Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ
Browsing Category
TOP STORIES
ଯୁକ୍ତ ୨ ଇଣ୍ଟରନାଲ୍ ପରୀକ୍ଷା ବାଧ୍ୟତାମୂଳକ, ଜାରି ହେଲା ମାର୍ଗଦର୍ଶିକା
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE), ଓଡ଼ିଶା ଦ୍ୱାରା +୨ର ସମସ୍ତ ନିୟମିତ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ (Internal Assessment) ଏବଂ ପ୍ରୋଜେକ୍ଟ କାର୍ଯ୍ୟକୁ ବାଧ୍ୟତାମୂଳକ କରାଯାଇଛି। ଇଣ୍ଟରନାଲ୍ ଏବଂ ପ୍ରୋଜେକ୍ଟ ପରୀକ୍ଷାକୁ ସୁଚାରୁଭାବେ କରିବା ପାଇଁ!-->…
Read More...
Read More...
ନୂଆପଡ଼ାର ନୂଆ ନେତା ଜୟ ଢୋଲକିଆ
ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢ଼ୋଲକିଆଙ୍କ ବୃହତ୍ ବିଜୟ ହୋଇଛି। ସମସ୍ତ ୨୯ରାଉଣ୍ଡ ଭୋଟ୍ ଗଣତି ପରେ ବିଜେପିର ଜୟ ନିଜର ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କଠୁ ୮୩୭୮୪ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।ବଡ଼ ବିଜୟ ସହିତ!-->…
Read More...
Read More...
ଦିଲ୍ଲୀ ବିସ୍ଫୋରଣ ଏକ ଆତଙ୍କବାଦୀ ଆକ୍ରମଣ
ନୂଆ ଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି (CCS)ର ଏକ ବୈଠକ ଡାକିଥିଲେ। କ୍ୟାବିନେଟ ଦିଲ୍ଲୀ ବିସ୍ଫୋରଣକୁ ନିନ୍ଦା କରିବା ଏବଂ ପ୍ରାଣ ହରାଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏକ ପ୍ରସ୍ତାବ ପାରିତ କରିଛି। ଏଥିସହ!-->…
Read More...
Read More...
ଡିସେମ୍ବର ୧୭ ତାରିଖରେ ଓଟିଇଟି ପରୀକ୍ଷା
ଭୁବନେଶ୍ବର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୭ ତାରିଖରେ ଓଟିଇଟି-୨୦୨୫ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ!-->…
Read More...
Read More...
୩ ଦିନ ପାଇଁ ଲାଲକିଲ୍ଲା, ମେଟ୍ରୋ ଓ ଚାନ୍ଦନୀ ଚୌକ ବନ୍ଦ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ସୋମବାର ଏକ ଜୋରଦାର ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣର ଶବ୍ଦରେ ପୁରା ଦିଲ୍ଲୀରେ ଆତଙ୍କ ସୃଷ୍ଟି ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ଲାଲକିଲ୍ଲାକୁ ମଧ୍ୟ ତିନି ଦିନ ପାଇଁ ବନ୍ଦ ରଖାଯାଇଛି।
ସୂଚନା ଅନୁଯାୟୀ, ସୁରକ୍ଷା ଦୃଷ୍ଟିରୁ ଭାରତୀୟ ପ୍ରତ୍ନତତ୍ତ୍ୱ!-->!-->!-->…
Read More...
Read More...
ସୁର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ମିଳିବ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫
ଭୁବନେଶ୍ୱର: ଓଡ଼ିଆ ଯୁବ କବି ଓ ଲେଖକ ସୂର୍ଯ୍ୟସ୍ନାତ ତ୍ରିପାଠୀ ପାଇବେ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ତୃତୀୟ ସୋଆ ସାହିତ୍ୟ ଉତ୍ସବର ଉଦ୍ଯାପନୀ ଉତ୍ସବ ନଭେମ୍ବର ୩୦ ତାରିଖରେ ଶ୍ରୀ ତ୍ରିପାଠୀଙ୍କୁ ଏହି!-->…
Read More...
