ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

TOP STORIES

ଅହମ୍ମଦାବାଦରେ ଭୟଙ୍କର ବିମାନ ଦୁର୍ଘଟଣା

ଅହମ୍ମଦବାଦ: ଗୁଜରାଟର ରାଜଧାନୀ ଅହମ୍ମଦବାଦରେ ଆଜି ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଆନ୍ତର୍ଜାତୀୟ ବିମାନବନ୍ଦର ନିକଟସ୍ଥ ମେଘାଣୀ ନଗର ଅଞ୍ଚଳରେ ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଏହି ବିମାନରେ ୨୪୨ ଜଣ
Read More...

ସମରେ ପ୍ରଥମ ଥର ପାଇଁ ଫିଜିଓଥେରାପି ମାଧ୍ୟମରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ…

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଟ୍ରାନ୍ସଭଜାଇନାଲ୍ ଓ ଟ୍ରାନ୍ସରେକ୍ଟାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା ଗତ ଜୁନ୍ ୭ ଓ ୮ ତାରିଖ ଦୁଇ ଦିନ ଧରି ହସ୍ପିଟାଲ ପରିସରରେ ଆୟୋଜିତ ହୋଇଯାଇଛି।ସମ୍
Read More...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଗଲେ କନିଷ୍ଠ ଯନ୍ତ୍ରୀ

ବରଗଡ଼:ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ଆଜି ବରଗଡ଼ରେ ଆଉ ଜଣେ ମହିଳା ଇଞ୍ଜିନିୟରଙ୍କୁ ଧରିଛି ଭିଜିଲାନ୍ସ। ବରଗଡ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଡ଼ାଙ୍ଗବାହାଲ ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ ଲାଞ୍ଚ ନେଉଥିବା ବେଳେ ରେଡ ହ୍ୟାଣ୍ଡ ଧରିଛି
Read More...

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୧୦ ଗିରଫ

ଗଜପତି: ଅନ୍ଧବିଶ୍ୱାସର କୁପରିଣତି। ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ। ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ କାମ୍ବି ମଳିକ ହତ୍ୟା ଘଟଣାର ସମ୍ପୃକ୍ତ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫଙ୍କ ମଧ୍ୟରେ ୮ ମହିଳା ଥିବାବେଳେ ୨ ଜଣ ପୁରୁଷ
Read More...

ନକ୍ସଲଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ସପ୍ଲାୟର ଗିରଫ

ଛତିଶଗଡ: ଛତିଶଗଡ ନାରାୟଣପୁର ପୋଲିସ ମିଳିଛି ବଡ ସଫଳତା। ନକ୍ସଲଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ମାଓ ସପ୍ଲାୟରକୁ ଯବାନ ଓ ପୋଲିସର ମିଳିତ ଟିମ୍ ଗିରଫ କରିଛି। ଛତିଶଗଡ ନାରାୟଣପୁର ଥାନା ଅଞ୍ଚଳରେ ମାଓ କାର୍ଯ୍ୟକଳାପ ରୋକିବା ପାଇଁ ଖୋଳତାଳ ଜାରି ରହିଥିବା ବେଳେ ଏହି ସଫଳତା ମିଳିଛି।
Read More...

ଆସାମରେ ୪୫ କୋଟି ଟଙ୍କାର ବିପୁଳ ଡ୍ରଗ୍ସ ଜବତ, ୪ ଗିରଫ

ଆସାମ: ଆସାମରେ ବଡ଼ ଧରଣର ଅପରେସନ୍‌ରେ ପୋଲିସକୁ ସଫଳତା ମିଳିଛି। ଆସାମର କଚାର ଜିଲ୍ଲାରେ ବଡ଼ ଡ୍ରଗ୍ସ ନେକ୍‌ୱାର୍କର ପର୍ଦ୍ଦାଫାସ କରିଛି ପୋଲିସ। ଏଠାରେ ୪୫ କୋଟି ଟଙ୍କାର ବିପୁଳ ଡ୍ରଗ୍ସ ଜବତ କରାଯାଇଛି। ଏହାସହ ୪ ଜଣ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି ଆସାମ ପୋଲିସ। ଆସାମ
Read More...

ଦିଲ୍ଲୀରେ ଭୟଙ୍କର ଅଗ୍ନୀକାଣ୍ଡ, ୩ ମୃତ

ନୂଆଦିଲ୍ଲୀ: ଦିଲ୍ଲୀର ଦ୍ୱାରକା ସେକ୍ଟର-୧୩ ଅଞ୍ଚଳର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଅନେକ ଲୋକ ତରବରରେ କୋଠାରୁ ତଳକୁ ଡେଇଁ ପଡ଼ିଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ
Read More...

ଗଛରେ ପିଟି ହେଲା କାର୍‌, ଦୁଇ ମୃତ

ଯାଜପୁର: ଯାଜପୁର ଜିଲା କାଳିଆପାଣି ଥାନା ମହୁଲଖାଲ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କାର୍‌ରେ ଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇ ଜଣ
Read More...

ରାଜ୍ୟରେ ଆଉ ୪ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି

ଭୁବନେଶ୍ବର: ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଉ ନୂଆ ୪ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ୪୯ରେ ପହଞ୍ଚିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ବର୍ତ୍ତମାନ ୧୫ ଜଣ ସୁସ୍ଥ ହୋଇସାରିଛନ୍ତି।
Read More...

ଜେଲ ଗଲେ ଉପଜିଲ୍ଲାପାଳ

ଧର୍ମଗଡ଼: ବନ୍ଧା ହେଲେ ଲାଞ୍ଚୁଆ ଆଇଏଏସ ଅଫିସର ବାବୁ। କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଧର୍ମଗଡ଼ ଉପ ଜିଲ୍ଲାପାଳ ଧିମାନ୍ ଚକମାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ । ସେ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡିଥିଲେ । ଆଜି ତାଙ୍କୁ ଗିରଫ
Read More...