ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

TOP STORIES

ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି

ନୂଆଦିଲ୍ଲୀ; ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ୍ ବି.ଆର. ଗବାଇ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟରେ ୩ ନୂଆ ବିଚାରପତିଙ୍କ ନିଯୁକ୍ତିକୁ ଗତକାଲି ମଞ୍ଜୁର କରିଥିଲେ କେନ୍ଦ୍ର ସରକାର। କେନ୍ଦ୍ର ଆଇନ
Read More...

ଆଇଟିଇଆର୍ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୩୦/୦୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍‌ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ଗୁରୁବାର ପ୍ରକାଶିତ ଟାଇମ୍ସ ଅଲ୍ ଇଣ୍ଡିଆ ଇଞ୍ଜିନିୟରିଂ ଇନ୍‌ଷ୍ଟିଚ୍ୟୁଟ୍‌ର‌୍ୟାଙ୍କିଙ୍ଗ୍ ସର୍ଭେ ୨୦୨୫ର ଦେଶର ଦ୍ୱିତୀୟ ଶ୍ରେଷ୍ଠ ଇଞ୍ଜିନିୟରିଂ
Read More...

ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା

ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ ସିକ୍କିମ: ସିକ୍କିମରେ ଏକ ବଡ଼ ଅଘଟଣ ଘଟିଛି। ବୁଲିବା ପାଇଁ ଯାଇଥିବାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ପର୍ଯ୍ୟଟକ। ପ୍ରାୟ ହଜାରେ ଫୁଟ ତଳକୁ ଏକ କାର୍‌ ତିସ୍ତା ନଦୀକୁ ଖସି ପଡିଛି। ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ
Read More...

ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର: କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିବା ସୂଚନା ମିଳିଛି।
Read More...

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ଅବପାତରେ ପରିଣତ ହୋଇପାରେ: ସିଇସି

ଭୁବନେଶ୍ୱର, ୨୭/୦୫: ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଯାହାକି ପରବର୍ତୀ ସମୟରେ ଅବପାତରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର ଏନ୍‌ଭାଇରନ୍‌ମେଂଟ ଆଣ୍ଡ
Read More...

ରାଜନାଥ ସିଂଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ: ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟି ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ ଆଲୋଚନା
Read More...

ଉତ୍କଳ ୟୁନିଭର୍ସିଟିର ଭାରପ୍ରାପ୍ତ କୁଳପତି ହେଲେ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ଭାବରେ ନିଯୁକ୍ତି ହୋଇଛନ୍ତି ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ। ରାଜଭବନ ପକ୍ଷରୁ ପ୍ରକାଶ ପାଇଥିବା ନିର୍ଦ୍ଦେଶନାମା ଅନୁସାରେ ପ୍ରଫେସର ଯଜ୍ଞେଶ୍ୱର ଦଣ୍ଡପାଟ ନୂଆ ଭିସିଙ୍କ ନିଯୁକ୍ତି ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ। ଯଜ୍ଞେଶ୍ୱର
Read More...

ଭାରତରେ ତିଆରି ହେବ ୫ମ ପିଢ଼ିର ଷ୍ଟେଲଥ ଯୁଦ୍ଧ ବିମାନ

ନୂଆଦିଲ୍ଲୀ: ଅପରେସନ ସିନ୍ଦୂର ପରେ ଭାରତ ସରକାର ଦ୍ରୁତ ଗତିରେ ସ୍ୱଦେଶୀ ଅସ୍ତ୍ରଶସ୍ତ୍ର ବିକଶିତ କରିବା ପାଇଁ ଏକ ଯୋଜନାରେ କାମ କରୁଛନ୍ତି। ଏହି ଦିଗରେ ଭାରତ ସରକାର ମଙ୍ଗଳବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ବାୟୁସେନାକୁ ମିଳିବ ୫ମ ପିଢ଼ିର ଷ୍ଟେଲଥ ଯୁଦ୍ଧ ବିମାନ। ପ୍ରତିରକ୍ଷା
Read More...

ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀମାନଙ୍କୁ ସାଢ଼େ ୫ ପୂର୍ବରୁ ଅଫିସ ଛାଡ଼ିବା ମନା

ଭୁବନେଶ୍ବର: ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ ଜାରି ହେଲା ନିର୍ଦ୍ଦେଶନାମା। ସକାଳ ୧୦ଟା ସୁଦ୍ଧା ଅଫିସ୍ ଆସିବେ ଏବଂ ସନ୍ଧ୍ୟା ୫ଟା ୩୦ ପରେ ଘରକୁ ଯିବେ। ସମସ୍ତ କର୍ମଚାରୀଙ୍କୁ ସର୍ବନିମ୍ନ ୭ ଘଣ୍ଟା ୩୦ ମିନିଟ୍ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପଡିବ। ସମସ୍ତ କର୍ମଚାରୀଙ୍କ
Read More...

ତାଜମହଲ ଉଡ଼ାଇ ଦେବାକୁ ଧମକ, ହାଇ ଆଲର୍ଟ ଜାରି

ଆଗ୍ରା: ତାଜମହଲକୁ ଆରଡ଼ିଏକ୍ସ ସାହାଯ୍ୟରେ ଉଡ଼ାଇ ଦିଆଯିବାର ଧମକ ଦିଆଯାଇଛି। ଏହି ଧମକପୂର୍ଣ୍ଣ ମେଲ୍‌ କେରଳରୁ ପଠାଯାଇଛି। ଧମକ ପାଇବା ପରେ, ତାଜମହଲରେ ତିନି ଘଣ୍ଟା ଧରି ସର୍ଚ୍ଚ ଅପରେଶନ କରାଯାଇଥିଲା। ଧମକପୂର୍ଣ୍ଣ ଇମେଲ୍‌ ପାଇବା ପରେ ସୁରକ୍ଷା ଏଜେନ୍ସିଗୁଡ଼ିକ ହାଇ ଆଲର୍ଟ ଜାରି
Read More...