Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ
Browsing Category
Uncategorized
୧୦୯୦ ଜଣଙ୍କୁ ମିଳିବ ପଦକ : ଓଡ଼ିଶାର ୨ ଜଣଙ୍କୁ ରାଷ୍ଟ୍ରପତି ପଦକ
ନୂଆଦିଲ୍ଲୀ; ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ, ଗୃହରକ୍ଷୀ, ସିଭିଲ ଡିଫେନ୍ସ ଏବଂ କରେକ୍ସନାଲ୍ ସେବାର ମୋଟ ୧୦୯୦ ଜଣ କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକରେ ସମ୍ମାନିତ କରାଯିବ।
ଓଡିଶାର ଦୁଇ ଜଣଙ୍କୁ ରାଷ୍ଟ୍ରପତି ପଦକ!-->!-->!-->…
Read More...
Read More...
ପୁଣି ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡିବାରେ ଲାଗିଛି। ତାଙ୍କୁ ନୂଆଦିଲ୍ଲୀ ସ୍ଥିତ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାକସ୍ଥଳୀ ଜନିତ ସମସ୍ୟା ପାଇଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତାଙ୍କ!-->…
Read More...
Read More...
ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯବାନଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କା ସହ ନିଯୁକ୍ତି
ଭୁବନେଶ୍ବର: କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବରଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଦୁହିଁଙ୍କ ସ୍ୱାମୀ ପି.ସି.ଆର୍ ଭ୍ୟାନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ ହୋମଗାର୍ଡ ପଦବୀ ପାଇଁ ନିଯୁକ୍ତି ପତ୍ର ଓ!-->…
Read More...
Read More...
ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ: ଆୟୁଷ୍ମାନ ଯୋଜନାରେ ହିତାଧିକାରୀଙ୍କୁ ଅବହେଳା କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଆୟୁଷ୍ମାନ ଯୋଜନା ଦ୍ୱାରା ଅନେକ ଗରିବ ଓ ମଧ୍ୟବିତ ଲୋକ ଉପକୃତ ହୋଇଛନ୍ତି। ସ୍ୱାସ୍ଥ୍ୟସେବାରେ ବଡ ଭୂମୀକା ଗ୍ରହଣ କରିବ ଆୟୁଷ୍ମନ କାର୍ଡ। ତେବେ ଏହି ସେବାରୁ ଯେପରି କୌଣସି ବି ହିତାଧିକାରୀ ବାଦ!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତି ଓ ସ୍ପେନ୍ ରାଷ୍ଟ୍ରଦୂତଙ୍କ ସୌଜନ୍ୟମୂଳକ ସାକ୍ଷାତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏବଂ ସ୍ପେନ୍ର ରାଷ୍ଟ୍ରଦୂତ ହିଜ ଏକ୍ସିଲେନ୍ସି ଜୁଆନ୍ ଆନ୍ଟୋନିଓ ମାର୍ଚ ପୁଜୋଲଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ହୋଇଛି। ସ୍ପେନର ରାଷ୍ଟ୍ରଦୂତ ଭାବେ ସେ ଏକାସଂଗେ ଭାରତ,!-->…
Read More...
Read More...
ଲ୍ୟାଣ୍ଡିଂ ବେଳେ ବିମାନ ଦୁର୍ଘଟଣା
କାଜାଖସ୍ତାନ: ବଡ଼ ଦିନରେ ବଡ଼ ଅଘଟଣ। ଅବତରଣ ପୂର୍ବରୁ କ୍ରାସ ହୋଇଗଲା ଯାତ୍ରୀବାହୀ ବିମାନ। କାଜାଖସ୍ତାନରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ବିମାନରେ ପ୍ରାୟ ୭୨ ଯାତ୍ରୀ ଥିଲେ। ଅକତାଉ ବିମାନବନ୍ଦର ନିକଟରେ ଜରୁରୀ ଅବତରଣ ପୂର୍ବରୁ ବିମାନଟି କ୍ରାସ୍ ହୋଇଛି। ଦୁର୍ଘଟଣାଗ୍ରସ୍ତ!-->…
Read More...
