ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ
Browsing Category

TOP STORIES

ଇଣ୍ଡି ମେଣ୍ଟରେ ହେଲା ବୁଝାମଣା, ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାର: ଶେଷରେ ସବୁ ବାଦବିବାଦରେ ପଡ଼ିବାକୁ ଯାଉଛି ପୂର୍ଣ୍ଣଚ୍ଛେଦ। ମହାଗଠବନ୍ଧନ ଆସନ ବଣ୍ଟନ ଏବଂ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ବିବାଦରେ ପଡ଼ିଥିବା ବେଳେ, ଗୁରୁତ୍ୱପୂର୍ଣ୍ଣ ନିର୍ବାଚନ ପ୍ରକ୍ରିୟା ମଧ୍ୟରେ, ମହାଗଠବନ୍ଧନର ସମସ୍ତ ସମସ୍ୟା ସମାଧାନ ହୋଇଛି। ବିହାର ନିର୍ବାଚନ ପାଇଁ
Read More...

ପୀତବାସ ପଣ୍ଡା ହତ୍ୟା ମାମଲା, ଆଉ ଜଣେ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସ ହାତରେ ଆଉ ଜଣେ ଅଭିଯୁକ୍ତ ସୁନୀଲ ହୋତା। ହତ୍ୟାକାଣ୍ଡ ଘଟାଇବା ପରେ ଅନ୍ୟତମ ଅଭିଯୁକ୍ତ ଉମା ବିଷୋୟୀ ଓ ଗୁଳି ଫୁଟାଇଥିବା ଅଭିଯୁକ୍ତ କୁରୁପତି ଭୂୟାଁ ଜୟପୁରରେ ଥିବା ସୁନୀଲଙ୍କ ଫାର୍ମ ହାଉସରେ ୪ ଦିନ ଧରି ରହିଥିଲେ। ଉଭୟେ
Read More...

ଆଇଆରସି ଅଧିବେଶନ: ଯୋଗଦେବେ ନୀତିନ ଗଡକରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ଇଣ୍ଡିଆନ ରୋଡ କଂଗ୍ରେସର ୮୪ତମ ଅଧିବେଶନ। ଏଥିରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି।ନଭେମ୍ବର ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମୈଦାନରେ ଅଧିବେଶନ ଚାଲିବ ବୋଲି ସୂଚନା ମିଳିଛି। ଆୟୋଜନ
Read More...

ସେନାରେ ଲେଫ୍ଟନାଣ୍ଟ କର୍ଣ୍ଣେଲ ହେଲେ ଗୋଲ୍ଡେନ ବୟ ନୀରଜ ଚୋପ୍ରା

ନୂଆଦିଲ୍ଲୀ: ଭାରତର ଗୋଲ୍ଡେନ ବୟ ଭାବରେ ଜଣାଶୁଣା ଜାଭେଲିନ୍ ଥ୍ରୋ ଷ୍ଟାର ନୀରଜ ଚୋପ୍ରାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ମାନ ମିଳିଛି। ତାଙ୍କୁ ଟେରିଟୋରିଆଲ୍ ସେନାରେ ସମ୍ମାନଜନକ ଲେଫ୍ଟନାଣ୍ଟ କର୍ଣ୍ଣେଲ ଉପାଧିରେ ସମ୍ମାନିତ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ସେନା ମୁଖ୍ୟ
Read More...

ହୃଦଘାତରେ ଗାୟକ ଋଷଭ ଟଣ୍ଡନଙ୍କ ପରଲୋକ

ନୂଆଦିଲ୍ଲୀ: ପୁଣି ମନୋରଞ୍ଜନ ଇଣ୍ଡଷ୍ଟ୍ରିରୁ ଆସିଲା ଦୁଃଖଦ ଖବର। ଦୁନିଆକୁ ଅଲବିଦା କହିଲେ "ଫକୀର" ନାମରେ ଜଣାଶୁଣା ଗାୟକ ତଥା ଅଭିନେତା ଋଷଭ ଟଣ୍ଡନ । ଦିଲ୍ଲୀରେ ହୃଦଘାତରେ ଆଖି ବୁଜିଛନ୍ତି ଗାୟକ। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ହୋଇଥିଲା। ସୂଚନା ଅନୁଯାୟୀ, ଋଷଭ ଟଣ୍ଡନ
Read More...

ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୧୨ ଗିରଫ

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ବ୍ରହ୍ମପୁର ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ଘଟଣାରୁ ପରଦା ଉଠିଛି। ଦୀର୍ଘ ୧୫ ଦିନ ପରେ ହତ୍ୟାକାଣ୍ଡ ଉପରୁ ପରଦା ଉଠାଇବା ସହ ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି ବ୍ରହ୍ମପୁର ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ
Read More...

ବେଙ୍ଗାଲୁରୁରେ ଭଡ଼ାଘରୁ ଓଡ଼ିଆ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ବେଙ୍ଗାଲୁରୁ: ବାଙ୍ଗାଲୋରରେ ଓଡ଼ିଆ ଦମ୍ପତିଙ୍କ ମୃତ୍ୟୁ। ଭଡ଼ା ଘରୁ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ରହିଛି। ବାଙ୍ଗାଲୋରରେ କାମ କରୁଥିବା ଦେଉଳଡିହା ଗ୍ରାମର ଦମ୍ପତିଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ମୃତ ଦମ୍ପତି ହେଲେ ରାକେଶ ପାତ୍ର (୨୫) ଓ ସୀମା ନାୟକ। ସୂଚନା ମୁତାବକ,
Read More...

କଳିଙ୍ଗ ବାଲିଯାତ୍ରା ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପାରାଦୀପ: ପାରାଦୀପ କଳିଙ୍ଗ ବାଲିଯାତ୍ରା ଉଦଘାଟନ୍‌ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ସହ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି। ଏନେଇ ଆଜି ସୂଚନା ଦେଉଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ଵାଇଁ। ସେ କହିଛନ୍ତି କଳା ସଂସ୍କୃତି,
Read More...

ବାଣ ଫୁଟାଇବାବେଳେ ହାତରେ ବାଣ ଫୁଟି ଛିଡିଗଲା ପାପୁଲି

ବାଲେଶ୍ୱର: ଦୀପାବଳୀରେ ଅଘଟଣ। ବାଲେଶ୍ୱରର ସୋରୋ ଥାନା ଅନ୍ତର୍ଗତ ଗୋବିନ୍ଦପୁରରେ ଜଣେ ବ୍ୟକ୍ତି ଦୀପାବଳୀ ଅବସରରେ ବାଣ ଫୁଟାଇବା ସମୟରେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଆହତ ହୋଇଥିବା ବ୍ୟକ୍ତିଙ୍କ ନାମ ବାବୁ ମହାନ୍ତି ବୋଲି ଜଣାପଡିଛି। ଘର ନିକଟରେ ବାବୁ ନିଜ ଡାହାଣ ହାତରେ ବାଣ ଧରି
Read More...

ଟ୍ରକ୍‌-କାର୍‌ ଧକ୍କା: ବିଏସଏଫ ଯବାନ ମୃତ, ୬ ଗୁରୁତର

ଆନ୍ଧ୍ରପ୍ରଦେଶ: ଆନ୍ଧ୍ର ସୀମାନ୍ତ ଚିନ୍ତୁରରେ ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ ବିଏସଏଫ ଯବାନ ମୃତ, ୬ ଜଣ ଗୁରୁତର। ମୃତ ଯବାନ ୧୪୨ ବାଟାଲିୟନ୍‌ର ଗୌରବ ପାଣ୍ଡେ ସୂଚନା। ଛୁଟି ସାରି ମାଲକାନଗିରି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଟ୍ରକକୁ ପିଟିଲା ଇନୋଭା କାର। ୧୪୨
Read More...