ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା
Browsing Category

TOP STORIES

ପଞ୍ଚଭୂତରେ ବିଲୀନ ହେଲେ ଶହୀଦ ମନୋଜ ବିଶ୍ୱାଳ

ଜମ୍ମୁ-କଶ୍ମୀର: ପଞ୍ଚଭୂତରେ ବିଲୀନ ହେଲେ ସହିଦ ମନୋଜ ବିଶ୍ୱାଳ। ଜମ୍ମୁ-କଶ୍ମୀରର କିସ୍ତଓ୍ବାର ଠାରେ ହୋଇଥିବା ବାଦଲ ଫଟା ବର୍ଷାରେ ଶହୀଦ ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମାଣିକମରା ଗ୍ରାମର ମନୋଜ ବିଶ୍ୱାଳ। ଗତ ଦୁଇ ଦିନ ତଳେ ମନୋଜଙ୍କ ମୃତ୍ୟୁକୁ ନେଇ ପରିବାର ଲୋକ ସୂଚନା
Read More...

କଠୁଆରେ ବାଦଲ ଫଟା ବର୍ଷା: ୭ ମୃତ

ଜମ୍ମୁ ଓ କାଶ୍ମୀର: କଠୁଆରେ ପ୍ରାକୃତିକ ବିପର୍ଯୟ। ବାଦଲ ଫଟା ବର୍ଷାରେ କଠୁଆରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଜମ୍ମୁ ଓ କାଶ୍ମୀରର କିସ୍ତୱାରରେ ବାଦଲ ଫଟା ବର୍ଷା ଓ ବନ୍ୟା ଯୋଗୁଁ ଭୟଙ୍କର କ୍ଷୟକ୍ଷତି ହୋଇଥିବା ବେଳେ ଏବେ ପ୍ରକୃତିର ଭୟଙ୍କର ରୂପ ଦେଖୁଛନ୍ତି କଠୁଆବାସୀ। ରବିବାର
Read More...

ଶିଶୁ ଓ ମହିଳାମାନଙ୍କୁ ଦିଆଯାଉଥିବା ଖାଦ୍ୟରେ ଉନ୍ନତି ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ବିଭାଗ ପକ୍ଷରୁ ଅପପୁଷ୍ଟି ରୋକିବା ପାଇଁ କାର୍ଯ୍ୟକାରୀ ହେଉଥିବା ଟେକ୍-ହୋମ୍-ରାସନ୍ ଯୋଜନାରେ ଦିଆଯାଉଥିବା ଖାଦ୍ୟ ବିଶେଷକରି, ଛତୁଆ
Read More...

ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନୂଆପଡ଼ା: ନୂଆପଡ଼ା ରେଳ ଷ୍ଟେସନ୍‌ ପାଖ ଏକ ଗଛରୁ ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୃତକ ମହିଳା କନେଷ୍ଟବଳ ଜଣକ ହେଲେ ରୁକ୍ମଣୀ ନାଗ। ମୃତ୍ୟୁ ପୂର୍ବରୁ ଏକ ଭିଡିଓ କରି ଝୁଲି ପଡ଼ିଥିବା ସୂଚନା ରହିଛି। ସେ ନୂଆପଡ଼ା ପୋଲିସରେ କାର୍ଯ୍ୟରତ ଥିଲେ। ତେବେ ମହିଳା ପୋଲିସ
Read More...

ନଦୀରେ ଭାସୁଛି ୭୦ରୁ ଉର୍ଦ୍ଧ୍ବ ମଇଁଷିଙ୍କ ମୃତଦେହ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ଏକମାଣିଆ ଓ ନଳପାହି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ନଦୀରେ ଭାସୁଛି ୭୩ ମଇଁଷିଙ୍କ ମୃତଦେହ। ମଇଁଷିମାନେ ଚରିବାକୁ ଯିବା ସମୟରେ ନଦୀରୁ ବାହାରିଥିବା ଏକ ଶାଖା ନଦୀ ଦକ୍ଷିଣଡିହା (ଗଳିଆ) ନାମକ ସ୍ଥାନରେ ପଶି ଯାଇଥିଲେ।
Read More...

