ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

TOP STORIES

ରାଜ୍ୟ ସଭାପତି ଭାବେ ମନମୋହନଙ୍କ ନାଁରେ ବାଜିଲା ମୋହର

ଭୁବନେଶ୍ବର: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସହମତିରେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିର୍ବାଚିତ କରାଯାଇଛି। ଏନେଇ ଆଜି ବିଧିବଦ୍ଧ ଭାବେ ଘୋଷଣା
Read More...

ଷ୍ଟିଅରିଂ ଛାଡ଼ ଆନ୍ଦୋଳନରେ ଡ୍ରାଇଭର ସଂଘ

ଭୁବନେଶ୍ବର: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସୂଚନା ଦେଇଛନ୍ତି। ମନ୍ତ୍ରୀ
Read More...

ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି

ପୁରୀ: ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି। ୯ଟି ହାଣ୍ଡିରେ ପଣା କରାଯାଇ ଶ୍ରୀଜିଉଙ୍କୁ ଲାଗି ହେଲା। ଲାଗି ପରେ ଅଶରୀରୀଙ୍କ ତୃପ୍ତି ପାଇଁ ଭଙ୍ଗାଗଲା ହାଣ୍ଡି । ଦର୍ଶନ ସହ ମୁକ୍ତି ପାଇଁ ଘୁରି ବୁଲୁଥାନ୍ତି ଚଣ୍ଡୀଚାମୁଣ୍ଡା। ତୃପ୍ତ କରିବା ପାଇଁ ରଥାରୁଢ଼ ଶ୍ରୀବିଗ୍ରହଙ୍କ ପାଖରେ ଲାଗିହେଲା।
Read More...

ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ପୁରୀ ରଥ ଯାତ୍ରାରେ ୨୦ ଲକ୍ଷ ଶ୍ରଦ୍ଧାଳୁଙ୍କୁ ଭୋଜନ ସେବା

- ନବ ଯୌବନ ଦର୍ଶନରୁ ସୁନାବେଶ ପର୍ଯ୍ୟନ୍ତ ୧୧ ଦିନ ବ୍ୟାପୀ ଅନ୍ନ ସେବା ଭୁବନେଶ୍ୱର, ୭ ଜୁଲାଇ ୨୦୨୫: ପୁରୀର ପବିତ୍ର ରଥଯାତ୍ରା ସମୟରେ ଭକ୍ତମାନଙ୍କୁ ସେବା କରିବାର ଏହାର ଦୀର୍ଘ ପରମ୍ପରାକୁ ଜାରି ରଖି, ଜିନ୍ଦଲ ଷ୍ଟିଲର ସାମାଜିକ ଶାଖା ଜିନ୍ଦଲ ଫାଉଣ୍ଡେସନ ଏହି
Read More...

ସରକାରୀ ବାସଭବନ ନ ଛାଡିବା ନେଇ ସ୍ପଷ୍ଟିକରଣ ରଖିଲେ ପୂର୍ବତନ ସିଜେଆଇ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ: ଅବସରର ୮ ମାସ ପରେ ବି ସରକାରୀ ବଙ୍ଗଳା ଖାଲି କରିନାହାନ୍ତି। ତେଣୁ ତୁରନ୍ତ ଖାଲି କରିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ସେହି ବାସଭବନ ବର୍ତ୍ତମାନର ସିଜେଆଇଙ୍କ ପାଇଁ ଉଦ୍ଦିଷ୍ଟ ଥିବାରୁ ଜଷ୍ଟିସ୍‍ ଚନ୍ଦ୍ରଚୂଡଙ୍କୁ ଖାଲି କରିବାକୁ କୁହାଯାଇଛି।
Read More...

ପ୍ରବଳ ବର୍ଷା ଯୋଗୁଁ ବନ୍ଦ ହେଲା କେଦାରନାଥ ଯାତ୍ରା

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଓ ଏହାର ନିକଟବର୍ତ୍ତି ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଅଳକନନ୍ଦା ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଭୂସ୍ଖଳନ ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଯାହାକୁ ଦୃଷ୍ଟିରେ ରଖି କେଦାରନାଥ ଯାତ୍ରାକୁ ବନ୍ଦ ରଖାଯାଇଛି। ଯାତ୍ରୀଙ୍କୁ ସୋନପ୍ରୟାଗ ଓ ଗୌରୀକୁଣ୍ଡରେ
Read More...

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ମୁମ୍ବାଇ: ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ଡ଼ାକ୍ତରଖାନାରୁ ଆଜି ଡିସଚାର୍ଜ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ତ୍ତମାନ ସମ୍ପୂର୍ଣ ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ। ଏହି ସପ୍ତାହରେ ସେ ମୁମ୍ବାଇରେ ରହିବା ନେଇ
Read More...

ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ମେଧା ତାଲିକା

କଟକ: ଆଜି ଯୁକ୍ତ-୨ ଇ-ପ୍ରବେଶ ପାଇଁ ପ୍ରଥମ ଚୟନ ଯୋଗ୍ୟ ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ମୋଟ ୪,୪୬,୨୦୫ ଆବେଦନକାରୀଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୪,୧୩,୮୦୪ ଜଣ ଛାତ୍ରଛାତ୍ରୀଙ୍କୁ ମନୋନୀତ କରାଯାଇଛି। ପ୍ରଥମ ସିଲେକ୍ସନରେ ପ୍ରାୟ ୯୨.୭୫% ପିଲା ଚୟନ ହୋଇଛନ୍ତି। ସମସ୍ତ
Read More...

ବିଜେପି ରାଜ୍ୟ ସଭାପତି ହେବେ ମନମୋହନ

ଭୁବନେଶ୍ବର: ରାଜ୍ୟ ବିଜେପି ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଲେ ମନମୋହନ ସାମଲ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିଲେ ନାମାଙ୍କନ । ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ କେବଳ ବିଧିବଦ୍ଧ ଘୋଷଣା ବାକି। ନିର୍ଦ୍ଧାରିତ ସମୟ ଭିତରେ ଆଉ କେହି ନାମାଙ୍କନ ଭରି
Read More...

ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ନେତା ସୋଡ଼ି କନ୍ନା ନିହତ

ଛତିଶଗଡ଼: ଛତିଶଗଡ଼ର ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁରକ୍ଷା ବାହିନୀଙ୍କ ଗୁଳିରେ ଦୁର୍ଦ୍ଦାନ୍ତ ମାଓବାଦୀ ସୋଡ଼ି କନ୍ନା ଓରଫ ପଦନାମ ନିହତ ହୋଇଛନ୍ତି। ଶନିବାର ହୋଇଥିବା ଏହି ଏନକାଉଣ୍ଟରରେ ନିହତ ସୋଢି କନ୍ନା
Read More...