ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category

TOP STORIES

ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

ମେଡିକାଲ୍ ସାଇନ୍‌ସେସ ଏବଂ ଇଞ୍ଜିନିୟରିଂ କ୍ଷେତ୍ରରେ ବି ଆଗରେଭୁବନେଶ୍ୱର: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ ହୋଇଛି। ଗୁରୁବାର କେନ୍ଦ୍ର ଶିକ୍ଷା
Read More...

ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର

ଭୁବନେଶ୍ଵର; ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର। ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ଏନେଇ ଗୁରୁବାର ପଞ୍ଚାୟତିରାଜ ମନ୍ତ୍ରୀ ସୂଚନା ଦେଇଛନ୍ତି।
Read More...

ମୋଷ୍ଟ ୱାଣ୍ଟେଡକୁ ଧରିବାକୁ ଭୁବନେଶ୍ବରରେ ଆସାମ ପୋଲିସର ରେଡ୍‌

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍‌ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍‌ କରୁଛି। ଇନ୍‌ଫୋସିଟି ପୋଲିସ ସହାୟତାରେ ଏକ ଆପାର୍ଟମେଣ୍ଟରେ ରେଡ୍‌
Read More...

ସବୁ ଅଙ୍ଗନବାଡି, ସ୍କୁଲ୍‌ରେ ସାମିଲ୍‌ ସମ୍ଭବ ନୁହେଁ: ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ସ୍କୁଲ୍‌ରେ ଅଙ୍ଗନବାଡି ସାମିଲ ନେଇ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ଦେଇଛନ୍ତି ପ୍ରତିକ୍ରିୟା। ମନ୍ତ୍ରୀ କହିଛନ୍ତି, ‘ଶିଶୁବାଟିକା ୩କୁ ସ୍କୁଲ୍‌ରେ ସାମିଲ କରାଯାଇଛି। ଏବେ ବି ଶିଶୁବାଟିକା ୧ ଓ ୨ ଅଙ୍ଗନବାଡ଼ି କେନ୍ଦ୍ରରେ ଅଛି। ବର୍ତ୍ତମାନ ସବୁ ଅଙ୍ଗନବାଡି ବନ୍ଦ କରି
Read More...

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି

ଭୁବନେଶ୍ବର: ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ଚଳିତ ଶିକ୍ଷାବର୍ଷରୁ ଏମବିବିଏସ୍ ପାଠ୍ୟକ୍ରମ ନିମନ୍ତେ ୫୦ଟି ସିଟ୍ ବୃଦ୍ଧି କରିବାକୁ ଜାତୀୟ ମେଡିକାଲ କମିଶନ (ଏନ୍ ଏମ୍ ସି) ଅନୁମୋଦନ କରିଛନ୍ତି। ଜାନୁଆରୀ ୨୦୨୩ରେ କଟକ - ଭୁବନେଶ୍ବର
Read More...

ବ୍ୟାପିଲାଣି ବାର୍ଡଫ୍ଲୁ

ଜଗତସିଂହପୁର: ପୁଣି ବ୍ୟାପିଲାଣି ବାର୍ଡ ଫ୍ଲୁ ! ଜଗତସିଂହପୁର ଜିଲ୍ଲା ମଖି ଅଞ୍ଚଳରେ ଦେଖିବାକୁ ମିଳିଛି କୁକୁଡ଼ା ମଡ଼କ। ଏକ ଫାର୍ମରେ ଗତକାଲି ରାତିରେ ୩୦୦ରୁ ଅଧିକ କୁକୁଡ଼ା ମରିଯାଇଛନ୍ତି। କେଉଁ କାରଣ ପାଇଁ କୁକୁଡ଼ା ମଡ଼କ ଘଟିଲା ତାହା ସ୍ପଷ୍ଟ ହୋଇ ପାରିନାହିଁ। କିନ୍ତୁ ଏହାକୁ ବାର୍ଡ
Read More...

ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ

ପୁରୀ: ଖୁବ ଶୀଘ୍ର ଶ୍ରୀମନ୍ଦିର ନାଟମଣ୍ଡପରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଧାଡ଼ି ଦର୍ଶନ ବ୍ୟବସ୍ଥାକୁ ଖୁବଶୀଘ୍ର କାର୍ଯ୍ୟକାରୀ କରାଯିବାକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯାଇଛି। ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି ।
Read More...

ଚୋରି ହୋଇଥିବା ୯୦୦ ଗ୍ରାମ ସୁନା ସହ ୨ କେଜି ରୂପା ଜବତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ଜଂକିଆ ଥାନା ଅନ୍ତର୍ଗତ ଛଣଗିରୀ ଗ୍ରାମରେ ଥିବା ସ୍ବର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନରୁ ଗତ ୨୪ ତାରିଖ ଦିନ ଦ୍ୱିପହରେ ହୋଇଥିବା ବଡ଼ ଲୁଟ୍‌ ଘଟଣାର ପୋଲିସ ମଙ୍ଗଳବାର ପର୍ଦ୍ଦାଫାଶ କରିଛି। ଗତ ୨୪ ତାରିଖ ଦିନ ଦ୍ୱିପହରେ ୧୦ଜଣ ଡକାୟତ ମୁଖା, ହେଲମେଟ ପିନ୍ଧି ବନ୍ଧୁକ,
Read More...

ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳା ଉଦ୍ଧାର

କଟକ: କଟକରେ ଏକ ଅଭାବନୀୟ ଘଟଣା ଘଟିଛି। କଟକ ଜିଲା କଂକ୍ରେଇଲୋ ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଘର ଭିତରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଜଣେ ମହିଳାଙ୍କୁ ଉଦ୍ଧାର କରାଯାଇଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମହିଳାଙ୍କ ଦେହରେ କିପରି
Read More...

ସୁଦାନରେ ଭୂସ୍ଖଳନ; ୧୦୦୦ ଲୋକଙ୍କ ମୃତ୍ୟୁ

ସୁଦାନ: ସୁଦାନର ପଶ୍ଚିମ କ୍ଷେତ୍ର ଅନ୍ତର୍ଗତ ଦାରଫୁରରେ ଭୂସ୍ଖଳନ କାରଣରୁ ପ୍ରାୟ ୧୦୦୦ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି। ପ୍ରକୃତି ବିଶ୍ୱରେ ତା’ର ଭୟଙ୍କର ରୂପ ଦେଖାଉଛି।ସୁଦାନରେ ଭୂସ୍ଖଳନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ସୋମବାର, ସୁଡାନ ଲିବରେସନ
Read More...