Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
ସ୍କୁଲ ଛାତ ଭୁଶୁଡି ୪ ପିଲା ମୃତ
ରାଜସ୍ଥାନ: ଶୁକ୍ରବାର ସକାଳେ ରାଜସ୍ଥାନର ଝାଲାୱାଡ ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମନୋହରଥାନା ବ୍ଲକର ପିପ୍ଲୋଡି ଗାଁରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ି ପଡ଼ିବା ଫଳରେ ୪ ଜଣ ପିଲାଙ୍କ ମୃତ୍ୟୁ ଘଟିଛି। ଅନେକ ପିଲା ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା!-->…
Read More...
Read More...
ସବ୍ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ବଢିଲା ବୟସସୀମା
ଭୁବନେଶ୍ଵର: ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ବୟସସୀମା ବଢିଲା। ରାଜ୍ୟ ସରକାର ବୟସସୀମା ୩ ବର୍ଷ କୋହଳ କରିଛନ୍ତି। ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି।
କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ!-->!-->!-->…
Read More...
Read More...
ସମ୍ ହସ୍ପିଟାଲ୍ ପକ୍ଷରୁ ରାଜ୍ୟସ୍ତରୀୟ ନବଜାତ ଏନ୍ଆଇଭି କର୍ମଶାଳା ଆୟୋଜିତ
ଭୁବନେଶ୍ୱର: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ନିକଟରେ ରାଜ୍ୟସ୍ତରୀୟ ନବଜାତ ନନ୍ଇ ନ୍ଭାସିଭ ଭେନ୍ଟିଲେସନ୍ (ଏନଆଇଭି) କର୍ମଶାଳା ଆୟୋଜିତ ହୋଇଯାଇଛି। ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୪୬ ଜଣ ଡାକ୍ତର ଓ ନର୍ସ ଯୋଗ ଦେଇଥିଲେ। ନନ୍!-->…
Read More...
Read More...
ଜିନ୍ଦଲ ଫାଉଣ୍ଡେସନର ଦୁଇ ଜଣ ଉଶୁ ଚାମ୍ପିଅନମାନ ଓଡ଼ିଶା ରାଜ୍ୟପାଳଙ୍କ ଦ୍ବାରା ସମ୍ମାନିତ
ଭୁବନେଶ୍ୱର: ଗତକାଲି (୨୩ ଜୁଲାଇ ୨୦୨୫) ଭୁବନେଶ୍ୱରର ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ମହାମହିମ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ ପାଟି ଜିନ୍ଦଲ ଫାଉଣ୍ଡେସନ ଉଶୁ ତାଲିମ କାର୍ଯ୍ୟକ୍ରମର ଦୁଇ ଯୁବ ଖେଳାଳି - ପ୍ରେମ ମୁଣ୍ଡା ଏବଂ ରାଜକୁମାର ମୁଣ୍ଡାଙ୍କୁ ସମ୍ମାନିତ!-->…
Read More...
Read More...
ଆଇଏଏସ ଧୀମାନ ଚକ୍ମାଙ୍କୁ ମିଳିଲା ଜାମିନ
ଧର୍ମଗଡ଼: ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍ମାଙ୍କୁ ମିଳିଲା ଜାମିନ। ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ। ଲାଞ୍ଚ ନେଲା ବେଳେ ଗିରଫ କରିଥିଲା ଭିଜିଲାନ୍ସ।
ସୂଚନା ଅନୁସାରେ ଭିଜିଲାନ୍ସ ଗିରଫ ପରେ ତାଙ୍କ ପଦରୁ!-->!-->!-->…
Read More...
Read More...
ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
କେନ୍ଦ୍ର୍ରାପଡା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ। ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ!-->…
Read More...
Read More...
ଏଣିକି ନିଶା ମୁକ୍ତ ହେବ କଲେଜ କ୍ୟାମ୍ପସ
ଭୁବନେଶ୍ବର: ଉଚ୍ଚଶିକ୍ଷା ପକ୍ଷରୁ ନିଆଯାଇଛି ବଡ଼ ନିଷ୍ପତ୍ତି। ଓଡ଼ିଶାରେ କଲେଜ ହେବ ନିଶା ମୁକ୍ତ। ନିଶାମୁକ୍ତ କ୍ୟାମ୍ପସ ପାଇଁ ସମସ୍ତ କଲେଜକୁ ନିର୍ଦ୍ଦେଶ ଜାରି କଲା ଉଚ୍ଚଶିକ୍ଷା ବିଭାଗ। ଏନସିବିର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାନସର ଶୁଭାରମ୍ଭ। ନିଶା ସମ୍ପର୍କିତ ସୂଚନା ପାଇଁ ହେଲପଲାଇନ୍!-->…
Read More...
Read More...
ଅନିଲ ଅମ୍ବାନୀଙ୍କ କମ୍ପାନୀରେ ଇଡି ରେଡ
ମୁମ୍ବାଇ: ବିଶିଷ୍ଟ ଶିଳ୍ପପତି ଅନୀଲ ଅମ୍ବାନୀଙ୍କ ଅଫିସରେ ଇଡି ରେଡ୍। ଅନୀଲଙ୍କ ମୁମ୍ବାଇ ଓ ଦିଲ୍ଲୀ ଅଫିସରେ ରେଡ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଅନୀଲଙ୍କ କମ୍ପାନୀ ସହ ଲିଙ୍କ ଥିବା ୩୫ଟି ସ୍ଥାନରେ ଚଢାଉ କରାଯାଇଛି। କମ୍ପାନୀର ବିଭିନ୍ନ କାର୍ଯାଳୟରେ କାର୍ଯ୍ୟରତ ପ୍ରାୟ ୨୫!-->…
Read More...
Read More...
ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ
ଭୁବନେଶ୍ୱର: ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୪ଟି ସ୍ଥାନରେ ଚଢ଼ାଉ କରି କୋଟି କୋଟି ଟଙ୍କାର ସଂପତ୍ତି ପାଇଛି ଭିଜିଲାନ୍ସ। ଭୁବନେଶ୍ବରରେ ଗୋଟିଏ, ଗୁଣପୁରରେ ୨ଟି ବହୁତଳ କୋଠା ଠାବ ହୋଇଛି।
!-->!-->!-->…
Read More...
Read More...
ଆଇଏଏସ ସ୍ତରରେ ଅଦଳବଦଳ
ଚଞ୍ଚଳ ରାଣା ବିଏମସି କମିସନର, ଦିବ୍ୟଜ୍ୟୋତି ପରିଡ଼ା ପୁରୀ ଜିଲ୍ଲାପାଳଭୁବନେଶ୍ବର: ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ଏହି ଅଦଳବଦଳରେ ସଚିବଙ୍କ ସହ କିଛି ଜିଲାର ଜିଲାପାଳ ମଧ୍ୟ ବଦଳି ହୋଇଛନ୍ତି। ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର। ୪୮ ଜଣ ଆଇଏଏସଙ୍କୁ ଅଦଳବଦଳ!-->…
Read More...
Read More...