Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
ଇ-କେୱାଇସି ନ କଲେ ୩ ମାସ ପରେ କଟିଯିବ ରାଶନ କାର୍ଡ : ଯୋଗାଣ ମନ୍ତ୍ରୀ
ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୋମବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ଆଜି ରାଶନ କାର୍ଡ ଇ-କେୱାଇସି ଯାଞ୍ଚ କରିବାର ଶେଷ ତାରିଖ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଯେଉଁମାନେ ସୋମବାର ସୁଦ୍ଧାଇ-କେୱାଇସି ନ କରିବେ ୩ ମାସ ପାଇଁ କାର୍ଡ ସସ୍ପେଣ୍ଡ!-->…
Read More...
Read More...
ଜୈବିକ ଚାଉଳରେ ମହାପ୍ରଭୁଙ୍କ ପାଇଁ ପ୍ରସ୍ତୁତ ହେଲା କୋଠ ଭୋଗ
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଆଜି ଚତୁର୍ଥ ଦିବସ । ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଆଡ଼ପ ଦର୍ଶନ । ଆଜି ପ୍ରଥମ ଦିନ ହୋଇଥିବାରୁ ଭକ୍ତଙ୍କ ଅସମ୍ଭବ ଭିଡ ପରିଲିକ୍ଷିତ ହୋଇଛି । ଲମ୍ବା ବ୍ୟାରିକେଡ଼ରେ ଭକ୍ତ ଶ୍ରଦ୍ଧାଳୁ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ!-->…
Read More...
Read More...
ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତି, କାଲି ୫ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ: ଆଜି ରଥ ଉପରେ ନୀତିକାନ୍ତି ଶେଷ ହେବାପରେ ଚାରମାଳ ବନ୍ଧା ହୋଇଥିଲା, ଏହାପରେ ଗୋଟିପହଣ୍ଡିରେ ଶ୍ରୀବିଗ୍ରହମାନେ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି। ସୋମବାରଠାରୁ ଚତୁର୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଆଡ଼ପମଣ୍ଡପରେ ଦର୍ଶନ ଦେବେ। ସେହିପରି ସୋମବାରଠାରୁ ଭକ୍ତମାନେ ଆଡ଼ପ ଅବଢ଼ା ପାଇବେ।
!-->!-->!-->…
Read More...
Read More...
ଦଳାଚକଟାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ଘୋଷଣା
ଭୁବନେଶ୍ଵର: ଶରଧାବାଲିରେ ରଥାରୂଢ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ବଡ ଅଘଟଣ ସାମ୍ନାକୁ ଆସିଛି। ଦଳାଚକଟାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି!-->…
Read More...
Read More...
ଆଇନମନ୍ତ୍ରୀ କହିଲେ ଭିଡ଼ ନିୟନ୍ତ୍ରଣରେ ପୋଲିସ ବିଫଳ
ଭୁବନେଶ୍ବର: ଗୁଣ୍ଡିଚା ମନ୍ଦିର ଆଗରେ ଦଳା ଚକଟାରେ ଚାଲିଗଲା ୩ ଜଣ ଶ୍ରଦ୍ଧାଳୁଙ୍କ ଜୀବନ। ଯାହାକୁ ନେଇ ସାରା ବିଶ୍ବରେ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ପ୍ରକାଶ ପାଇଛି ଉଦବେଗ। ଅଘଟଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଅବହେଳା ପାଇଁ ସେ ପୋଲିସ ପ୍ରଶାସନକୁ!-->…
Read More...
Read More...
ପୁରୀରେ ଦଳାଚକଟା ଘଟଣାରେ ବଦଳିଲେ ଜିଲାପାଳ ଓ ଏସପି
ଭୁବନେଶ୍ବର: ପୁରୀରେ ଦଳାଚକଟା ଘଟଣାରେ ଆକ୍ସନ ମୋଡରେ ଆସିଛନ୍ତି ରାଜ୍ୟ ସରକାର। ଦଳାଚକଟା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ପୁରୀ ଜିଲାପାଳ ଓ ଏସପିଙ୍କୁ ବଦଳି କରିଛନ୍ତି।ଚଞ୍ଚଳ ରାଣାଙ୍କୁ ପୁରୀର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ଵ ଦିଆଯାଇଛି। ଏବଂ ପିନାକ ମିଶ୍ରଙ୍କୁ ପୁରୀ ଏସ୍ପି!-->…
Read More...
Read More...
ପୁରୀ ଅଘଟଣ ନେଇ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ
ପୁରୀ: ପୁରୀ ଶରଧାବାଲି ୩ ଭକ୍ତଙ୍କ ମୃତ୍ୟୁ ଘଟଣା। ଏହି ଘଟଣାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦୁଃଖ ପ୍ରକାଶ କରିଛନ୍ତି। ପୁରୀ ଅଘଟଣ ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି। ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା!-->…
Read More...
Read More...
ପୁରୀରେ ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ
ପୁରୀ: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ତୃତୀୟ ଦିନରେ ଏକ ବଡ ଧରଣର ଅଘଟଣ ଘଟିଛି ।ଠେଲାପେଲାରେ ଦଳାଚକଟା କାରଣରୁ ୩ ଜଣ ଭକ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା। ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରେ ଠେଲାପେଲା ହୋଇ ଏଭଳି ଅଘଟଣ ଘଟିଥିବା ଜଣାପଡିଛି।ଅଧିକ ଭକ୍ତଙ୍କ ଉପସ୍ଥିତିରୁ ଠେଲାପେଲା!-->…
Read More...
Read More...
ତିନି ଭଉଣୀଙ୍କ ଉପରେ ଚଢ଼ିଗଲା ଆମ ବସ୍
ପିପିଲି: ଅଧା ରହିଗଲା ଜଗା ଦର୍ଶନ। ପୁରୀ ଜିଲା ପିପିଲି ନିକଟରେ ଶନିବାର ଏକ ମମନ୍ତୁଦ ଦୁର୍ଘଟଣା ଘଟିଛି। ଆମ ବସ୍ ଧକ୍କାରେ ଚାଲି ଯାଇଛି ତିନି ଭଉଣୀଙ୍କ ଜୀବନ । ପିପିଲି ଓଭର ବ୍ରିଜ୍ ନିକଟରେ ଏହି ଦୁର୍ଘଟଣା ଘଟିଛି।
ମିଳିଥିବା ସୂଚନା ମୁତାବକ, ଏକ ସ୍କୁଟିରେ ଭୁବନେଶ୍ବରରୁ ୩ଜଣ ଯୁବତୀ!-->!-->!-->…
Read More...
Read More...
୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର,
ଜୁଲାଇ ୩ ଯାଏଁ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆସନ୍ତାକାଲି ଉତ୍ତର ବଙ୍ଗୋପସାଗର ବାଂଲାଦେଶ , ପଶ୍ଚିମବଙ୍ଗ ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ ଓ ତାହା ପରବର୍ତ୍ତୀ ଦିନ ଅର୍ଥାତ୍ ୩୦ ତାରିଖ ରେ ସେହି ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା!-->!-->!-->…
Read More...
Read More...