Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
TOP STORIES
ସୋଆ ଯୁବ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ପୁସ୍ତକ ଆମନ୍ତ୍ରଣ
ଭୁବନେଶ୍ବର; ଓଡ଼ିଆ ସାହିତ୍ୟର ପ୍ରତିଶ୍ରୁତି ସମ୍ପନ୍ନ ଯୁବ ସାହିତ୍ୟିକଙ୍କୁ ସମ୍ମାନ ଓ ସ୍ୱୀକୃତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଚଳିତବର୍ଷରୁ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ‘ସୋଆ ଯୁବ ସାହିତ୍ୟ ପୁରସ୍କାର' ପ୍ରଦାନ ନିମନ୍ତେ ସିଦ୍ଧାନ୍ତ ନେଇଛି। ୪୦ ବର୍ଷ ବୟସ ସୀମା ମଧ୍ୟରେ!-->…
Read More...
Read More...
ନେପାଳରେ ଫସିଛନ୍ତି ଶତାଧିକ ଓଡିଆ
ନେପାଳ: ନେପାଳରେ ଚାଲିଥିବା ହିଂସାତ୍ମକ ପ୍ରତିବାଦ ମଧ୍ୟରେ କାଠମାଣ୍ଡୁରେ ଅନେକ ପର୍ଯ୍ୟଟକ ଫସି ରହିଛନ୍ତି। ସେଥିରେ ଅଛନ୍ତି ଶତାଧିକ ଓଡିଆ। ଏଥିରେ ଯାଜପୁରର ୨୩ ଜଣ ପର୍ଯ୍ୟଟକ ଥିବା ଜଣାପଡିଛି।
ଏମାନେ ସମସ୍ତେ ଚଳିତ ମାସ ୪ ତାରିଖରେ ନେପାଳ ଯାଇଥିଲେ। ଆସନ୍ତା ୧୨ ତାରିଖ ଅର୍ଥାତ ଆଉ!-->!-->!-->…
Read More...
Read More...
ସୋସିଆଲ୍ ମିଡିଆ ଉପରୁ ବ୍ୟାନ ହଟାଇଲେ ନେପାଳ ସରକାର
ନେପାଳ: ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର। ବିକ୍ଷୋଭକାରୀଙ୍କ ମୃତ୍ୟୁ ଓ ତୀବ୍ର ଉତ୍ତେଜନା ପରେ ନିଷ୍ପତ୍ତି ନେଲେ ସରକାର। ଏବେ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଇସ୍ତଫା ଦେବେ ନାହିଁ ବୋଲି ସୂଚନା ମିଳିଛି। ସୋସିଆଲ୍ ମିଡିଆ ବ୍ୟାନ୍ ବିରୋଧରେ କାଠମାଣ୍ଡୁରେ!-->…
Read More...
Read More...
ବିଜେଡି ଛାଡିଲେ ଏନ୍.ଭାସ୍କର ରାଓ
ଭୁବନେଶ୍ଵର: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ଏହି ଅବସରରେ ସେ ଏକ ବଡ଼ ଘୋଷଣା କରି ବିଜୁ ସ୍ବାଭିମାନ ମଞ୍ଚ ଗଠନ ହେବା ନେଇ ସୂଚନା ଦେଇଛନ୍ତି। ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା!-->…
Read More...
Read More...
ସମ୍ ହସ୍ପିଟାଲ୍ରେ ଚତୁର୍ଥ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା ସମ୍ପନ୍ନ
ଭୁବନେଶ୍ୱର: ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍ରେ ସୋମବାର ଜଣେ ୫୨ ବର୍ଷୀୟ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଠାରୁ ଯକୃତ ବାହାର କରାଯାଇ ଭୁବନେଶ୍ୱରର ଅନ୍ୟ ଏକ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା ରୋଗୀଙ୍କ ଶରୀରରେ ପ୍ରତ୍ୟାରୋପଣ ନିମନ୍ତେ ପ୍ରେରଣ କରାଯାଇଛି।!-->…
Read More...
