ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category

TOP STORIES

‘ସେମିକନ୍‌ ଇଣ୍ଡିଆ ୨୦୨୫’ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ରାଜଧାନୀ ଦିଲ୍ଲୀରେ ଆୟୋଜିତ ତିନି ଦିନିଆ 'ସେମିକନ୍‌ ୨୦୨୫' ସମ୍ମିଳନୀକୁ ମଙ୍ଗଳବାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମୋଦିଙ୍କୁ ଭାରତରେ ନିର୍ମିତି ପ୍ରଥମ
Read More...

ରାଜ୍ୟରେ ହେବ ୩ ଅର୍ଥନୈତିକ ଜୋନ: ଉଷା ପାଢ଼ୀ

ଭୁବନେଶ୍ବର;ପରିବହନ ସଚିବ ଉଷା ପାଢ଼ୀ ସୋମବାର ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ୩ ଅର୍ଥନୈତିକ ଜୋନ୍ ହେବ କହିଲେ ପରିବହନ ସଚିବ ଉଷା ପାଢ଼ୀ। ଭୁବନେଶ୍ବର, ପୁରୀ, କଟକ, ଓ ପାରାଦୀପକୁ ମିଶାଇ ହେବ ଗୋଟିଏ ଜୋନ୍‌। କ୍ବାଡ୍ ସିଟି ପ୍ରୋଗ୍ରାମ ଜରିଆରେ ସରକାର ଏହି ପ୍ଲାନ୍
Read More...

୨୪ ଘଣ୍ଟାରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପକ୍ଷେତ୍ର

ନ୍ୟୁଜ୍ ବ୍ୟୁରୋ: ଉତ୍ତର ପୂର୍ବ ବଙ୍ଗୋପସାଗର ତଥା ମିଆଁମାର ଉପକୂଳ ବାୟୁମଣ୍ଡଳ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହୋଇ ସଦୃଶ ଲଘୁଚାପରେ
Read More...

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ଅବଧି ବୃଦ୍ଧି

ନ୍ୟୁଜ୍ ବ୍ୟୁରୋ: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା। ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ
Read More...

ସରଣ୍ଡା ଜଙ୍ଗଲରୁ ୨ ହାର୍ଡକୋର୍ ମାଓବାଦୀ ଗିରଫ

ଝାଡ଼ଖଣ୍ଡ: ଦୁଇ ହାର୍ଡକୋର୍ ମାଓବାଦୀ ଗିରଫ। ସୁରକ୍ଷାବାହିନୀକୁ ମିଳିଛି ବଡ଼ ସଫଳତା। ଓଡିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରୁ ରବିବାର ୨ ଜଣ ମାଓବାଦୀ ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ମାଓବାଦୀମାନେ ହେଲେ ସବ ଜୋନାଲ କମିଟିର ସଦସ୍ୟ ସନ୍ଦୀପ ଓରଫ ହିଡିମା ପାଡେୟାମ ଓ ଏରିଆ କମିଟି ସଦସ୍ୟ
Read More...

ଗଣେଶ ଭଷାଣି ବେଳେ ହାତାହାତି

ଜଣେ ମୃତ, ୧୦ ଆହତ ନୟାଗଡ଼: ଗଣେଣ ମୂର୍ତ୍ତି ଭସାଣିକୁ ନେଇ ନୟାଗଡ଼ରେ ଅଭାବନୀୟ ଘଟଣା ଘଟିଛି। ଗଣେଣ ମୂର୍ତ୍ତି ଭସାଣି ବେଳେ ନୟାଗଡ଼ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତର କରଡ଼ାପଲ୍ଲୀ ଏବଂ ପାଥପୁର ଗ୍ରାମରେ ଦୁଇ ଗ୍ରାମର ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ
Read More...

୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସଂଧ୍ୟାରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି
Read More...

ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ

କଟକ: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାର ଅସୁସ୍ଥ ହୋଇ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଏହା ସଙ୍ଗୀତ ପ୍ରେମୀଙ୍କୁ ଚିନ୍ତିତ କରିଛି। ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିଲା । ଲିଭର ଜନିତ
Read More...

ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ

୫୩୪ଟି ଅଧିକ ଗ୍ୟାସ ଟାଙ୍କି ଜବତ ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀ ଏଣ୍ଟରପ୍ରାଇଜେସ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ କରାଯାଇଛି। ବିଭିନ୍ନ ଅଭିଯୋଗ ଓ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବରକୁ ଭିତ୍ତିକରି ଖୋର୍ଦ୍ଧା ଯୋଗାଣ ଅଧିକାରୀ
Read More...

ଶ୍ରୀମନ୍ଦିରରେ ଅନ୍‌ଲାଇନ ପୂଜା ନାଁରେ ଠକେଇ

ପୁରୀ: ଅନ୍‌ଲାଇନରେ ଶ୍ରୀମନ୍ଦିରରେ ପୂଜା କରିବା ଆଳରେ ଜଗନ୍ନାଥ ପ୍ରେମୀଙ୍କୁ ଠକା ଯାଉଛି। ‘ପୂଜା ପରିସେବା ଡଟ୍‌ କମ’ ନାମକ ଏକ ଅନଲାଇନ ଆପ୍ଲିକେସନ ମାଧ୍ୟମରେ ଅନ୍‌ଲାଇନରେ ମହାପ୍ରଭୁଙ୍କ ସେବାକରିବା ସହ ମହାପ୍ରଭୁଙ୍କ ପୂଜା ସହ ନିର୍ମାଲ୍ୟ ମିଳିବ ବୋଲି ବିଜ୍ଞାପନରେ ଦର୍ଶାଯାଇଛି। ଏହି
Read More...