Read More...
ଦିଲ୍ଲୀ ବିସ୍ଫୋରଣ ପରେ, ପୁରୀରେ ହାଇଆଲର୍ଟ ଜାରି
ନୂଆଦିଲ୍ଲୀ; ଦିଲ୍ଲୀ ବିସ୍ଫୋରଣ ପରେ ପୁରୀରେ ହାଇଆଲର୍ଟ ଜାରି। ହାଇଆଲର୍ଟ ନେଇ ପୁରୀ ଏସ୍ପି ଦେଇଛନ୍ତି ସୂଚନା। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ବ, ରେଲେୱ ଷ୍ଟେସନ, ବସ୍ଷ୍ଟାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ପାଟ୍ରୋଲିଂ ବୃଦ୍ଧି!-->…
Read More...
Read More...
ମାନବିକ ସ୍ପର୍ଶ ବଳରେ ମଣିଷର କଷ୍ଟ ଯନ୍ତ୍ରଣା ଲାଘବ କରିବାର ସୁଯୋଗ ନର୍ସମାନଙ୍କୁ ମିଳିଥାଏ
ଭୁବନେଶ୍ୱର: ନର୍ସିଂ ଏଭଳି ଏକ ମହାନ ବୃତି ଯେଉଁଥିରେ କି ବିଶ୍ୱରେ କଷ୍ଟ ଯନ୍ତ୍ରଣା ଭୋଗୁଥିବା ବ୍ୟକ୍ତିଙ୍କୁ ମାନବିକ ସ୍ପର୍ଶ ବଳରେ ସେମାନଙ୍କର ଯନ୍ତ୍ରଣା ଲାଘବ କରିବାର ସୁଯୋଗ ମିଳିଥାଏ ବୋଲି ଶୁକ୍ରବାର କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର!-->…
Read More...
Read More...
ଭାରତର ୨ ମୋଷ୍ଟ ୱାଣ୍ଟେଡ ଅପରାଧୀ ଆମେରିକାରେ ଗିରଫ
ନ୍ୟୁଜ୍ ବ୍ୟୁରୋ: ଭାରତର ୨ ମୋଷ୍ଟ ୱାଣ୍ଟେଡ ଆମେରିକାରୁ ଗିରଫ। ଭାରତର ନିରାପତ୍ତା ସଂସ୍ଥା ଓ ହରିଆଣା ପୋଲିସର ମିଳିତ ଉଦ୍ୟମରେ ୨ ଗ୍ୟାଙ୍ଗଷ୍ଟରଙ୍କୁ ଗିରଫ କରାଯାଇଛି। ବିଦେଶ ମାଟିରେ ୨ ଜଣେ କୁଖ୍ୟାତ ଗ୍ୟାଙ୍ଗଷ୍ଟରଙ୍କୁ ଧରିବା ହରିଆଣା ପୋଲିସ ଲାଗି ଗୁରୁତ୍ବପୂର୍ଣ୍ଣ ହୋଇଛି। କପିଳ!-->…
Read More...
Read More...
ଧାମରା ବନ୍ଦରରେ ଅନୁପ୍ରବେଶକାରୀଙ୍କୁ ଜଗିବ ସ୍ବତନ୍ତ୍ର ଡ୍ରୋନ୍
ଭଦ୍ରକ: ଭଦ୍ରକ ଜିଲ୍ଲା ମେରାଇନ ଥାନା ଧାମରାରେ ଏଥର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜଗିବ ସ୍ବତନ୍ତ୍ର ଡ୍ରୋନ୍। ଭଦ୍ରକ ଏସପିଙ୍କ ନିର୍ଦ୍ଦେଶକ୍ରମେ ଏହି ଡ୍ରୋନ୍ ସାମୁଦ୍ରିକ ଥାନାକୁ ଯୋଗାଇ ଦିଆଯାଇଛି। ୧୫ କିଲୋମିଟର ରେଡିଅସରେ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ଏହି ଡ୍ରୋନ୍ କ୍ୟାମେରା!-->…
Read More...
Read More...