Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
କାଲି ସକାଳ ୯ଟା ୩୦ରେ ପୁଣି ଆରମ୍ଭ ହେବ ରଥଟଣା
ପୁରୀ: ଜନସମୁଦ୍ର ଭିତରେ ଆଜି ଅଳ୍ପବାଟ ଯାଏଁ ଟଣାଗଲା ତିନି ରଥ। ବିଳମ୍ବରେ ଟଣାଗଲା ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ରାତି ୭ଟା ୪୫ ମିନିଟରେ ଟଣାଗଲା କାଳିଆ ଠାକୁରଙ୍କ ରଥ। ଅଳ୍ପ ଗଡ଼ିଲା ପରେ ବନ୍ଦ କରାଗଲା ରଥଟଣ। ଏବେ ବି ସିଂହଦ୍ବାର ସମ୍ମୁଖରେ ଅଟକିଛି ନନ୍ଦିଘୋଷ ରଥ।
ତେବେ!-->!-->!-->…
Read More...
Read More...
କ୍ଲାସ୍ରୁମ୍ରେ ଆଇନ ଛାତ୍ରୀଙ୍କୁ ଗଣବଳାତ୍କାର:୩ ଗିରଫ
କୋଲକାତା: କୋଲକାତାର ଏକ ଆଇନ କଲେଜରେ ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଏହି ମାମଲାରେ ଟାଉନ ପୋଲିସ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂତ୍ର ଅନୁଯାୟୀ, ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ପୂର୍ବତନ ଛାତ୍ରୀ ଏବଂ ସେହି ପ୍ରତିଷ୍ଠାନର ଦୁଇ ଜଣ କର୍ମଚାରୀ ଅଛନ୍ତି। ପୋଲିସ!-->…
Read More...
Read More...
ମହାପ୍ରଭୁଙ୍କ ଘୋଷଯାତ୍ରାରେ ବଡଦାଣ୍ଡ ଆଜି ଜନସମୁଦ୍ର
ପୁରୀ: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗା ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ। କାଳିଆ ପ୍ରେମରେ ଭିଜୁଛନ୍ତି ଭକ୍ତ। କାଳିଆର ଗୁଣ୍ଡିଚା ଯାତ ଦେଖିବାକୁ କାହିଁ କେତେ ଦୂରରୁ ଧାଇଁ ଆସିଛନ୍ତି!-->…
Read More...
Read More...
ବାଦଲଫଟା ବର୍ଷାରେ ଭାସିଗଲେ ୨୦ ଶ୍ରମିକ
ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶରେ ବାଦଲଫଟା ବର୍ଷା। ୨୫ ଜୁନରେ ପ୍ରବଳ ବର୍ଷା ପରେ ଧର୍ମଶାଳା ନିକଟସ୍ଥ ଖାନିଆରାର ମାନୁନି ଖଡ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଫଳରେ ମାନୁନି ଖଡ୍ଡରେ ଜଳ ପ୍ରକଳ୍ପରେ କାମ କରୁଥିବା ୧୫ରୁ ୨୦ ଜଣ ଶ୍ରମିକ ଭାସି ଯାଇଥିବା ଆଶଙ୍କା କରାଯାଉଛି।!-->…
Read More...
Read More...
ରିଲ୍ସ ହେଲା କାଳ, ୧୩ ମହଲାରୁ ଖସି ଯୁବତୀ ମୃତ
ବେଙ୍ଗାଲୁରୁ: ରିଲ କରୁ କରୁ ଚାଲିଗଲା ଜୀବନ। ବେଙ୍ଗାଲୁରୁରେ ଘଟିଛି ଏକ ଅଘଟଣ। ରିଲ୍ସ କରିବା ବେଳେ ଏକ ନିର୍ମାଣାଧୀନ ବିଲ୍ଡିଂର ୧୩ତମ ମହଲାରୁ ଖସି ପଡିଲେ ଜଣେ ୨୦ ବର୍ଷୀୟ ଯୁବତୀ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି। ଏଭଳି ଏକ ଅଘଟଣ ଘଟିଛି ବେଙ୍ଗାଲୁରୁର ପରପ୍ପନା ଆଗ୍ରାହରରେ।
!-->!-->!-->…
Read More...
Read More...
ଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଗିରଫ ହେଲେ ଆକାଉଣ୍ଟାଣ୍ଟ
ଜଗତସିଂହପୁର: ଲାଞ୍ଚ ନେବା ପଡିଲା ମହଙ୍ଗା। ଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଫସିଲେ ଆକାଉଣ୍ଟାଣ୍ଟ। ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ସ୍ଥିତ ବ୍ଲକ ଶିକ୍ଷା କାର୍ଯ୍ୟାଳୟ (ବିଇଓ)ର ଜଣେ ଆକାଉଣ୍ଟାଣ୍ଟଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗୁରୁବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି।
!-->!-->…
Read More...
Read More...
ବଦ୍ରିନାଥରେ ନଦୀକୁ ଖସିଲା ଯାତ୍ରୀବାହୀ ବସ୍: ୨ମୃତ, ୧୦ ନିଖୋଜ
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ରୁଦ୍ର ପ୍ରୟାଗର ଘୋଲଥିରରେ ଅଭାବନୀୟ ଘଟଣା ଘଟିଛି। ଏକ ଯାତ୍ରୀବାହୀ ଟ୍ରାଭେଲର ଭାରସାମ୍ୟ ହରାଇ ନଦୀକୁ ଖସି ପଡିଛି। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏକାଧିକ ଲୋକ ନିଖୋଜ ଥିବା ଜଣାପଡିଛି।ଆଜି ସକାଳେ ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲ୍ଲାର!-->…
Read More...
Read More...
ପୋଲିସ ଗୁଳିରେ ଟଳିଲେ ଦୁଇ ମହିଳା ମାଓବାଦୀ
ମାଲକାନଗିରି: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲାର ଅଭୁଝମାଡ଼ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁରୁବାର ଗୁଳିବିନିମୟ ହୋଇଛି। ଫଳରେ ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମହିଳା ମାଓବାଦୀ ନିହତ ହୋଇଛନ୍ତି।ମାଓ କ୍ୟାଡରଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ!-->…
Read More...
Read More...
ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ନୂଆଦିଲ୍ଲୀ: ଆସନ୍ତା ବର୍ଷ ଠାରୁ ଅର୍ଥାତ୍ ୨୦୨୬ ମସିହା ଠାରୁ ସିବିଏସଇ ବର୍ଷକୁ ଦୁଇଥର ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ଆୟୋଜିତ କରିବ। ତେବେ ଛାତ୍ରଛାତ୍ରୀ ମାନେ ବୋର୍ଡ ପରୀକ୍ଷାର ପ୍ରଥମ ପର୍ଯ୍ୟାୟରେ ଉପସ୍ଥିତ ରହିବା ବାଧ୍ୟତାମୂଳକ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଇଚ୍ଛାଧୀନ ରହିବ।!-->…
Read More...
Read More...
ଉଦ୍ୟୋଗୀକରଣକୁ ପ୍ରୋତ୍ସାହନ ଦେବା ବିଷୟରେ ସୋଆ ଆଇବିସିଏସ୍ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ଜୁନ୍ ୨୫: ଉଦ୍ୟୋଗୀକରଣକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍) ପକ୍ଷରୁ ଆୟୋଜିତ ଏକ ଦୁଇ ଦିନିଆ ଉଦ୍ୟୋଗୀକରଣ ବିକାଶ କାର୍ଯ୍ୟକ୍ରମ ଶନିବାର ଉଦ୍ଯାପିତ!-->…
Read More...
Read More...