ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା
Browsing Category

TOP STORIES

ଗ୍ଲୋବାଲ ସେମିକଣ୍ଡକ୍ଟର ହବ୍‌ ଦିଗରେ ଭାରତ

‘ସେମିକନ୍ ଇଣ୍ଡିଆ ୨୦୨୬’ ଉଦ୍‌ଘାଟନ କଲେ ମୋଦି ନୂଆଦିଲ୍ଲୀ: ବିଶ୍ୱ ସେମିକଣ୍ଡକ୍ଟର ଶିଳ୍ପରେ ଭାରତର ସ୍ଥିତିକୁ ଆହୁରି ମଜବୁତ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ‘ସେମିକନ୍ ଇଣ୍ଡିଆ ୨୦୨୬’ର ପଞ୍ଚମ ସଂସ୍କରଣ ଉଦ୍‌ଘାଟନ କରିଛନ୍ତି। ‘ସିଲିକନ୍ ଟୁ ସିଷ୍ଟମ୍ସ:…
Read More...

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ

ଭୁବନେଶ୍ୱର, ସେପ୍ଟେମ୍ବର ୧୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଏନ୍‌ଏସ୍‌ଏସ୍ ବ୍ୟୁରୋ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ ଓ ସମ୍ ଲାଇଫସାଇସେନ୍ସ ପକ୍ଷରୁ ବୁଧବାର ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । …
Read More...

ସୋଆର ଫ୍ୟାକଲ୍ଟି ଅଫ୍ ନର୍ସିଂ ଏବଂ ଫାର୍ମାସୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୬/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ସମ୍ ନର୍ସିଂ କଲେଜ (ଏସ୍‌ଏନ୍‌ସି)କ୍ୟାମ୍ପସ-୧ ଓ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ (ଏସ୍‌ପିଏସ୍‌) କ୍ୟାମ୍ପସ-୧ରୁ ଶିକ୍ଷା ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବୁଧବାର ଏକ ସ୍ୱତନ୍ତ୍ର…
Read More...

UPI ଉପରେ ୦.୫% ଚାର୍ଜ ନେଇ ବଡ଼ ସ୍ପଷ୍ଟତା

ନୂଆଦିଲ୍ଲୀ: ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ପେମେଣ୍ଟ କଲେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଦେବାକୁ ପଡ଼ିବ ବୋଲି ଚାଲିଥିବା ଚର୍ଚ୍ଚାକୁ ନେଇ ସ୍ପଷ୍ଟତା ଆସିଛି। ଏଭଳି କୌଣସି ସରକାରୀ ଟ୍ୟାକ୍ସ କିମ୍ବା ୦.୫ ପ୍ରତିଶତ ଶୁଳ୍କ ବର୍ତ୍ତମାନ ଧାର୍ଯ୍ୟ ହୋଇନାହିଁ ବୋଲି ବିଜେପି ନେତା ଅମିତ…
Read More...

ସମ୍ବଲପୁରରେ ଡପଲର ୱେଦର ରାଡାର ଉଦ୍‌ଘାଟିତ

ସମ୍ବଲପୁର:ପାଣିପାଗ ଆକଳନ କ୍ଷେତ୍ରରେ ଓଡ଼ିଶା ଆଉ ଏକ ପାଦ ଆଗକୁ ବଢ଼ିଛି। ସମ୍ବଲପୁର ଜମାଦାରପାଲିଠାରେ ଅତ୍ୟାଧୁନିକ ସି-ବ୍ୟାଣ୍ଡ ଡପଲର ୱେଦର ରାଡାର ସିଷ୍ଟମ ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ଜମାଦାରପାଲି ଏୟାରଷ୍ଟ୍ରିପ୍‌ରେ ପହଞ୍ଚିବା ପରେ ଯୋଗୀପାଲି ଯାଇ ଏହି ରାଡାର କେନ୍ଦ୍ରର…
Read More...

ଇପିଏଫ୍‌ଓରେ ବଡ଼ ପରିବର୍ତ୍ତନ: ଦରମା ସୀମା ୨୫ ହଜାର

ନୂଆଦିଲ୍ଲୀ: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (ଇପିଏଫ୍‌ଓ)କୁ ନେଇ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ଇପିଏଫ୍‌ଓରେ ବାଧ୍ୟତାମୂଳକ ସାମିଲ ପାଇଁ ମାସିକ ଦରମା ସୀମାକୁ ୧୫ ହଜାର ଟଙ୍କାରୁ ବଢ଼ାଇ ୨୫ ହଜାର ଟଙ୍କା କରିବା ପ୍ରସ୍ତାବକୁ ଅନୁମୋଦନ…
Read More...

ସୈନିକଙ୍କୁ ଜୀବନବ୍ୟାପୀ ମାଗଣା ରେଳଯାତ୍ରା

ନଭେମ୍ବର ୧ରୁ ଅନଲାଇନ୍ ବୁକିଂ ନୂଆଦିଲ୍ଲୀ: ବୀରତା ପ୍ରଦର୍ଶନ କରି ଦେଶର ସମ୍ମାନ ବଢ଼ାଇଥିବା ସୈନିକ ଏବଂ ସେମାନଙ୍କ ଯୋଗ୍ୟ ପରିବାର ସଦସ୍ୟଙ୍କ ପାଇଁ କେନ୍ଦ୍ର ସରକାର ରେଳଯାତ୍ରାରେ ବଡ଼ ସୁବିଧା ଘୋଷଣା କରିଛନ୍ତି। ସେନା ପଦକ, ନୌସେନା ପଦକ ଏବଂ ବାୟୁସେନା ପଦକ ପ୍ରାପ୍ତ ସୈନିକଙ୍କୁ…
Read More...

ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ

ସମ୍ବଲପୁର: ବୁଢ଼ାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଦ୍ରୁତଗତିରେ ବ୍ୟାପିବାରୁ ଅଳ୍ପ ସମୟ ମଧ୍ୟରେ ପୂଜା ପେଣ୍ଡାଲ ସମେତ ସମସ୍ତ ସାଜସଜ୍ଜା ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ପୂଜା ମଣ୍ଡପର ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ…
Read More...

ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍

ଭୁବନେଶ୍ବର: ନୂଆ ଉତ୍ପାଦ ସହ ବଜାରରେ ନିଜର ଉପସ୍ଥିତି ଆହୁରି ବଢ଼ାଇବାକୁ ଯାଉଛି ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ସଂଘ (ଓମଫେଡ୍‌)। ଖୁବ୍‌ଶୀଘ୍ର ପ୍ୟାକେଟ୍‌ ଯୁକ୍ତ ପାନୀୟ ଜଳ ଓ ନୂଆ ପ୍ରକାରର ଆଇସକ୍ରିମ୍‌ ବଜାରକୁ ଆଣିବାକୁ ଯୋଜନା ରହିଛି। ଏନେଇ ଓମଫେଡ୍‌ ବୋର୍ଡ ସହ ଆଲୋଚନା…
Read More...

ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ପଶ୍ଚିମବଙ୍ଗ: ନନ୍ଦିଗ୍ରାମ ବିଧାନସଭା ଉପନିର୍ବାଚନକୁ ନେଇ ଚାଲିଥିବା ସବୁ ଚର୍ଚ୍ଚାରେ ବିରାମ ଲାଗିଛି। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନନ୍ଦିଗ୍ରାମ ଆସନରୁ ଉପନିର୍ବାଚନ ଲଢ଼ିବେନି। ତାଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ ନନ୍ଦିଗ୍ରାମ ପାଇଁ ସଞ୍ଚିତା ପ୍ରଧାନ ଏବଂ…
Read More...