ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ
Browsing Category

TOP STORIES

ଆଇନ୍ ଓ ସାହିତ୍ୟ ମଧ୍ୟରେ ରହିଛି ଏକ ଅତୁଟ ସମ୍ପର୍କ: ନ୍ୟାୟମୂର୍ତୀ ମିଶ୍ର

ଭୁବନେଶ୍ୱର: ଆଇନ୍ ଏବଂ ସାହିତ୍ୟ ଦୁଇଟିର ଅଲଗା ଅଲଗା ବୈଶିଷ୍ଟ୍ୟ ରହିଛି ଏବଂ ଏହାର ଦିଗ ମଧ୍ୟ ଭିନ୍ନ। କିନ୍ତୁ ଏ ଦୁଇଟି ବୈଶିଷ୍ଟ୍ୟ ମଧ୍ୟରେ ଏକ ଅତୁଟ ସମ୍ପର୍କ ରହିଛି ବୋଲି ଶନିବାର କହିଛନ୍ତି ଓଡ଼ିଶା ହାଇକୋର୍ଟର ବିଚାରପତି ନ୍ୟାୟମୂର୍ତୀ ଶିବୋ ଶଙ୍କର ମିଶ୍ର। ଆଇନ୍ ହେଉଛି ଏଭଳି ଏକ
Read More...

ସମ୍ ହସ୍ପିଟାଲ୍‌ରେ ୯ ମାସ ଶିଶୁର ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର: ଥଣ୍ଡା, କାଶ ଓ ଜ୍ୱର ସହିତ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ସମସ୍ୟା ନେଇ ୯ ମାସର ଶିଶୁ ପୁତ୍ରକୁ ତା’ର ପିତାମାତା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ରେ ଚିକିତ୍ସା ନିମନ୍ତେ ଭର୍ତି କରାଇଥିଲେ। ରାୟଗଡ଼ା ଜିଲ୍ଲା ନିବାସୀ ଅନୀଲ ପଲେଇ ଓ
Read More...

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ

ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି। ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।ଏହାର ପ୍ରଭାବରେ ୨୭ରୁ ୨୯ ତାରିଖ ୩ ଦିନ ଯାଏ
Read More...

ଅଭିନେତା ସତୀଶ ଶାହଙ୍କ ପରଲୋକ

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। ୭୪ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି ଦୀର୍ଘଦିନ ହେବ ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଏପରିକି ତାଙ୍କର କିଡ୍‌ନୀ ପ୍ରତିରୋପଣ ବି କରାଯାଇଥିଲା। ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦
Read More...

ଓଡ଼ିଶା ହେବ ‘ବିହନ ହବ୍’: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ଅଭିଯାନରେ ଓଡ଼ିଶା ହେବ ‘ବିହନ ହବ୍’। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଘନ କୃଷି କାର୍ଯ୍ୟକ୍ରମ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ବିଲୁପ୍ତପ୍ରାୟ ଖାଦ୍ୟର
Read More...

ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ

ଭୁବନେଶ୍ବର: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର। ଏଣିତି ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ। ଏନେଇ ସବୁ ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି। ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ। ଗରିବ
Read More...

ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି

ଭୁବନେଶ୍ବର: ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି। ରାଜଧାନୀର ୨୦ଟି ବଡ଼ ହାଟରେ ଲାଗୁହେବ ଏସ୍‌ଓପି। ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି ମେୟର ସୁଲୋଚନା ଦାସ। ସବୁ ହାଟ ଦୋକାନୀଙ୍କ ପାଇଁ ହେବ ଗ୍ରୁପ ଇନ୍ସୁରାନ୍ସ। ବିଏମସି ଅଧିକରୀଙ୍କ ଉପସ୍ଥିତିରେ ହେବ ହାଟ କମିଟି
Read More...

ଫିଲିପାଇନ୍ସରେ ମିସେସ୍ ୟୁନିଭର୍ସ ଗ୍ଲୋବାଲ ବିଜେତା ହେଲେ ସମ୍ ହସ୍ପିଟାଲ କ୍ୟାମ୍ପସ-୨ର ମାନସିକ ରୋଗ ବିଶେଷଜ୍ଞ

ଭୁବନେଶ୍ୱର, ଅକ୍ଟୋବର ୨୩: ନିକଟରେ ଫିଲିପାଇନ୍ସର ମାନିଲା ଠାରେ ଆୟୋଜିତ ହୋଇଥିବା ସମ୍ମାନଜନକ ମିସେସ ୟୁନିଭର୍ସ ଅଫିସିଆଲ୍ ପ୍ରତିଯୋଗିତାରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨, ଫୁଲନଖରାର ମାନସିକ ରୋଗ ବିଭାଗର ଆସୋସିଏଟ୍ ପ୍ରଫେସର ଡକ୍ଟର
Read More...

ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଶାଲୁ ଜିନ୍ଦଲଙ୍କ ଜନ୍ମଦିନ ଅବସରରେ ସେବା ଦିବସ ପାଳିତ

ଭୁବନେଶ୍ୱର: ଜିନ୍ଦଲ ଷ୍ଟିଲର ସାମାଜିକ ଶାଖା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ, ଏହାର ଅଧ୍ୟକ୍ଷା ଏବଂ ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର କୁଳପତି ତଥା ବିଶିଷ୍ଠ ସମାଜସେବୀ ଶ୍ରୀମତୀ ଶାଲୁ ଜିନ୍ଦଲଙ୍କ ଜନ୍ମଦିନକୁ ଦେଶର ବିଭିନ୍ନ ସ୍ଥାନରେ 'ସେବା ଦିବସ' ଭାବରେ ପାଳନ କରାଯାଇଛି ।  ଏହି ଅବସରରେ
Read More...

ଦିଲ୍ଲୀରେ ଏନକାଉଣ୍ଟର: ୪ଗ୍ୟାଙ୍ଗଷ୍ଟାର ନିହତ

ନୂଆଦିଲ୍ଲୀ: ଦିଲ୍ଲୀରେ ଏକ ବଡ଼ ଏନ୍‌କାଉଣ୍ଟର ହୋଇଛି। ଏନ୍‌କାଉଣ୍ଟରରେ ବିହାରର ୪ ମୋଷ୍ଟ ୱାଣ୍ଟେଡ ଗ୍ୟାଙ୍ଗଷ୍ଟର ତଥା ସିଗମା ଗ୍ୟାଙ୍ଗର ୪ଜଣ ଅପରାଧୀ ନିହତ ହୋଇଛନ୍ତି। ଦିଲ୍ଲୀ କ୍ରାଇମବ୍ରାଞ୍ଚ ଓ ବିହାର ପୁଲିସ ରୋହିଣୀରେ ୪ଜଣ ଗ୍ୟାଙ୍ଗଷ୍ଟାରଙ୍କୁ ଏନକାଉଣ୍ଟର କରିଛନ୍ତି। ଦୀର୍ଘ ଦିନ ହେବ
Read More...