Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ
Browsing Category
TOP STORIES
ଭାଜପା ନେତା ଶଙ୍କର ପରିଡ଼ାଙ୍କ ପରଲୋକ
ଭୁବନେଶ୍ୱର: ପ୍ରସିଦ୍ଧ କବି ତଥା ବରିଷ୍ଠ ଭାଜପା ନେତା ଶଙ୍କର ପରିଡ଼ାଙ୍କ ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଗତକାଲି ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ପରଲୋକ ହୋଇଛି।
ଶଙ୍କର ପରିଡ଼ା ଅତୀତରେ!-->!-->!-->…
Read More...
Read More...
ବିଦ୍ୟୁତ ଖୁଣ୍ଟ ପଡି ନବମ ଶ୍ରେଣୀ ଛାତ୍ର ଗୁରୁତର
ସୋର: ସୋର ବ୍ଲକ ସରଶଙ୍ଖ ଗାଁରେ ବିଦ୍ୟୁତ ଖୁଣ୍ଟ ପଡି ଜଣେ ନବମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସୋର ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ମୃତକ ଜଣକ ହେଲେ ନବମ ଶ୍ରେଣୀ ଛାତ୍ର ଦେବାଶିଷ ବେହେରା
ସୂଚନା ଅନୁସାରେ ଆଜି ସକାଳେ ଦେବାଶିଷ ଅନ୍ୟ ସହପାଠୀଙ୍କ!-->!-->!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ‘ସୋଫଲ୍ ମାଳା’ର ଚତୁର୍ଥ ସଂସ୍କରଣ ଉନ୍ମୋଚିତ
ଭୁବନେଶ୍ୱର: ବିଶିଷ୍ଟ ବୈଜ୍ଞାନିକମାନଙ୍କୁ ନେଇ ବିବିଧ ପ୍ରସଙ୍ଗରେ ଆୟୋଜିତ ଶିକ୍ଷା ଓ ଅନୁସନ୍ଧାନ ପାକ୍ଷିକ ଶୈକ୍ଷିକ ବକ୍ତୃତାମାଳା ସୋଆ ଫର୍ଟନାଇଟଲି ଏକାଡେମିକ ଲେକ୍ଚର ସିରିଜ (ସୋଫଲ୍)ର ଚତୁର୍ଥ ସଂସ୍କରଣ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ!-->…
Read More...
Read More...
କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଭୁବନେଶ୍ବର: ବାତ୍ୟା ମୋନ୍ଥାରେ ରାଜ୍ୟର ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି। କାଲିଠାରୁ କ୍ଷୟକ୍ଷତି ନେଇ ରିପୋର୍ଟ ସଂଗ୍ରହ କରିବେ ଜିଲ୍ଲାପାଳ। ଫସଲର କ୍ଷୟକ୍ଷତି ନେଇ ତଥ୍ୟ ସଂଗ୍ରହ କରିବେ ଅଧିକାରୀ। ସଠିକ ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲାପ୍ରଶାସନ। ଏନେଇ ସୂଚନା!-->…
Read More...
Read More...
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଅମ୍ବାଲା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ବାୟୁସେନାର ରାଫାଲ ଯୁଦ୍ଧ ବିମାନ ଉଡ଼ାଇ ଇତିହାସ ରଚିଛନ୍ତି। ଆଜି ଅମ୍ବାଲା ଏୟାରବେସରେ ଭାରତର ସବୁଠୁ ଶକ୍ତିଶାଳୀ ଯୁଦ୍ଧ ବିମାନ ରାଫେଲ୍ ଉଡ଼ାଇଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତି ଏହି ବିମାନ ଉଡାଇ ଭାରତୀୟ ବାୟୁସେନା ଏବଂ ସମଗ୍ର ଦେଶକୁ!-->…
Read More...
Read More...
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
ଭୁବନେଶ୍ବର: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି ପାଇଛି। ନଭେମ୍ବର ୩ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ଅକ୍ଟୋବର ୨୮ରେ!-->!-->!-->…
Read More...
Read More...
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ହରିୟାଣା: ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ହରିୟାଣାର ଅମ୍ବାଲା ବାୟୁସେନା ଘାଟିରୁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ ରାଫେଲ ଯୁଦ୍ଧ ବିମାନରେ ଉଡ଼ାଣ ଭରିବେ। ମଙ୍ଗଳବାର ଦିନ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ଏକ ସରକାରୀ ବିବୃତ୍ତିରେ କୁହାଯାଇଛି, “ରାଷ୍ଟ୍ରପତି!-->…
Read More...
Read More...
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଭୁବନେଶ୍ବର: ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅକ୍ଟୋବର ୨୯ ଦିନ ବନ୍ଦ ରହିବ। ଏନେଇ ମଙ୍ଗଳବାର ଦିନ ଅଧିକାରୀମାନେ ସୂଚନା ଦେଇଛନ୍ତି।
ବାତ୍ୟା ପ୍ରଭାବରେ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ପବନ ବହିବାର ସମ୍ଭାବନା ଥିବାରୁ!-->!-->!-->…
Read More...
Read More...
୩୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଦୁଇ ଗିରଫ
କଟକ: କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ। ଏହାସହିତ ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଜବତ ବ୍ରାଉନ ସୁଗାରର ମୂଲ୍ୟ ୩୧ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।
ଖବର ଅନୁଯାୟୀ, ମଙ୍ଗୁଳି ଛକ ନିକଟରେ!-->!-->!-->…
Read More...
Read More...
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ବଢିବ ବେତନ। ଅଷ୍ଟମ କେନ୍ଦ୍ରୀୟ ବେତନ କମିଶନର ସର୍ତ୍ତାବଳୀ (ଟର୍ମ ଅଫ ରେଫରେନ୍ସ)କୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଏହା ଦ୍ୱାରା ପାଖାପାଖି ୫୦ ଲକ୍ଷ କେନ୍ଦ୍ର ସରକାରୀ ଚାକିରିଆ ଓ ୬୯ ଲକ୍ଷରୁ ଊର୍ଦ୍ଧ୍ୱ!-->…
Read More...
Read More...