Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
କାର୍ଯ୍ୟରେ ଯୋଗ ଦେଲେ ଓଏଏସ ଅଧିକାରୀ
ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ବିଜେପି ନେତା ଜଗା ପ୍ରଧାନ ଗିରଫ ହେବା ପରେ, ଏବେ ସ୍ଥିତି ପୁଣି ପୂର୍ବ ଅବସ୍ଥାକୁ ଫେରୁଛି। ଓଏଏସ ସଂଘ ଆନ୍ଦୋଳନରୁ ଓହରିଥିବା ବେଳେ ଆଜି କାର୍ଯ୍ୟକୁ ଫେରିଛନ୍ତି ଓଏଏସ ଅଧିକାରୀ। ବିଏମସି ଅଫିସ ସହ ରାଜ୍ୟର ବିଭିନ୍ନ ଅଫିସରେ!-->…
Read More...
Read More...
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଗିରଫ
ବଲାଙ୍ଗୀର: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ବଲାଙ୍ଗୀରର କଣ୍ଟାବାଞ୍ଜି ଆର୍ ଆଣ୍ଡ ବି ଡିଭିଜନ ଅଧୀନରେ ଥିବା ଟିଟଲାଗଡ଼ ଆର୍ ଆଣ୍ଡ ବି ସବ-ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (AEE) ଦିଲେଶ୍ୱର ମାଝୀ। ଗତକାଲି ଦିଲେଶ୍ୱରଙ୍କ ନିକଟରେ ଆୟବହିର୍ଭୁତ ସମ୍ପତି ଥିବା!-->…
Read More...
Read More...
ଭ୍ୟାନକୁ ଧକ୍କା ଦେଲା ହାଇୱା; ୨ ମୃତ, ୪ ଗୁରୁତର
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଏରିଆନ ଛକ ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଗୋଟିଏ ଓମିନି ଗାଡିକୁ ଧକ୍କା ଦେଇଛି ହାଇୱା ।ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନାନୁଯାୟୀ, କମଣ୍ଡସ୍ଥିତ!-->!-->!-->…
Read More...
Read More...
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ଭୁବନେଶ୍ବର: ଓଡ଼ିଶା ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀ ଦେବାଶିଷ ସିଂହଙ୍କୁ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦେଇଛନ୍ତି।
ବୁଧବାର ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଏହି ସମ୍ପର୍କରେ ଏକ ସରକାରୀ ବିଜ୍ଞପ୍ତି ଜାରି!-->!-->!-->…
Read More...
Read More...
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଭୁବନେଶ୍ବର: ଓଡିଶାକୁ ଆଉ ଏକ ସଫଳତା। ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ପଞ୍ଚମ ସ୍ଥାନରେ ଓଡ଼ିଶା। କେନ୍ଦ୍ର ସରକାରଙ୍କ ଦ୍ବାରା ପରଫରମାନ୍ସ ଗ୍ରେଡିଂ ଇଣ୍ଡେକ୍ସ (PGI-2.0) ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ସ୍କୁଲ ଗ୍ରେଡିଂ ସିଷ୍ଟମରେ ଜାତୀୟ ସ୍ତରରେ ଓଡ଼ିଶା ୫ମ ସ୍ଥାନ ହାସଲ!-->…
Read More...
Read More...
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଭୁବନେଶ୍ବର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ସାମୟିକ ଆଶ୍ଵସ୍ତି। ସିବିଆଇ ଚଢ଼ାଉ ମାମଲାରେ ମିଳିଲା ସାମୟିକ ଆଶ୍ଵସ୍ତି। ପରବର୍ତ୍ତୀ ଶୁଣାଣି ଯାଏ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ। ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ବିଷ୍ଣୁପଦ। ଆସନ୍ତା ୮ ତାରିଖରେ ମାମଲାର!-->…
Read More...
Read More...
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ସମ୍ବଲପୁର: ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍। ପାରମ୍ପରିକ ପୂଜା ପରେ ଜୁଲାଇ ୬ ତାରିଖରେ ହୀରାକୁଦ ଡ୍ୟାମରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ।
ସମ୍ବଲପୁରରେ ଥିବା ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ବୃଦ୍ଧି ପାଉଛି। ଯାହାକୁ!-->!-->!-->…
Read More...
Read More...
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ଟିଟିଲାଗଡ଼: ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଯନ୍ତ୍ରୀ ଜଣକ ହେଲେ ଦିଲେଶ୍ଵର ମାଝୀ। ଆୟ ବହିର୍ଭୁତ ସଂପତ୍ତିକୁ ନେଇ ସେ ସ୍କାନରରେ ଥିଲେ। ଆଜି ଭିଜିଲାନସ ବିଭାଗ ପକ୍ଷରୁ ରେଡ୍ ଚାଲିଛି। ଟିଟିଲାଗଡ଼ରେ ଥିବା ଦିଲେଶ୍ଵର ମାଝୀଙ୍କ!-->…
Read More...
Read More...
ମହିଳା ହୋମ୍ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍
କଟକ: କଟକ ଛତ୍ରବଜାର ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ମହିଳା ହୋମଗାର୍ଡଙ୍କର ମୃତ୍ୟୁ ଘଟିଛି। ମୃତ ମହିଳା ହୋମ୍ଗାର୍ଡ ଜଣଙ୍କ ହେଲେ ମନୋରମା ପଣ୍ଡା। ମନୋରମା ମାଲଗୋଦାମ ଥାନାରେ ହୋମ୍ଗାର୍ଡ ଭାବେ କାର୍ଯ୍ୟରତ ଥିଲେ। ଡ୍ୟୁଟି ସାରି ଫେରୁଥିବାବେଳେ ଏଭଳି ଅଘଟଣ ଘଟିଛି।!-->…
Read More...
Read More...
ସାମୂହିକ ଛୁଟିରେ ଅଫିସର,ଜନତା ହଇରାଣ
ଭୁବନେଶ୍ବର: ବିଏମ୍ସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ପରିସରରେ ମାଡ଼ ଘଟଣା ରାଜ୍ୟର ପ୍ରଶାସନିକ କାର୍ଯ୍ୟରେ ଅଚଳାବସ୍ଥା ସୃଷ୍ଟି କରିଛି। ମୁଖ୍ୟ ଅଭିଯୁକ୍ତ ଗିରଫ ଦାବିରେ ଅଟଳ ଥିବା ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ସଂଘ ପକ୍ଷରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ ରାଜ୍ୟରେ!-->…
Read More...
Read More...