Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
ହୀରାକୁଦରୁ ଛଡାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ
ସମ୍ବଲପୁର: ଆଜି ହୀରାକୁଦ ଛାଡ଼ିଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ। ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା ପରେ ଡ୍ୟାମର ୧୨ଟି ଗେଟ୍ ଖୋଲାଯାଇଥିବା ସୂଚନା ରହିଛି। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍ ଖୋଲାଯାଇଛି। ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ!-->…
Read More...
Read More...
ସ୍କୁଟିକୁ ପଛରୁ ପିଟିଲା ଟ୍ରେଲର, ୨ ମହିଳା କନଷ୍ଟେବଳ ମୃତ
ରାୟଗଡ଼ା: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗୁନାଖାଲ ଛକଠାରେ ଏକ ସ୍କୁଟିକୁ ଶନିବାର ଏକ ଟ୍ରେଲର ପଛପଟୁ ଧକ୍କା ଦେବାରୁ ସ୍କୁଟି ଚାଳକ ତଥା ମହିଳା କନଷ୍ଟେବଳ ଟ୍ରେଲର ତଳେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ କାର୍ଯ୍ୟରତ ପୋଲିସ କନଷ୍ଟେବଳ!-->…
Read More...
Read More...
ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା
ପାଟନା: ବିହାର ପାଟନାର ଗାନ୍ଧୀ ମୈଦାନ ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ବ୍ୟବସାୟୀ ତଥା ବିଜେପି ନେତା ଗୋପାଳ ଖେମକାଙ୍କୁ ଗୁଳି ମାଡ ହୋଇଛି। ମୃତ ଗୋପାଳ ଥିଲେ ମଗଧ ଘରୋଇ ହସ୍ପିଟାଲର ମାଲିକ। ସେ ତାଙ୍କ ଘର ଠାରୁ ଅଳ୍ପଦୂରରେ କାରରୁ ଓହ୍ଲାଇ ଏକ ଆପାର୍ଟମେଣ୍ଟକୁ ଯାଉଥିଲେ । ଏହି!-->…
Read More...
Read More...
ଆରମ୍ଭ ହେଲା ରଥଟଣା
ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଶ୍ରୀମନ୍ଦିର ଅଭିମୁଖେ ଚତୁର୍ଦ୍ଧାମୂର୍ତ୍ତି । ଜନ୍ମବେଦୀରେ ଲୀଳାଖେଳା ସାରି ଗୁଣ୍ଡିଚା ମନ୍ଦିର ଛାଡ଼ି ଶ୍ରୀମନ୍ଦିର ଆସୁଛନ୍ତି । ଧାର୍ଯ୍ୟ ସମୟର ଏକ ଘଣ୍ଟା ପୂର୍ବରୁ ଆରମ୍ଭ ହେଲା ରଥଟଣା । ଗଡିଲା ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ।!-->…
Read More...
Read More...
ମିଳିତ ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ସୋଆ ଏବଂ ଇଗ୍ନୁ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର: କୃଷି ବିଜ୍ଞାନ କ୍ଷେତ୍ରରେ ମିଳିତ ଭାବରେ ଦୂରଶିକ୍ଷା ବ୍ୟବସ୍ଥା ମାଧ୍ୟମରେ ୭ଟି ଶିକ୍ଷା କାର୍ଯ୍ୟକ୍ରମ ପ୍ରବର୍ତନ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଇନ୍ଦିରା ଗାନ୍ଧି ନ୍ୟାସ୍ନାଲ୍ ଓପନ୍ ୟୁନିଭର୍ସିଟି (ଇଗ୍ନୁ) ମଧ୍ୟରେ ଏକ ବୁଝମଣା ସ୍ୱାକ୍ଷରିତ ହୋଇଯାଇଛି।!-->…
Read More...
Read More...
ପୁଣି ଜାମିନ୍ ଆବେଦନ କଲେ ଜଗନ୍ନାଥ ପ୍ରଧାନ
ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ବିଜେପି ନେତା ଜଗା ପ୍ରଧାନ ପୁଣି ଜାମିନ୍ ଆବେଦନ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ କୋର୍ଟରେ ଜାମିନ୍ ଆବେଦନ କଲେ। ଗତକାଲି SDJM କୋର୍ଟରେ ଜାମିନ୍ ଆବେଦନ ଖାରଜ ହୋଇଥିଲା। ସୋମବାର ବିଏମସିର ଅତିରିକ୍ତ କମିଶନରଙ୍କୁ ମାଡ!-->…
Read More...
Read More...
ସମସ୍ତ ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା
ଭୁବନେଶ୍ଵର: ମନମୋହନ କହିଛନ୍ତି, କ୍ଷୁଦ୍ର ଜମାକାରୀ ହୁଅନ୍ତୁ କିମ୍ବା ବଡ଼ ଜମାକାରୀ ସମସ୍ତଙ୍କୁ ଟଙ୍କା ମିଳିବ। ମନରେ କୌଣସି ଦ୍ୱନ୍ଦ୍ୱ ରହିବା ଉଚିତ୍ ନୁହେଁ, ସମସ୍ତ କ୍ଷତିଗ୍ରସ୍ତ ଟଙ୍କା ପାଇବେ। ୧୦ ହଜାର ହେଉ କିମ୍ବା ୧୦ ଲକ୍ଷ ସମସ୍ତେ ଟଙ୍କା ଫେରସ୍ତ ପାଇବେ। ସାମାନ୍ୟ ପ୍ରମାଣ!-->…
Read More...
Read More...
ଶରଧାବାଲି ଦଳାଚକଟାର ଭିଡିଓ ମାଗିଲେ ଅନୁ ଗର୍ଗ
ପୁରୀ: ପୁରୀ ଶରଧାବାଲିରେ ଘଟିଥିବା ଦଳାଚକଟା ସମୟର ଭିଡିଓ କିମ୍ବା ତଥ୍ୟ ଯାହା ପାଖରେ ଅଛି ଦେବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି। ଶରଧାବାଲି ଦଳାଚକଟାର ତଦନ୍ତକାରୀ ଅଧିକାରୀ ଅନୁ ଗର୍ଗଙ୍କ ଏହି ଅପିଲ କରିଛନ୍ତି। ଲୋକଙ୍କ ପାଖରେ ତଥ୍ୟ ଏବଂ ଭିଡିଓ ଥିଲେ!-->…
Read More...
Read More...
ଜନ୍ମବେଦୀରେ ଶ୍ରୀଜିଉଙ୍କ ଶୃଙ୍ଖଳିତ ଦର୍ଶନର ତଦାରଖ କଲେ ପୋଲିସ ଡିଜି
ପୁରୀ: ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି ୱାଇ ବି ଖୁରାନିଆ। ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଉପସ୍ଥିତ ରହି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ନିରୀକ୍ଷଣ କରୁଛନ୍ତି। ପୋଲିସ ଡିଜିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ!-->…
Read More...
Read More...
ତେଲେଙ୍ଗାନା ବିସ୍ଫୋରଣ; ୮ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା
ତେଲଙ୍ଗାନା: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା। ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ। ଏନେଇ ଆଜି ମୃତ ଓଡିଆଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
Read More...
Read More...