Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ
Browsing Category
TOP STORIES
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଭୁବନେଶ୍ଵର: ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା। ଆସନ୍ତାକାଲି ଏକ ଘରୋଇ ସ୍କୁଲର କାର୍ଯ୍ୟକ୍ରମରେ ଯୋଗଦେବେ ଶୁଭାଂଶୁ। ତେବେ ସେ ବିମାନ ବନ୍ଦରରେ ପହଞ୍ଚି ପ୍ରତିକ୍ରିୟା ଦେଇଛନ୍ତି। ଶୁଭାଂଶୁ କହିଛନ୍ତି, ଓଡିଶା ଆସି ମୁଁ ବହୁତ ଖୁସି। ପୂର୍ବରୁ ବି ଓଡିଶା ଆସିଥିଲି ବୋଲି କହିଛନ୍ତି!-->…
Read More...
Read More...
ଟ୍ୟାଙ୍କରକୁ ପିଟିଲା ବୋଲେରୋ, ୩ମୃତ
କଟକ: ଡିଭାଇଡର୍ ଭାଙ୍ଗି କଣ୍ଟେନର୍ ସହ ପିଟିହେଲା ବୋଲେରୋ। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ପଠାଯାଇଛି। କଟକଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବଇଁଚୁଆ ରଜକଣା ଛକରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା!-->…
Read More...
Read More...
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ ଏଆରଆଇ। ଲାଞ୍ଚ ନେଇ ଧରାପଡ଼ିଲେ କେନ୍ଦ୍ରାପଡ଼ା ଜିଲ୍ଲା ନିକିରାଈର ସହକାରୀ ରାଜସ୍ୱ ନୀରିକ୍ଷକ ଅଭିମନ୍ୟୁ ବେହେରା। ୧୨ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଛି ଭିଜିଲାନ୍ସ ଟିମ୍। ଅଫିସ ସମେତ ବିଭିନ୍ନ ସ୍ଥାନରେ ଚାଲିଛି ରେଡ।ଜମିର କିସମ!-->…
Read More...
Read More...
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା
ଅଯୋଧ୍ୟା: ଅଯୋଧ୍ୟାର ଶ୍ରୀରାମଙ୍କ ମନ୍ଦିରରେ ଉଡ଼ିଛି ଧର୍ମଧ୍ୱଜା। ଆଜି ଶୁଭ ମୁହୂର୍ତ୍ତରେ ବିରାଟକାୟ ଧର୍ମଧ୍ୱଜାଙ୍କୁ ବିଧିବଦ୍ଧ ଭାବେ ମନ୍ଦିରର ଚୂଡ଼ାରେ ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ମୋଦୀ କହିଛନ୍ତି ଧର୍ମଧ୍ବଜା ଭାରତୀୟ ସଭ୍ୟତାର ପୁନଃ ଜାଗରଣର!-->…
Read More...
Read More...
ଓଟିଇଟି ୨୦୨୫ ପାଇଁ ବଢିଲା ଫର୍ମ ପୂରଣ ଅବଧି
ଭୁବନେଶ୍ବର; ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୫ ପାଇଁ ଫର୍ମ ପୂରଣ କରିବାର ଶେଷ ତାରିଖ ଦୁଇ ଦିନ ବୃଦ୍ଧି କରାଯାଇଥିବା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ପକ୍ଷରୁ ଜଣାପଡ଼ିଛି।
ସାରା ରାଜ୍ୟର ପ୍ରାର୍ଥୀ ମାନେ ଆବେଦନ ପ୍ରକ୍ରିୟା ସମାପ୍ତ କରିବା ପାଇଁ ଅଧିକ ସମୟ!-->!-->!-->…
Read More...
Read More...
ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ ଜଷ୍ଟିସ୍ ସୂର୍ଯ୍ୟକାନ୍ତ
ନୂଆ ଦିଲ୍ଲୀ: ଭାରତର ନୂଆ ସିଜେଆଇ ଭାବରେ ଶପଥ ନେଇଛନ୍ତି ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ପ୍ରଧାନ ବିଚାରପତି ଭାବରେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ ଦାୟିତ୍ବ ଗ୍ରହଣ କରିଛନ୍ତି। ତାଙ୍କର ସିଜେଆଇ ଭାବରେ କାର୍ଯ୍ୟକାଳ ୧୫ ମାସ ପାଇଁ ରହିବ। ଏହା ପୂର୍ବରୁ ସିଜେଆଇ ବିଆର ଗଭାଇଙ୍କ!-->…
Read More...
Read More...
ପରଲୋକରେ ଭେଟେରାନ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର
ମୁମ୍ବାଇ: ଆରପାରିରେ ବଲିଉଡ ଲୋକପ୍ରିୟ ଅଭିନେତା ଧର୍ମେନ୍ଦ୍ର। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଫଳରେ ସେ ଦୀର୍ଘ ଦିନ ଧରି ହସ୍ପିଟାଲରେ ଭର୍ତ୍ତି ମଧ୍ୟ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା।ବଲିଉଡ୍ର ବର୍ଷୀୟାନ!-->…
Read More...
Read More...
ମହାପ୍ରଭୁଙ୍କ ଅଧୀନକୁ ଆସିବ ଏମାର ମଠର ରୁପା ଇଟା
ପୁରୀ: ଏମାର ମଠରୁ ବାହାରି ଥିବା ରୂପା ଇଟାକୁ କେଉଁଠି ରଖାହେବ ସେନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ରୁପା ଇଟା ଏମାର ମଠର ସମ୍ପତ୍ତି। ସିଦ୍ଧ ମଠର ଜଜମେଣ୍ଟ ଅନୁଯାଇ ମଠର ସମ୍ପତ୍ତି ଜଗନ୍ନାଥଙ୍କର। ସେହି ଦୃଷ୍ଟିକୋଣରୁ ଏମାର ମଠର!-->…
Read More...
Read More...
କୁହୁଡି ଯୋଗୁ ୩ ମାସ ପାଇଁ ବାତିଲ ହେଲା ୨୪ ଟ୍ରେନ
ନ୍ୟୁଜ୍ ବ୍ୟୁରୋ: ଚଳିତ ଶୀତ ଋତୁରେ ଉତ୍ତର ଭାରତ ସର୍ବାଧିକ ଭାବେ ପ୍ରଭାବିତ ହୋଇଛି। ସମଗ୍ର ଉତ୍ତର ଭାରତରେ ବାୟୁ ସୂଚକାଙ୍କ ନିମ୍ନରେ ପହଞ୍ଚିବା ସହ ପରିବେଶରେ ଘନ କୁହୁଡି ପରିଲକ୍ଷିତ ହେଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଭାରତୀୟ ରେଲୱେ ଚଳିତ ବର୍ଷ ଡିସେମ୍ୱର ୧ ତରିଖରୁ ୨୦୨୬ ମସିହା!-->…
Read More...
Read More...
ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଜଣେ ମୃତ ଓ ୫ଗୁରୁତର
ସମ୍ବଲପୁର: ଶନିବାର ଦିନ ସମ୍ବଲପୁର ଜିଲ୍ଲାର ରେଢାଖୋଲ ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏକ ବାଲି ବୋଝେଇ ଟ୍ରକୁ ଧକ୍କା ଦେଲା ଆମ୍ବୁଲାନ୍ସ। ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ କର୍ମଚାରୀ ଆଟେଡାଣ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ଗୁରୁତର ଆହତ!-->…
Read More...
Read More...