Read More...
ଲାଲକିଲ୍ଲା ପରିସରରୁ ୧ କୋଟିର କଳସ ଚୋରି ଘଟଣା, ଅଭିଯୁକ୍ତ ଗିରଫ
ନୂଆଦିଲ୍ଲୀ: ଦିଲ୍ଲୀର ପ୍ରସିଦ୍ଧ ଲାଲକିଲ୍ଲା ପରିସରରୁ ଏକ ଜୈନ ଧାର୍ମିକ ସମାରୋହରୁ ପ୍ରାୟ ୧ କୋଟି ଟଙ୍କାର ଏକ କଳସ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି କଳସ ସୁନା ଏବଂ ହୀରାରେ ଜଡିତ ଥିଲା।
ସୂଚନା ଅନୁଯାୟୀ, ଏହି ଚୋରି ଘଟଣା ସେପ୍ଟେମ୍ବର ୩ରେ ଏକ ପ୍ରାର୍ଥନା ସମାରୋହ ସମୟରେ!-->!-->!-->…
Read More...
Read More...
ଚେକ୍-ପୋଷ୍ଟରେ ଏସୟୁଭି ଧକ୍କା, ଏସଆଇ ଗୁରୁତର
ବରଗଡ଼: ବରଗଡ଼ ଜିଲ୍ଲାର ସୋହେଲା ଅଞ୍ଚଳରେ ଯାନବାହାନର ନିୟମିତ ଯାଞ୍ଚ ସମୟରେ ଏକ ଏସୟୁଭି ଚେକ୍-ପୋଷ୍ଟରେ ଧକ୍କା ଦେବା ଫଳରେ ଜଣେ ସବ-ଇନ୍ସପେକ୍ଟର ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ରବିବାର ରାତିରେ ଜିଲ୍ଲାର ସୋହେଲା ଥାନା ଅଧୀନରେ ଥିବା ଦଶମାଇଲ ଲେବାଡି ଛକରେ ଏହି ଘଟଣା!-->!-->!-->…
Read More...
Read More...
ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ
ନୂଆପଡା: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ। ହୃଦଘାତର ଶିକାର ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ। ତେବେ ବର୍ତ୍ତମାନ ତାଙ୍କ ପାର୍ଥୀବ ଶରୀରକୁ ଚେନ୍ନାଇରୁ ଓଡ଼ିଶାକୁ ଅଣାଯାଉଛି। ୨୦୦୪ରେ ପ୍ରଥମେ ସ୍ବାଧୀନ ଭାବେ ବିଧାୟକ ନିର୍ବାଚିତ ହୋଇଥିଲେ। ପରେ!-->…
Read More...
Read More...
ଉପରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବନି ବିଜେଡି
ଭୁବନେଶ୍ବର: ଆସନ୍ତାକାଲି ହେବାକୁ ଥିବା ଉପ-ରାଷ୍ଟ୍ରପତି ନିର୍ବାଚନକୁ ନେଇ ନିଜର ସ୍ଥିତି ସ୍ପଷ୍ଟ କରିଛି ବିଜୁ ଜନତା ଦଳ। ଉପ-ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଅନୁପସ୍ଥିତ ରହିବ ବୋଲି ବିଧିବଦ୍ଧ ଘୋଷଣା କରିଛି। ବିଜେଡିର ରାଜ୍ୟସଭା ନେତା ସସ୍ମିତ ପାତ୍ର ଏନେଇ ସୂଚନା ଦେଇଛନ୍ତି।ବିଜୁ!-->…
Read More...
Read More...
ଗୁରୁଦିବସରେ ଦିଲ୍ଲୀରେ ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ
ନୂଆ ଦିଲ୍ଲୀ; ଆଜି ପବିତ୍ର ଗୁରୁଦିବସ ଅବସରରେ ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଛି ଜାତୀୟ ଶିକ୍ଷକ!-->…
Read More...
Read More...