Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
TOP STORIES
ପୋଲିସ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ କଲେ ହତ୍ୟା ମାଓବାଦୀ
ଛତିଶଗଡ଼: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ଅମାନୁଷିକ କାଣ୍ଡ ଘଟାଇଲେ ମାଓବାଦୀ। ଜିଲ୍ଲାର ପମେଡ ଥାନା ଅନ୍ତର୍ଗତ ସେନ୍ଦ୍ରାବର ଏବଂ ଏମପୁର ଗ୍ରାମରେ ଦୁଇଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ ମାନେ। ପୋଲିସ ଇନଫର୍ମର ଦର୍ଶାଇ ହତ୍ୟା!-->…
Read More...
Read More...
ଜୁଲାଇ ୧୫ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ପୋଷାକ
ଭୁବନେଶ୍ବର: ୨୦୨୫-୨୬ ଶିକ୍ଷାବର୍ଷରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଜୁଲାଇ ୧୫ ସୁଦ୍ଧା ମାଗଣା ପୋଷାକ ମିଳିବ। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦୁଇ ହଳ ଲେଖାଏଁ ପୋଷାକ ମିଳିବ।!-->…
Read More...
Read More...
ରଥଯାତ୍ରାରେ ପୁରୀ ଜଗିବ ୨୭୫ AI କ୍ୟାମେରା
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୁରୀ ସହରକୁ ୨୭୫ଟି AI କ୍ୟାମେରା ଜଗିବାର ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ୍ ସୂଚନା ଦେଇଛନ୍ତି। ଏଥିସହିତ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ। ୧୦ ହଜାର ସୁରକ୍ଷାକର୍ମୀ ମୁତୟନ!-->…
Read More...
Read More...
ସୁବର୍ଣ୍ଣରେଖା ବନ୍ୟାରେ ଭାସିଗଲେ ଯୁବକ
ବାଲେଶ୍ବର: ପ୍ରଥମ ବର୍ଷାଜଳରେ ଉବୁଟୁବୁ ସୁବର୍ଣ୍ଣରେଖା ନଦୀ। ରାଜଘାଟରେ ଜଳସ୍ତର ବିପଦ ସଙ୍କେତ ଉପରେ ବହୁଥିବାରୁ ବାଲେଶ୍ବର ଜିଲ୍ଲାର ବସ୍ତା, ଭୋଗରାଇ, ବାଲିଆପାଳ ବ୍ଲକର ୧୦ରୁ ଅଧିକ ଗାଁରେ ପଶିଛି ବନ୍ୟାଜଳ। ବନ୍ୟା ସ୍ରୋତରେ ଜଣେ ଯୁବକ ଭାସିଯାଇ ନିଖୋଜ ହୋଇଛନ୍ତି। ଏବେ ବିପଦ ସାଜିଛି!-->…
Read More...
Read More...
ସ୍କୁଲ କାର୍ଯ୍ୟକ୍ରମରେ ସାମିଲ ହେବ ଯୋଗ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର:୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି କଳିଙ୍ଗ ଷ୍ଟାଡିୟମରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟ ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମବେତ ଯୋଗାଭ୍ୟାସ କରିଛନ୍ତି। ଏହା ସହିତ!-->…
Read More...
Read More...
ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ
ଭୁବନେଶ୍ବର: ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ। ଛାତ୍ରଛାତ୍ରୀଙ୍କ ପୋଷଣକୁ ଗୁରୁତ୍ୱ ଦେଇ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ପୁଣି ଥରେ ବୃଦ୍ଧି କରାଯାଇଛି । ରାଜ୍ୟ ସରକାର ୨ ଟଙ୍କା ୯୨ ପଇସା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ମୂଲ୍ୟ ପରେ ପ୍ରାଥମିକ ଛାତ୍ରଛାତ୍ରୀଙ୍କ!-->…
Read More...
Read More...
ଯାଜପୁରରେ ପୁଣି ୫ ହୋଟେଲକୁ ସିଲ୍ କଲା ପ୍ରଶାସନ
ଯାଜପୁର: ଜିଲ୍ଲାକୁ ଜିଲ୍ଲା ଡାଇରିଆ ବ୍ୟାପୁଥିବା ବେଳେ ଏବେ ଯାଜପୁରରେ ଆଉ ୫ ହୋଟେଲ ସିଲ୍। ଦର୍ପଣ ତହସିଲ ପ୍ରଶାସନ ଆଉ ୫ ହୋଟେଲ ସିଲ୍ କରିଛି। ଚଣ୍ଡିଖୋଲରେ ଗୋଟିଏ ଓ ବାଲିଚନ୍ଦ୍ରପୁର ଅଞ୍ଚଳରେ ୪ଟି ହୋଟେଲକୁ ସିଲ୍ କରିଛି ଦର୍ପଣ ତହସିଲ ପ୍ରଶାସନ। ଆସନ୍ତା ୧୪ ଦିନ ପର୍ଯ୍ୟନ୍ତ ଏହି ହୋଟେଲ!-->…
Read More...
Read More...
ବଢିଲା ଓମଫେଡ୍ କ୍ଷୀର ଦାମ୍
ଭୁବନେଶ୍ବର: ଓମଫେଡ୍ କ୍ଷୀର ଦାମ୍ ବଢ଼ିଛି। ବଜାରକୁ ଏବେ ଏହାର ନୂଆ ଦର ଆସିଛି। ପ୍ରିମିୟମ ଓ ଟୋନେଡ୍ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ହୋଇଥିବାବେଳେ ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇଛି। ଏନେଇ ଓମଫେଡ୍ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଥାଉକି, ପୂର୍ବରୁ!-->!-->!-->…
Read More...
Read More...
ଆଜି ବି ନବ ଦାସଙ୍କ ଘରେ ଚଢାଉ ଜାରି
ସମ୍ବଲପୁର: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଜି ବି ଆଇଟି ରେଡ୍ ଜାରି ରହିଛି। ଆଜକୁ ୩ ଦିନ ହେବ ହେବ ଆୟକର ବିଭାଗ ପକ୍ଷରୁ ଏହି ଚଢ଼ାଉ ଚାଲିଛି। ସମ୍ବଲପୁରର ମୁଦିପଡ଼ା ଘର ସମେତ ୪ଟି ସ୍ଥାନରେ ରେଡ୍ ରହିଛି। ଘର ସମେତ ବ୍ୟବସାୟିକ ପ୍ରତିଷ୍ଠାନରେ ବି ଚଢ଼ାଉ ଚାଲିଛି।
କୋଇଲା!-->!-->!-->…
Read More...
Read More...
ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ
ଭୁବନେଶ୍ବର: ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଆଜି ନବୀନ ଭୁବନେଶ୍ବର ବିମାନ ବନ୍ଦରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି। ସେଠି କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ!-->…
Read More...
Read More...