ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

TOP STORIES

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ୫୦ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ

କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ ଆତଙ୍କ। ପିଜି ଛାତ୍ରାବାସରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୫୦ ଛାତ୍ର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି । ସମସ୍ତ ଆକ୍ରାନ୍ତଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଏସସିବି ଟିମ ନଜର
Read More...

ଏଫଏମ ଛାତ୍ରୀ ଆତ୍ମାହୁତୀ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ

ଭୁବନେଶ୍ବର: ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତୀ ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସରକାର ମଧ୍ୟ ଆକ୍ସନ ମୋଡରେ ଏହି ଘଟଣାକୁ ପ୍ରାଥମିକତା ଦେଇ ସମସ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାରି ଭିତରେ ଏବେ ବିରୋଧୀ ରାଜ୍ୟରେ ନାରୀ ସୁରକ୍ଷାକୁ ପ୍ରଶ୍ନ କରି ସରକାରଙ୍କୁ
Read More...

ନର୍ସିଂ ଏକ ମହାନ୍ ବୃତି : ସୋଆ ଉପସଭାପତି

ଭୁବନେଶ୍ୱର: ନର୍ସିଂ ଏକ ମହାନ୍ ଓ ଉତମ ବୃତି ଏବଂ ମାନବ ସେବାର ପ୍ରକୃଷ୍ଟ ମାଧ୍ୟମ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ କହିଛନ୍ତି। ସୋଆ ପରିଚାଳିତ ସମ୍ ନର୍ସିଂ କଲେଜ-୨ର (୨୦୨୪-୨୮) ବିଏସ୍‌ସି ନର୍ସିଂ ପ୍ରଥମ ବ୍ୟାଚର ଶନିବାର ଲ୍ୟାମ୍ପ
Read More...

ବାଲେଶ୍ୱର ଏଫ୍‌ଏମ୍‌ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ : ପ୍ରିନ୍ସିପାଲ ଏଚ୍‌ଓଡି ନିଲମ୍ବିତ

ବାଲେଶ୍ୱର: ବାଲେଶ୍ୱର ଏଫ୍‌ଏମ୍‌ କଲେଜରେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇବା ଘଟଣାରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ପୋଲିସ ଅଟକ ରଖିଛି। ଅଧ୍ୟାପକ ଜଣକ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଛାତ୍ରୀ ଜଣକ ଅଭିଯୋଗ କରି ଶନିବାର ଏଭଳି ପଦକ୍ଷେପ ନେଇଥିଲେ। ଏପଟେ ବାଲେଶ୍ୱର FM କଲେଜ
Read More...

୫୧ ହଜାର ଯୁବକ-ଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ୧୬ତମ ନିଯୁକ୍ତି ମେଳା ଅନ୍ତର୍ଗତ ସରକାରୀ ବିଭାଗରେ ନବନିଯୁକ୍ତ ୫୧,୦୦୦ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସରକାରୀ ବିଭାଗରେ ନିଯୁକ୍ତ ଯୁବକ-ଯୁବତୀମାନଙ୍କ ସହ ସଂଯୋଗ
Read More...

ଆଜିଠୁ ରାଜ୍ୟରେ ଗଡିଲା ଘରୋଇ ବସ୍

ଭୁବନେଶ୍ବର: ଆଜିଠୁ ରାଜ୍ୟରେ ପୁଣି ଗଡିଛି ଘରୋଇ ବସ୍। ଗତକାଲି ବସ୍‌ ଚଳାଚଳ କରିବା ନେଇ ରାଜ୍ୟ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଥିଲା। ପୁରୀ ବସଷ୍ଟାଣ୍ଡ ପରିସରରେ ଥିବା ବସ୍ ମାଲିକ ସଂଘ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ବସ୍ ମାଲିକ ସଂଘ ସଭାପତି ଲୋକନାଥ
Read More...

କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ

ବାଲେଶ୍ୱର: ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ। କଲେଜ ଫାଟକ ସମ୍ମୁଖରେ ନ୍ୟାୟ ପାଇଁ ଧାରଣାରେ ବସିଥିବା ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଧ୍ୟାପକଙ୍କ ଦୁର୍ବ୍ୟବହାର
Read More...

ଗିରଫ ପଛରେ ରହିଛି ବିଜେଡିର ଷଡ଼ଯନ୍ତ୍ର : ଅର୍ଚ୍ଚନା ନାଗ

ଭୁବନେଶ୍ବର: ବିଜେଡି ବିରୋଧରେ ବିଷ ଓଗାଳିଲେ ଅର୍ଚ୍ଚନା ନାଗ। ତାଙ୍କ ଗିରଫଦାରି ପଛରେ ବଡ଼ ଷଡ଼ଯନ୍ତ୍ର ଥିଲା କହିଲେ ଅର୍ଚ୍ଚନା। ଏହି ସମୟରେ ସେ ବବି ଦାସ, ମାନସ ମଙ୍ଗରାଜ, ଅମରେଶ ଜେନାଙ୍କ ନାଁ ନେଇ ତାଙ୍କ ଉପରେ ବର୍ଷିଲେ। ପୋଲିସ ଅଧିକାରୀଙ୍କ ନାଁ ନେଇ ମଧ୍ୟ ଟାର୍ଗେଟ୍‌ କଲେ
Read More...

ଭୁବନେଶ୍ୱର ଫେରିଲେ ନବୀନ

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ଓଡ଼ିଶା ଫେରିଛନ୍ତି। ମୁମ୍ବାଇର କୋକିଳା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର ହେବା ପରେ ଆଜି ଭୁବନେଶ୍ବର ଫେରିଛନ୍ତି। ନବୀନଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ ବିଜେଡି
Read More...

ରାଖୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି

ଭୁବନେଶ୍ବର: ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ଆଉ କିଛି ଦିନ ପରେ ସୁଭଦ୍ରାର ୩ୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଖାତାକୁ
Read More...