Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ
Browsing Category
TOP STORIES
ବ୍ରହ୍ମପୁରରେ ଗ୍ରୀନ୍ ଇଣ୍ଡିଆ କମ୍ପାନୀ ମାଲିକଙ୍କ ଘରେ ଇଡିର ଚଢ଼ାଉ
ବ୍ରହ୍ମପୁର: ବ୍ରହ୍ମପୁରରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ। ଚିଟ୍ଫଣ୍ଡ କମ୍ପାନି ଗ୍ରୀନ୍ ଇଣ୍ଡିଆ କର୍ତ୍ତୃପକ୍ଷ ଘରେ ରେଡ୍ କରାଯାଇଛି। ଅଯୋଧ୍ୟା ନଗର ଅଞ୍ଚଳରେ ଥିବା ଗ୍ରୀନ୍ ଇଣ୍ଡିଆ ସଂସ୍ଥାର ମୁଖ୍ୟ ପ୍ରଦୀପ ସିଂଙ୍କ ଘରେ ଇଡି ତନାଘନା ଚଳାଇଛି। ଲୋକଙ୍କଠୁ ପାଖାପାଖି ୫୦୦ କୋଟି!-->…
Read More...
Read More...
ଘାଟିରେ ଜଳିଗଲା ବସ୍: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ଆନ୍ଧ୍ରପ୍ରଦେଶ: ସାଲୁର ଘାଟିରେ ଅଘଟଣ। ଜଳିଗଲା ଓଏସଆରଟିସି ବସ୍, ବଡ ବିପଦରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରୁ ଓଡ଼ିଶାର ଜୟପୁର ଆସୁଥିବା ଏକ ଓଡ଼ିଶା ରାଜ୍ୟ ପରିବହନ ନିଗମ ଓଏସଆରଟିସି ବସରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଇଞ୍ଜିନ ପାଖରେ ସର୍ଟସର୍କିଟ ଯୋଗୁଁ!-->…
Read More...
Read More...
ପ୍ରଶାନ୍ତ କିଶୋରଙ୍କ ପାର୍ଟିର ପ୍ରାର୍ଥୀ ବିଜେପିରେ ସାମିଲ
ମୁଙ୍ଗେର: ମୁଙ୍ଗେରରେ ବଡ ରାଜନୈତିକ ଝଟକା । ମତଦାନ ଦିନକ ପୂର୍ବରୁ ମୁଙ୍ଗେର ଆସନରେ ରାଜନୈତିକ ଅସ୍ଥିରତା ସୃଷ୍ଟି ହୋଇଛି। ପ୍ରଶାନ୍ତ କିଶୋରଙ୍କ ନେତୃତ୍ୱାଧୀନ ଜନ ସ୍ବରାଜ ପାର୍ଟିର ପ୍ରାର୍ଥୀ ସଞ୍ଜୟ ସିଂହ ଦଳ ଛାଡି ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗଦେଇଛନ୍ତି।
ସଞ୍ଜୟ ସିଂହ ଜନ!-->!-->!-->…
Read More...
Read More...
ଯାତ୍ରା କଳାକାର ଦେବୀ ରଥଙ୍କ ପରଲୋକ
ପାରାଦୀପଗଡ଼: ଆରପାରିରେ ଯାତ୍ରା ଜଗତର ବର୍ଷୀୟାନ କଳାକାର-ନିର୍ଦ୍ଦେଶକ ଦେବୀ ରଥ। କଳାକାରଙ୍କ ମହଲରେ ସେ ‘ମାମା’ ଭାବେ ପରିଚିତ ଥିଲେ। ୭୧ ବର୍ଷ ବୟସରେ ଦେବୀ ରଥଙ୍କର ତାଙ୍କ ଘରେ ପରଲୋକ ହୋଇଛି। ଦୀର୍ଘ ୫୦ ବର୍ଷ ଧରି ଯାତ୍ରା ଜଗତରେ ସକ୍ରିୟ ଥିଲେ। ଗତକାଲି ନିଜ ଘର ପାରାଦୀପଗଡ଼ରେ ସେ ଶେଷ!-->…
Read More...
Read More...
ବିଶ୍ୱ ବିଜେତାଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ବିଶ୍ଵକପ ସହିତ ଫଟୋ ଉଠାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଆଇସିସି ମହିଳା ଦିନିକିଆ ବିଶ୍ଵକପ ଚମ୍ପିଆନ ଟିମ ଇଣ୍ଡିଆର ଖେଳାଳିମାନେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆୟୋଜିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ନୂଆଦିଲ୍ଲୀ ବାସଭବନରେ!-->…
Read More...
Read More...
ଧାନର ଏମଏସପି ୬୯ ଟଙ୍କା ବୃଦ୍ଧି
ଭୁବନେଶ୍ବର: ଚାଷୀଙ୍କ ପାଇଁ ଖୁସି ଖବର। ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ। ଖରିଫ ଫସଲ ପୂର୍ବରୁ ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ବିଭିନ୍ନ ପ୍ରକାରର ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍ପିକୁ ଆଜି କେନ୍ଦ୍ର!-->…
Read More...
Read More...
ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ପାରାଦୀପ: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପ ବନ୍ଦରରେ ଆୟୋଜିତ ହୋଇଛି 'ବୋଇତ ବନ୍ଦାଣ ଉତ୍ସବ- ୨୦୨୫' । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ଗାରିମାସମ୍ପନ୍ନ ନୌବାଣିଜ୍ୟ ପରମ୍ପରା!-->…
Read More...
Read More...
ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ଭୁବନେଶ୍ବର: ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ହୋଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।
ବିନା ଜରିମାନାରେ ଉଭୟ କଳା,ବିଜ୍ଞାନ,ବାଣିଜ୍ୟ ଓ!-->!-->!-->…
Read More...
Read More...
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
ଛତିଶଗଡ଼: ଛତିଶଗଡ଼ ବିଳାସପୁରର ଲାଲଖାଦାନ ନିକଟରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଛତିଶଗଡ଼ର ବିଳାସପୁର ଜିଲ୍ଲାରେ ଏକ ଯାତ୍ରୀବାହୀ (ମେମୁ) ଓ ମାଲବାହୀ ଟ୍ରେନ୍ ମଧ୍ୟରେ ଧକ୍କା ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଛନ୍ତି। ଅନେକ ଯାତ୍ରୀ ଏଥିରେ ଆହତ!-->…
Read More...
Read More...
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍
ପୁରୀ: କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ ଚଳାଚଳ କରାଯାଉଛି।
(୧) 08417 ବ୍ରହ୍ମପୁର–ପୁରୀ ପ୍ୟାସେଞ୍ଜର ବିଶେଷ ଟ୍ରେନ ୦୪.୧୧.୨୦୨୫ (ମଙ୍ଗଳବାର) ରାତି ୮.୩୫ ରେ ବ୍ରହ୍ମପୁରରୁ!-->!-->!-->…
Read More...
Read More...