ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

TOP STORIES

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ଯାଜପୁର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର
Read More...

ଖୁବ ଶୀଘ୍ର କୋଟିଆରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

ଭୁବନେଶ୍ବର: କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା। ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। କୋଟିଆ ଉପରେ ଆନ୍ଧ୍ର ଆଖି ପକାଇଛି, ପ୍ରତିହତ ପାଇଁ ସରକାର କାମ କରୁଛନ୍ତି। ଏଠାରେ ଖଣି ଖାଦାନ ଭରି ରହିଛି। ସେଠାରେ ଗୋଟିଏ ପାହାଡ଼କୁ ସୁନା ପାହାଡ଼ କୁହାଯାଏ।
Read More...

କିଏ ହେବେ ପରବର୍ତ୍ତୀ ଉପରାଷ୍ଟ୍ରପତି ?

ନୂଆଦିଲ୍ଲୀ: ଜଗଦୀପ ଧନଖର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବା ପରେ ରାଜନୌତିକ ମହଲ ଗରମ ରହିଛି। ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି। ଏହି ସମୟରେ ଅନେକ ରାଜନେତାଙ୍କ ନାଁ ସାମ୍ନାକୁ ଆସୁଛି। କୁହାଯାଉଛି ଏମାନେ ଉପରାଷ୍ଟ୍ରପତି ରେସ୍‌ରେ
Read More...

ସବୁ ଗ୍ରାମ ପଞ୍ଚାୟତରେ ହେବ ଆୟୁଷମାନ ଆରୋଗ୍ୟ ମନ୍ଦିର

ଭୁବନେଶ୍ବର: କଟକ ଏସସିବି ଓ ଭୁବନେଶ୍ବର କ୍ୟାପିଟାଲ ହସ୍ପପିଟାଲ ଭଳି ବଡ଼ ଡାକ୍ତରଖାନାଗୁଡ଼ିକରୁ ଚାପ କମାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ ବଡ ପଦକ୍ଷେପ ନେଇଛି। ଏନେଇ ଆଗକୁ ସବୁ ଗ୍ରାମ ପଞ୍ଚାୟତ ଗୁଡିକରେ ଆୟୁଷମାନ ଆରୋଗ୍ୟ ମନ୍ଦିର ଖୋଲାହେବ। ଏହା ପ୍ରାଇମେରୀ ହେଲଥ ସେଣ୍ଟର ପରି ଏହା କାମ
Read More...

ସଚେତନ ଅବସ୍ଥାରେ ଶରୀରରେ ଅତ୍ୟାଧୁନିକ ନ୍ୟୁରୋସର୍ଜରୀ କଲେ ସମ୍ ନ୍ୟୁରୋସର୍ଜନ

ଭୁବନେଶ୍ୱର: ପୂର୍ବ ଭାରତରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲର ଡାକ୍ତରୀ ଟିମ୍ ସଫଳତାର ସହ ଏକ ଅତ୍ୟାଧୁନିକ ତଥା ଜଟିଳ ନ୍ୟୁରୋସର୍ଜରୀ ସମ୍ପାଦିତ କରିଛନ୍ତି। ରୋଗୀକୁ ସଚେତନ ଅବସ୍ଥାରେ ରଖି କର୍ଟିକାଲ୍ ଓ ସବ୍‌କର୍ଟିକାଲ୍ ବ୍ରେନ୍ ମ୍ୟାପିଂ
Read More...

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା କାରଣରୁ ଓଡ଼ିଶାରେ ବୁଧବାର ରାତିରୁ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗୁରୁବାର ରାତି କିମ୍ବା ଶୁକ୍ରବାର ସକାଳେ ଏହା ଅଧିକ
Read More...

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥଗ୍ରହଣ କଲେ ଜଷ୍ଟିସ୍‌ ମାନସ ରଞ୍ଜନ ପାଠକ

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ୍‌ ଜଷ୍ଟିସ୍‌ ପାଠକଙ୍କୁ ଶପଥପାଠ କରାଇଥିଲେ। ରାଜ୍ୟ ସରକାରଙ୍କ ଅତିରିକ୍ତ
Read More...

ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଗଲା ପୋଲିସ ଟିମ୍

ନୂଆଦିଲ୍ଲୀ: ନିମାପଡା ଜିଲ୍ଲା ବଳଙ୍ଗାରେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ନିଆଁ ଲଗଇ ପୋଡିଦେବା ମାମଲାରେ ସ୍ପେସିଆଲ ସ୍କ୍ବାଡ୍‌ର ୩ଟି ଟିମ ଓ ଗୁଇନ୍ଦା ବିଭାଗର ସ୍ୱତ୍ରନ୍ତ୍ର ଟିମ ତଦନ୍ତ କରୁଥିବାବେଳେ, ଏବେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍ ପହଞ୍ଚିଛନ୍ତି। ୨୦ରୁ ଅଧିକ ସନ୍ଦେହ ଥିବା ବ୍ୟକ୍ତି
Read More...

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି

ଭୁବନେଶ୍ବର: ଖୁବଶୀଘ୍ର ନିଲାମ ହେବ ରାଜ୍ୟର ଆଉ ୨୨ଟି ଖଣି। ସୂଚନା ଦେଲେ ରାଜ୍ୟ ଖଣି ମନ୍ତ୍ରୀ ବିଭୂତି ଜେନା। ଖଣି ନିଲାମ ନେଇ ଶେଷ ପର୍ଯ୍ୟାୟରେ ଚାଲିଛି ପ୍ରସ୍ତୁତି। ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢିବ। ବର୍ଷେ ମଧ୍ୟରେ ୮ଟି ଖଣି ଅକ୍ସନ ହୋଇଛି। ଖଣି ପାଇଁ ଶିଳ୍ପ ଆସିଲେ ନିଯୁକ୍ତି
Read More...

ଗିରଫ ହେଲେ କୋଟିପତି ଡିଏଫଓ ନିତ୍ୟାନନ୍ଦ ନାୟକ

କେନ୍ଦୁଝର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା କେନ୍ଦୁପତ୍ର ଡିଭିଜନର ଡିଏଫଓ ନିତ୍ୟାନନ୍ଦ ନାୟକଙ୍କୁ ମଙ୍ଗଳବାର ଗିରଫ କରିଛି ଭିଜିଲାନ୍ସ। ଗିରଫ ପରେ ତାଙ୍କୁ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି। ୩ ଦିନ ହେବ ନିତ୍ୟାନନ୍ଦଙ୍କ ବିଭିନ୍ନ
Read More...