ପ୍ରତାପ ଜେନାଙ୍କ ପୁଅଙ୍କ ନାଁରେ ଠକେଇ ଅଭିଯୋଗ ମାମଲା

କେନ୍ଦ୍ରାପଡ଼ା: ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଡୁଆ ବଢିଲା। ପୁଅ ଅଙ୍କିତ ପ୍ରତାପ ଜେନାଙ୍କ ନାଁରେ ଏକ ବଡ଼ ଧରଣର ଠକେଇ ଅଭିିଯୋଗ ସାମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ଟାଉନ ଥାନାରେ ଅଙ୍କିତଙ୍କ ବିରୋଧରେ ୪୮ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଏକ ମାମଲା ରୁଜୁ ହୋଇଛି।
Read More...

ଯୁଦ୍ଧ ପୀଡ଼ିତ ଓ ପରିବାର କଲ୍ୟାଣ ପାଇଁ ଜିନ୍ଦଲ ଷ୍ଟିଲ୍ କର୍ମଚାରୀଙ୍କ ପକ୍ଷରୁ ୨କୋଟି ଟଙ୍କାର ସହାୟତା

ନୂଆଦିଲ୍ଲୀ, ୧୪ ଅଗଷ୍ଟ ୨୦୨୫: ସ୍ୱାଧୀନତାର ୭୯ତମ ବର୍ଷ ପୂର୍ତ୍ତିର ପୂର୍ବ ସନ୍ଧ୍ୟାରେ ଜିନ୍ଦଲ ଷ୍ଟିଲ କର୍ମଚାରୀ ମାନେ ଦେଶଭକ୍ତିର ନିଦର୍ଶନ ସୂରୁପ ଅପରେସନ ସିନ୍ଦୁରର ସଫଳତା ଉପଲକ୍ଷେ ପ୍ରଭାବିତ ସୈନିକ ଏବଂ ସେମାନଙ୍କ ପରିବାରର କଲ୍ୟାଣ ପାଇଁ ୨କୋଟି ଟଙ୍କାର ସହାୟତା ପ୍ରଦାନ କରିଛନ୍ତି।
Read More...

ପୁରୀ ହୋଟେଲ୍‌ରୁ ଦୁଇ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

ପୁରୀ: ପୁରୀ ଏକ ହୋଟେଲରୁ ପଶ୍ଚିମବଙ୍ଗର ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସମୁଦ୍ରକୂଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ପୁଲିସ ସୂତ୍ର ଅନୁସାରେ, ଏହି ଦୁଇ ବ୍ୟକ୍ତି ପଶ୍ଚିମବଙ୍ଗରୁ ଆସି ପୁରୀ ଚକ୍ରତୀର୍ଥ
Read More...

ସ୍ୱାଧୀନତା ଦିବସ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ପେଶାଲ ଟ୍ରେନ୍

ଭୁବନେଶ୍ବର: ଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଗଡ଼ିବ ସ୍ୱାଧୀନତା ଦିବସ ସ୍ପେଶାଲ ଟ୍ରେନ୍। ସ୍ୱାଧୀନତା ଦିବସରେ ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ପାଇଁ ପୂର୍ବତଟ ରେଳପଥ ଶାଲିମାର-ମାଳତୀପାଟପୁର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ଟ୍ରେନ୍ ନମ୍ବର
Read More...

ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାରେ ପ୍ରକୃତିର ପ୍ରଳୟ ଆଗରେ ଛନିଛତ୍ର ହୋଇଯାଇଛି ଚଶୋତି ଗାଁ। ଏଠାରେ ବାଦଲ ଫଟା ବର୍ଷା ପରେ ଆସିଥିବା ଅଚାନକ ବନ୍ୟା ସବୁ କିଛି ଧ୍ୱଂସ କରି ଦେଇଛି। କିଛି ସମୟ ମଧ୍ୟରେ ସବୁ କିଛି ଭସାଇ ନେଇଛି। ମାଟି ମିଶା ପାଣିର ସ୍ରୋତରେ ଭାସି ଯାଇଛି
Read More...