Read More...
ଆଇଏପିଏମ୍ର ୭୨ତମ ଜାତୀୟ ବାର୍ଷିକ ସମ୍ମିଳନୀ ପରିପ୍ରେକ୍ଷୀରେ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୧ ଏବଂ ୨ରେ ଚାରୋଟି…
ଭୁବନେଶ୍ୱର: ଇଣ୍ଡିଆନ୍ ଆସୋସିଏସନ୍ ଅଫ୍ ପାଥୋଲୋଜିଷ୍ଟସ ଆଣ୍ଡ ମାଇକ୍ରୋବାୟୋଲୋଜିଷ୍ଟସ (ଆଇଏପିଏମ୍) ଏବଂ ଇଣ୍ଡିଆନ୍ ଏକାଡେମି ଅଫ୍ ପାଥୋଲୋଜି-ଇଣ୍ଡିଆନ୍ ଡିଭିଜନ୍ (ଆଇଏପି-ଆଇଡି)ର ୭୨ତମ ବାର୍ଷିକ ସମ୍ମିଳନୀ କଟକ ସ୍ଥିତ ଏସ୍ସିବି ମେଡିକାଲ୍ କଲେଜରେ ଆୟୋଜିତ ହେବା ପରିପ୍ରେକ୍ଷୀରେ ଶିକ୍ଷା!-->…
Read More...
Read More...
ଖୋଲିବ ୫୮ ଟି ଶୀତଳ ଭଣ୍ଡାର
ଭୁବନେଶ୍ବର; ଗୃହରେ ଉଠିଲା ଆଳୁ ପ୍ରସଙ୍ଗ। ଆଳୁ ପାଇଁ ପଶ୍ଚିମବଙ୍ଗ ଉପରେ ନିର୍ଭରଶୀଳ ନହେବାକୁ ସରକାର ବଦ୍ଧପରିକର ବୋଲି ଉପମୁଖ୍ୟମନ୍ତ୍ରୀ ଗୃହକୁ ଅବଗତ କରାଇଛନ୍ତି। ଏହସହ ୫୮ ଟି ସବଡିଭିଜନରେ କୋଲଡ୍ ଷ୍ଟୋରେଜ ହେବା ପାଇଁ ଲକ୍ଷ୍ୟ ରହିଥିବା ନେଇ ସୂଚନା ଦେଇଛନ୍ତି।ଚଳିତ ରବି ଋତୁରେ ଆଳୁ ଚାଷ!-->…
Read More...
Read More...
ଡିସେମ୍ବର ୧୭ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
ପୁରୀ: ଆସନ୍ତା ଡିସେମ୍ବର ୧୭ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ମଙ୍ଗଳବାର ବସିଥିବା ଛତିଶା ନିଯୋଗ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି। ୩ମାସ ଭିତରେ ଶେଷ ହେବ ଏହି ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି ଆରମ୍ଭ ହେବ।!-->…
Read More...
Read More...
ଡିସେମ୍ବର ୧୫ ରୁ ସୋଆରେ ଆରମ୍ଭ ହେବ ଓଡ଼ିଶା ଓପନ୍ ଏବଂ ୧୫ ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର ଚେସ୍ ଉତ୍ସବ
ଭୁବନେଶ୍ୱର, ଡିସେମ୍ବର ୫: ଆସନ୍ତା ଡିସେମ୍ବର ୧୫ ତାରିଖରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଓଡ଼ିଶା ଓପନ୍ ଏବଂ ୧୫ତମ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବ ଆୟୋଜିତ ହେବାକୁ ଯାଉଛି। ୮ ଦିନ ଧରି ହେଉଥିବା ଏହି ପ୍ରତିଯୋଗିତାରେ ୨୫ଟି ଦେଶର ପ୍ରାୟ ୭୦୦ ପ୍ରତିଯୋଗୀ ୩ ଟି ବିଭିନ୍ନ!-->…
Read More...
Read More...