Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା
Browsing Category
TOP STORIES
ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ
ଅନୁଗୁଳ: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ସୁନ୍ଦରଗଡ଼ର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ। ଗତକାଲି ଭୁବନେଶ୍ୱର, ରାଉରକେଲା, ସୁନ୍ଦରଗଡ଼,!-->…
Read More...
Read More...
ଗଣେଶ ପୂଜା ପାଇଁ ଗାଇଡଲାଇନ ଜାରି
କଟକ: କଟକ ସହରରେ ଗଣେଶ ପୂଜା ଉତ୍ସବକୁ ସୁରୁଖୁରୁରେ ପରିଚାଳନା କରିବା, ସୁରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ଶବ୍ଦ ନିୟନ୍ତ୍ରଣ ସମ୍ପର୍କରେ କମିଶନରେଟ୍ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କଟକ ଡେପୁଟି ପୋଲିସ କମିଶନର (ଡିସିପି) ଖିଲାରି ଋଷିକେଶ ଜ୍ଞାନଦେଓ କହିଛନ୍ତି ଯେ ସହରର!-->…
Read More...
Read More...
ଶିଶୁ ବାଟିକା ପିଲାମାନଙ୍କୁ ମିଳିବ ମାଗଣା ୟୁନିଫର୍ମ
ଭୁବନେଶ୍ବର: ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମିଳିବ ମାଗଣା ୟୁନିଫର୍ମ । ଏହା ସହିତ ଛାତ୍ରଛାତ୍ରୀମାନଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବାକୁ ମଧ୍ୟ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି।
ସୂଚନା ଅନୁଯାୟୀ, ୩,୧୦,୮୩୯ ଜଣ ନାମ ଲେଖାଇଥିବା ପିଲାଙ୍କୁ!-->!-->!-->…
Read More...
Read More...
ବନ୍ଦ ହୋଇଯିବ ଭୁବନେଶ୍ଵର-ଦୁବାଇ ବିମାନ ସେବା
ଭୁବନେଶ୍ଵର: ବନ୍ଦ ହେବ ଭୁବନେଶ୍ଵର-ଦୁବାଇ ବିମାନ ସେବା। ଇଣ୍ଡିଗୋ ପକ୍ଷରୁ ଭୁବନେଶ୍ଵର-ଦୁବାଇ ବିମାନ ସେବାକୁ ବନ୍ଦ କରି ଦିଆଯିବ। ଆସନ୍ତା ଅକ୍ଟୋବର ୨୪ ତାରିଖରୁ ଏହି ରୁଟରେ କମ୍ପାନୀ ଏହାର ସେବା ବନ୍ଦ କରିବା ନେଇ ସୂଚନା ମିଳିଛି। ଏହି ରୁଟରେ ଆଉ ଯାତ୍ରା ସୁବିଧା ପାଇବେନି ଯାତ୍ରୀ।
!-->!-->!-->…
Read More...
Read More...
ଆଳି ଏକମାଣିଆ ମଇଁଷି ମୃତ୍ୟୁ ଘଟଣା : ମିଳିବ କ୍ଷତିପୂରଣ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଏକମାଣିଆ ମଇଁଷି ମୃତ୍ୟୁ ଘଟଣାରେ ମିଳିବ କ୍ଷତିପୂରଣ। ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ମନୋଜ ପଟ୍ଟନାୟକ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଗ୍ରାମର ୩ ଗୋପାଳକଙ୍କ ୭୩ ମଇଁଷିଙ୍କ ବ୍ରାହ୍ମଣୀ ନଦୀ ଶାଖା ଦକ୍ଷିଣଡିହା ଗଳିଆ ପାଣି!-->…
Read More...
Read More...
ଏଫ ଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ୩ ଦିନିଆ ରିମାଣ୍ଡରେ ସମୀର ସାହୁ
ନ୍ୟୁଜ୍ ବ୍ୟୁରୋ: କଟକର ଏକ ସଂସ୍ଥା ଏସଏସବି ଇଲେକ୍ଟ୍ରିକାଲ୍ସ ୪୮ ଲକ୍ଷ ଟଙ୍କାର ଠକେଇ ନେଇ ଟାଉନ୍ ଥାନାରେ ବିଜେଡି ନେତା ଅଙ୍କିତ ପ୍ରତାପ ଜେନା ଏବଂ ତାଙ୍କ ଭଉଣୀ ଐଶ୍ୱର୍ଯ୍ୟା ପ୍ରତାପ ଜେନାଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି।
ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପୁଅ ଅଙ୍କିତ ୨୦୨୪!-->!-->!-->…
Read More...
Read More...
ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍ରୁ କ୍ୟାବିନ୍କୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍!-->…
Read More...
Read More...
ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ
ସମ୍ବଲପୁର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨!-->…
Read More...
Read More...
ଲ୍ୟାଣ୍ଡମାଇନ ନ ବିସ୍ଫୋରଣରେ ଜଣେ ଯବାନ ସହିଦ
ଛତିଶଗଡ଼: ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାରେ ଲାଣ୍ଡମାଇନ ବିସ୍ଫୋରଣ ହୋଇଥିବା ଖବର ମିଳିଛି। ବିସ୍ଫୋରଣରେ ଜଣେ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସହିଦ ଡିଆରଜି ଯବାନ ହେଉଛନ୍ତି ଦିନେଶ ନାଗ। ବିଜାପୁର ନେସନାଲ ପାର୍କ ଅଞ୍ଚଳରେ ଅପରେସନ!-->…
Read More...
Read More...
ପୁଣି ଦିଲ୍ଲୀର ତିନୋଟି ସ୍କୁଲକୁ ବୋମା ଧମକ
ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଏକକାଳୀନ ତିନୋଟି ସ୍କୁଲକୁ ବୋମା ବିସ୍ପୋରଣ ଧମକ ମିଳିଛି । ଫଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍କୁଲ ପ୍ରଶାସନକୁ ବୋମା ଧମକ ମିଳିବା ମାତ୍ରେ ପୋଲିସକୁ ତୁରନ୍ତ ସୂଚନା ଦିଆଯାଇଥିଲା। ସୂଚନା ପାଇବା ମାତ୍ରେ ପୋଲିସ, ବୋମା ସ୍କ୍ୱାଡ୍ ଏବଂ ଦିଲ୍ଲୀ ଅଗ୍ନିଶମ!-->…
Read More...
Read More...