ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

TOP STORIES

ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ସହାୟତା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ
Read More...

ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର

ବେଙ୍ଗାଲୁରୁ: ଆରସିବିର ବିଜୟ ପରେ ୪ ଜୁନ୍‌ରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟାକୁ ନେଇ କର୍ଣ୍ଣାଟକ ସରକାର ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ କରିବା ସହ ଏନେଇ ଏକ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରିଛନ୍ତି। ଏହି ରିପୋର୍ଟରେ ସରକାର ଦଳାଚକଟା ପାଇଁ ଆରସିବିକୁ ସମ୍ପୂର୍ଣ୍ଣ ଦାୟୀ
Read More...

ଆସନ୍ତାକାଲି ଓଡ଼ିଶା ବନ୍ଦ

ଭୁବନେଶ୍ବର: ବାଲେଶ୍ଵର ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ। ଆସନ୍ତାକାଲି ଅଖ ଚକ ବନ୍ଦ କରିବ କଂଗ୍ରେସ। ଗାଡ଼ି ମୋଟର ଚଳାଚଳ ବନ୍ଦ ରହିବ। ଓଡ଼ିଶା ପ୍ରଦେଶ
Read More...

ଆସନ୍ତାକାଲି ରାଜ୍ୟର ସବୁ ପେଟ୍ରୋଲ ପମ୍ପ ବନ୍ଦ

ଭୁବନେଶ୍ବର: ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ। ଏଫ୍‌ଏମ୍‌ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍‌ ଆସୋସିଏଶନ ପକ୍ଷରୁ
Read More...

ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ ଓ ସହଯୋଗୀ

ଖୋର୍ଦ୍ଧା: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ଥିବା ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟର ଜଣେ କନିଷ୍ଠ କ୍ଲର୍କ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛନ୍ତି। ସୁକାନ୍ତ କୁମାର ସିଂହ ନାମକ କନିଷ୍ଠ କ୍ଲର୍କ ପଞ୍ଜିକୃତ ଟ୍ରଷ୍ଟ ଡିଡ୍ ହସ୍ତାନ୍ତର
Read More...

୩ କଲରାପତରିଆ ବାଘଛାଲ ଜବତ, ୭ ଗିରଫ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ବନଖଣ୍ଡ ଅଞ୍ଚଳରୁ ୩ଟି କଲରାପତରିଆ ବାଘ ଛାଲ ଜବତ ହୋଇଥିବାବେଳେ, ଏଥିରେ ମୋଟ ୭ଜଣଙ୍କୁ ଅଟକ ରଖାଯାଇଛି। ଅଟକଙ୍କ ମଧ୍ୟରେ ଜଣେ ଶିକ୍ଷକ ରହିଥିବା ସୂଚନା। ଏହି ବାଘଛାଲ ଗୁଡିକୁ ବିକ୍ରି ପାଇଁ ଯୋଜନା ଚାଲିଥିବା ଖବର ପାଇ ବନ ବିଭାଗ ପକ୍ଷରୁ ଅଚାନକ ଚଢ଼ଉ
Read More...

ଦିଲ୍ଲୀର ୫ଟି ବଡ଼ ସ୍କୁଲକୁ ମିଳିଲା ବୋମା ଧମକ

ନୂଆଦିଲ୍ଲୀ; ଭାରତର ରାଜଧାନୀ ଦିଲ୍ଲୀର ଏକା ସାଙ୍ଗରେ ୫ଟି ଜଣାଶୁଣା ସ୍କୁଲକୁ ମିଳିଛି ବୋ‌ମା ଧମକ। ବୁଧବାର ସକାଳୁ ଏହି ଧମକ ମିଳିଛି। ଏହା ପରେ ସକାଳୁ ସକାଳୁ ଦିଲ୍ଲୀରେ ହଇଚଇ ସୃଷ୍ଟି ହୋଇଯାଇଛି। ଇମଲେ୍ ଜରିଆରେ ଏହି ଧମକ ମିଳିଥିବା ଜଣାପଡିବାପରେ ପୋଲିସ ତୁରନ୍ତ ସ୍କୁଲ ଗୁଡିକରେ
Read More...

ମୃତ ସୌମ୍ୟାଶ୍ରୀଙ୍କ ପିତାଙ୍କ ସହ କଥା ହେଲେ ରାହୁଲ ଗାନ୍ଧୀ

ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ବାପାଙ୍କ ସହ କଥା ହେଲେ ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ। ବାଲେଶ୍ଵର ଫକୀରମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମାହୁତି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ଲୋକସଭା ବିରୋଧୀ ଦଳ ନେତା
Read More...

ପୋଖରୀରେ ବୁଡି ଦଶମ ଶ୍ରେଣୀ ଛାତ୍ରୀ ମୃତ

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜୟଚନ୍ଦ୍ରପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ସଦର ଥାନା ଓସ୍ତପୁର ବନ୍ଧପଡ଼ାର ଭାଗଶ୍ରୀ ରାଉତ(୧୪)। ଭାଗ୍ୟଶ୍ରୀଙ୍କ ବାପା ମାଆ
Read More...

ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାରେ ବାଲେଶ୍ଵର ବନ୍ଦ କଲା ବିଜେଡି

ବାଲେଶ୍ୱର: ଏଫଏମ୍ ସ୍ୱୟଂଶାସିତ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ଦାବିରେ ବୁଧବାର ସମଗ୍ର ବାଲେଶ୍ୱର ଜିଲ୍ଲାରେ ୮ ଘଣ୍ଟିଆ ବନ୍ଦ ପାଳନ ହୋଇଛି । ରାସ୍ତାରେ ଟାୟାର ଜାଳି ପ୍ରତିବାଦ ଚଳାଇଛନ୍ତି ବିଜେଡି କର୍ମୀ। ହାତରେ ପୋଷ୍ଟର ଓ ପ୍ଲାକାର୍ଡ ଧରି ନାରାବାଜି କରୁଛନ୍ତି। ବନ୍ଦ
Read More...