Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍ ଶଫିନ୍ ଅହମ୍ମଦ
ଚଳନ୍ତା ସ୍ଲିପର୍ ବସ୍ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ
Browsing Category
TOP STORIES
ସେପ୍ଟେମ୍ବର ୧୮ରୁ ବିଧାନସଭା ଅଧିବେଶନ
ଭୁବନେଶ୍ବର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ଅଧିବେଶନ ସେପ୍ଟେମ୍ବର ୨୫ ତାରିଖ ଯାଏଁ ଚାଲିବ। ଗୃହରେ ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ!-->…
Read More...
Read More...
ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ
ଭୁବନେଶ୍ବର: ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଡ଼ିହାଇଡ୍ରେସନ ଯୋଗୁଁ ମେଡିକାଲରେ ଚିକିତ୍ସିତ ହେଉଥିଲେ ନବୀନ। ସୁସ୍ଥ ହେବାପରେ ଏକ ଘରୋଇ ହସ୍ପିଟାଲରୁ ହେଲେ ଡିସଚାର୍ଜ। ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁସ୍ଥ ହେବା ପରେ!-->…
Read More...
Read More...
୪,୫୧୫ କୋଟିର ୧୮ ଶିଳ୍ପ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ
ଭୁବନେଶ୍ବର: ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଅନୁଷ୍ଠିତ ୧୩୯ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ଓଡ଼ିଶା ସରକାର ୪,୫୧୫ କୋଟି ଟଙ୍କାର ୧୮ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି।
ଆଇଟି, ଉତ୍ପାଦନ, ପାନୀୟ, ପର୍ଯ୍ୟଟନ,!-->!-->!-->…
Read More...
Read More...
ଆଗତ ହେଲା ଅନ୍ଲାଇନ୍ ଗେମିଂ ବିଲ୍
ନୂଆଦିଲ୍ଲୀ: ଲୋକସଭାରେ ବୁଧବାର ଉପସ୍ଥାପିତ ହେଲା ଅନ୍ଲାଇନ୍ ଗେମିଂ ବିଲ୍ ୨୦୨୫। ବିଲ୍କୁ ଉପସ୍ଥାପନ କରିଛନ୍ତି ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବେଟିଂ ସହ ଜଡିତ ଅନଲାଇନ୍ ଟଙ୍କା ଖେଳକୁ ନିଷିଦ୍ଧ କରିବାକୁ ଏହାର ଲକ୍ଷ୍ୟ ରଖାଯାଇଛି।ଇ-କ୍ରୀଡାକୁ!-->…
Read More...
Read More...
ନବୀନଙ୍କ ସହ କଥା ହେଲେ ମୋଦି
ଭୁବନେଶ୍ବର: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି । ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । କିଛି ସମୟ ବିଶ୍ରାମ ନେବା!-->…
Read More...
Read More...
ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ
ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ। ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଲେ ପ୍ରଭାତ। ଅନାସ୍ଥା ପ୍ରସ୍ତାବ ଭୋଟିଂ ପୂର୍ବରୁ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି ପ୍ରଭାତ। ସେ ବିଡିଓଙ୍କ ନିକଟରେ ତାଙ୍କର ଇସ୍ତଫା ପତ୍ର ଦାଖଲ କରିଛନ୍ତି।!-->…
Read More...
Read More...
ନୂଆଦିଲ୍ଲୀରେ ନିର୍ମାଣ ହେବ ଓଡ଼ିଶା ଭବନ
ଭୁବନେଶ୍ବର: ଲୋକସେବା ଭବନରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀର ନୂତନ ଓଡିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି। ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ!-->…
Read More...
Read More...
ପରଲୋକରେ ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତ
ସମ୍ବଲପୁର: ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତ ପରଲୋକ ଘଟିଛି। ୯୧ ବର୍ଷ ବୟସରେ ଆଖି ବୁଜିଛନ୍ତି ପଦ୍ମଶ୍ରୀ ବିନୋଦ ପଶାୟତ। ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ସେ ଚିକିତ୍ସିତ ହୋଉଥିଲେ। ବୁଧବାର ସକାଳୁ!-->…
Read More...
Read More...
ବାଲ୍ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ଚାଉଳ ସହ ଟଙ୍କା
ଭୁବନେଶ୍ବର: ରାଜ୍ୟର ସମସ୍ତ ଶିଶୁ(ବାଲ୍)ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ୧୧ଦିନର ଚାଉଳ ସହ ରନ୍ଧନ ବାବଦ ଟଙ୍କା ପ୍ରଦାନ କରାଯିବ। ପ୍ରଧାନ ଶିକ୍ଷକମାନେ ତୁରନ୍ତ ପିଲାଙ୍କୁ ଏହା ବଣ୍ଟନ କରି ସରକାରଙ୍କୁ ଜଣାଇବେ। ଏଥିପ୍ରତି ଜିଲା ଶିକ୍ଷା ଅଧିକାରୀ ଏବଂ ଜିଲାପାଳ!-->…
Read More...
Read More...
୫୦ରୁ ଅଧିକ ସ୍କୁଲକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ; ବୁଧବାର ପୁଣି ରାଜଧାନୀ ଦିଲ୍ଲୀର ୫୦ରୁ ଅଧିକ ସ୍କୁଲକୁ ବୋମାରେ ଉଡାଇବାକୁ ଧମକ ମିଳିଛି। ଏହି ଧମକ ଇମେଲ୍ ଜରିଆରେ ମିଳିଛି। ଦିଲ୍ଲୀ ପୁଲିସ ଅନୁଯାୟୀ, ନିଜକୁ ‘ଆତଙ୍କବାଦୀ ୧୧୧’ କହୁଥିବା ଏକ ସମୂହ ୫୦ରୁ ଅଧିକ ସ୍କୁଲକୁ ଇମେଲ୍ ଯୋଗେ ବୋମା ଧମକ ଦେଇଥିବା ସହ ୨୫,୦୦୦!-->…
Read More...
Read More...