ପ୍ରମୁଖ ଖବର

ଆଇଏଏସ ସ୍ତରରେ ଅଦଳବଦଳ: ୧୩ ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ସରକାର
ସି-ସୋର ଚିଟଫଣ୍ଡ ମାମଲାରେ ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି
ଦେଶରେ ଇନ୍ଧନ ଅଭାବ ନାହିଁ, ଆଶ୍ୱାସନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ
ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ
ଖରାଦିନେ ହେବନି ବିଦ୍ୟୁତ୍ କାଟ୍: ସୁରେଶ ପୂଜାରୀ
ହର୍ମୁଜ୍ ପ୍ରଣାଳୀ ପାର କରି ମୁମ୍ବାଇ ପହଞ୍ଚିଲା ଭାରତୀୟ ତୈଳ ଟ୍ୟାଙ୍କର
Browsing Category

TOP STORIES

ଏବେ କିନ୍ନରମାନେ ଦେଇପାରିବେ ଓସିଏସ୍‌ ପରୀକ୍ଷା

ଭୁବନେଶ୍ବର: ପ୍ରଶାସନର ବଡ଼ ପଦବୀରେ ବସିବାକୁ କିନ୍ନରଙ୍କୁ ମିଳିଲା ବଡ଼ ସୁଯୋଗ। ଏବେ ତୃତୀୟ ଲିଙ୍ଗ ବା କିନରମାନେ ଦେଇପାରିବେ ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା। ଏ ସଂକ୍ରାନ୍ତରେ ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା
Read More...

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’: ପରିବହନ ମନ୍ତ୍ରୀ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳରେ ହେବ ହେଲିପ୍ୟାଡ୍‌। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ଆବଶ୍ୟକୀୟ ଜମି ନିରୂପଣ ପାଇଁ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରାଯାଇଛି ବୋଲି ସେ କହିଛନ୍ତି। ଭୁବନେଶ୍ୱର-ଗୋପାଳପୁର, ଭୁବନେଶ୍ୱର-ଶିମିଳିପାଳକୁ
Read More...

ଅର୍ଥନୈତିକ ସର୍ଭେ ରିପୋର୍ଟ: ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ

ଭୁବନେଶ୍ବର: ଆସନ୍ତାକାଲି(ଶୁକ୍ରବାର) ବିଧାନସଭାରେ ଆଗତ ହେବ ଓଡ଼ିଶା ବଜେଟ। ଏହା ପୂର୍ବରୁ ଆଜି ବିଧାନସଭାରେ ଆଗତ ହୋଇଛି ଆର୍ଥିକ ବର୍ଷ ୨୦୨୫-୨୬ର ଅର୍ଥନୈତିକ ସର୍ଭେ ରିପୋର୍ଟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଉପସ୍ଥାପନ କରିଛନ୍ତି ଅର୍ଥନୈତିକ ସର୍ଭେ ରିପୋର୍ଟ। ଜାତୀୟ ସ୍ତରଠୁ
Read More...

ଭୁବନେଶ୍ୱରରେ ପଳାଶୁଣିରୁ ରସୁଲଗଡ଼ ପର୍ଯ୍ୟନ୍ତ ହେବ ସ୍କାଏୱାକ୍

ଭୁବନେଶ୍ବର: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା ଏନଏଚଏଆଇ। ପଳାଶୁଣିରୁ ରସୁଲଗଡ଼ ପର୍ଯ୍ୟନ୍ତ ନିର୍ମାଣ ହେବ ଏକ ବିଶାଳ ସ୍କାଏୱାକ୍‌। ବୁଧବାର ଏନଏଚଏଆଇ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ
Read More...

ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି

ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ୪ର୍ଥ କିସ୍ତି। ସୁଭଦ୍ରା ଟଙ୍କା ମାର୍ଚ୍ଚ ୮ରେ ମିଳିବ। ଆନ୍ତର୍ଜାତିକ ମହିଳା ଦିବସରେ ମହିଳା ପାଇବେ ୫ ହଜାର ଟଙ୍କା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ଯେ, ୧କୋଟିରୁ ଅଧିକ ମହିଳାଙ୍କ
Read More...

ରାଜ୍ୟପାଳଙ୍କ ଅଭିଭାଷଣରୁ ବଜେଟ୍ ଅଧିବେଶନ ଆରମ୍ଭ

ଭୁବନେଶ୍ବର: ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବଜେଟ ଅଧିବେଶନ।ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି। ସେ କହିଛନ୍ତି ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ୍ ହେବ ଓଡିଶା। ୨୦୩୬ ମସିହାରେ ଓଡିଶା ଗଠନକୁ ଶହେ
Read More...

ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ବଲପୁର: ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳେ ତାଙ୍କ ବୟସ ୭୯ ବର୍ଷ ଥିଲା। ପରିବାର ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାତି ପ୍ରାୟ ୮ଟା ୫୦ ମିନିଟ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ସେ କିଛିଦିନ ଧରି
Read More...

କେମିକାଲ କାରଖାନାରେ ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ରାଜସ୍ଥାନ: ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି। ନିଆଁ ଲାଗି ୮ ଜଣ ଜୀବନ୍ତ ଦଗ୍ଧ। ଖବର ପାଇ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ରଖିଛି। କେଉଁ କାରଣରୁ ନିଆଁ ଲାଗିଛି ତଦନ୍ତ କରୁଛି ପୋଲିସ।ସୂଚନା ଅନୁଯାୟୀ, ସୋମବାର
Read More...

ପଶ୍ଚିମବଙ୍ଗର ୭ ଅଧିକାରୀଙ୍କୁ ନିଲମ୍ବିତ କଲେ ନିର୍ବାଚନ କମିଶନ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ଅଧିକାରୀଙ୍କ ସ୍ୱେଚ୍ଛାଚାରିତା ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆରମ୍ଭ କରିଛି ଭାରତୀୟ ନିର୍ବାଚନ କମିଶନ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାତ ଜଣ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି ନିର୍ବାଚନ କମିଶନ। ସୂଚନା ରହିଛି ଯେ ଏହି ଏହି
Read More...

ପଞ୍ଚଭୂତରେ ଲୀନ ହେଲେ ଗୀତା ପଟ୍ଟନାୟକ

କଟକ: ପଞ୍ଚଭୂତରେ ଲୀନ ହେଲେ ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ। କଟକ ସତୀଚଉରାରେ ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ସମ୍ପର୍କୀୟ ଭାଇ ପ୍ରସନ୍ନ ପାତ୍ର ତାଙ୍କୁ ମୁଖାଗ୍ନି ଦେଇଛନ୍ତି। ଗତକାଲି ସନ୍ଧ୍ୟାରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଥିଲେ। ୭୩ ବର୍ଷ ବୟସରେ
Read More...