ଗତ ୨୪ ଘଣ୍ଟାରେ ୪୨୫ ଜଣ କରୋନା ପଜିଟିଭ
୦-୧୮ ବର୍ଷରେ ୭୧ ଜଣଙ୍କ ଠାରେ କରୋନା ଭୁତାଣୁ ଚିହ୍ନଟ
ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟ ୪୫୫୪ ରହିଛି
ରାଜ୍ୟର ବିଭିନ୍ନ ଜିଲ୍ଲାର ୩ ଜଣଙ୍କ ମୃତ୍ୟୁ ସଂପର୍କରେ ସୂଚନା ଦେଲା ସ୍ବାସ୍ଥ୍ୟ ବିଭାଗ
ରାଜ୍ୟରେ ମୋଟ କୋଭିଡ ମୃତ୍ୟୁ ସଂଖ୍ୟା ଛୁଇଁଲା ୮୩୧୨
ମୋଟ ଉପରେ ୬୪,୭୦୯ ନମୁନା ପରୀକ୍ଷଣ ହୋଇଥିଲା, ଟିପିଆର୍, ୦.୬୫%
ରାଜ୍ୟରେ ସମୁଦାୟ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୮ହଜାର ୮୩୬
ଖୋର୍ଦ୍ଧାରେ ୨୧୧ କୋଭିଡ୍ ପଜିଟିଭ୍ ଚିହ୍ନଟ ଓ କଟକ ୪୦
Browsing Category

Uncategorized

କେରଳରେ ଜଳପ୍ରଳୟ

କେରଳରେ ପ୍ରବଳ ବର୍ଷା ଯୋଗୁଁ ସ୍ଥିତି ସଙ୍ଗୀନ ହୋଇପଡିଛି। ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୬ ଜିଲ୍ଲାରେ ରେଡ ଆଲର୍ଟ ଜାରି କରିଛି।ସାତ ଜିଲ୍ଲାରେ ଅରେଞ୍ଜ ଏବଂ ଦୁଇ ଜିଲ୍ଲାରେ ୟେଲୋ ଆଲର୍ଟ ଜାରି କରାଯାଇଛି। ଲଗାଣ ବର୍ଷା ଯୋଗୁଁ ଭୂସ୍ଖଳନ ସହ ବନ୍ୟା ସ୍ଥିତି ଉପୁଜିଛି। କୋଟାୟମ ଓ ଉଡୁକି…
Read More...

ଟପ୍ ଆତଙ୍କୀକୁ ଘେରିଲେ ସୁରକ୍ଷାକର୍ମୀ

ଜମ୍ମୁ କାଶ୍ମୀର: ପୁଲୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ। ପୁଲୱାମା ପମ୍ପୋରରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି। ସୂଚନା ରହିଛି ଯେ, ସୁରକ୍ଷା କର୍ମୀ ମାନେ ଲସ୍କର କମାଣ୍ଡର ଉମର ମୁସ୍ତାକ ଖାଣ୍ଡେକୁ ଘେରାବନ୍ଦୀ କରିଦେଇଛନ୍ତି। ଉମର…
Read More...

ଥମୁନି ତୈଳଦର..ପୁଣି ବଢିଲା

ଭୁବନେଶ୍ବର: ପୁଣି ତେଲରେ ନିଆଁ। ଆଜି ପୁଣି ବଢିଛି ପେଟ୍ରୋଲ ଓ ଡିଜେଲ ଦର। ଉଭୟ ତୈଳ ଦରରେ ୩୫ ପଇସା ଲେଖାଁଏ ବୃଦ୍ଧି କରିଛନ୍ତି ତୈଳ କମ୍ପାନି। କେବଳ ଅକ୍ଟୋବର ମାସରେ ହିଁ ପେଟ୍ରୋଲ ୩ ଟଙ୍କା ୫୦ ପଇସା ମହଙ୍ଗା ହେଲାଣି। ଡିଜେଲ ମଧ୍ୟ ୪ ଟଙ୍କା ବୃଦ୍ଧି ପାଇଛି। ଗତ ମଙ୍ଗଳବାର ଓ ବୁଧବାର ଦୁଇ…
Read More...

ପୁଞ୍ଝରେ ଆତଙ୍କୀ-ସୁରକ୍ଷାକର୍ମୀ ମୁହାଁମୁହିଁ

ଜମ୍ମୁ କାଶ୍ମୀର: ପୁଞ୍ଝରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ। ବିମ୍ବର ଗଳିରେ ଚାଲିଥିବା ଏନକାଉଣ୍ଟରରେ ଜଣେ ଜେସିଓ ସହିଦ ହୋଇଥିବା ବେଳେ ଦୁଇ ଜଣ ଯବାନ ଆହତ ହୋଇଛନ୍ତି। ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଗୁରୁବାର ସନ୍ଧ୍ୟାରୁ ଜାରି ରହିଛି। ଏହା…
Read More...

ନିଜ ରେକର୍ଡ ନିଜେ ଭାଙ୍ଗୁଛନ୍ତି, ପୂରା ଲଗାମଛଡା

ଭୁବନେଶ୍ବର: ଦେଶରେ ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଯାଉଛି ପେଟ୍ରୋଲ ଓ ଡିଜେଲ ଦର। ଦୁଇ ଦିନ ପରେ ଆଜି ପୁଣି ବଢିଛି ତୈଳ ଦର। ଲଗାତର ୭ ଦିନ ଦର ବଢିବା ପରେ ଦୁଇ ଦିନ ମଙ୍ଗଳବାର ଓ ବୁଧବାର ତୈଳ ଦର ସ୍ଥିର ରହିଥିଲା। ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୩୬ ପଇସା ଓ ୩୯…
Read More...

ଗୋଟିଏ ପରେ ଗୋଟିଏ ରାଜ୍ୟରେ ସଙ୍କଟ, ଆଗକୁ ଅନ୍ଧାର!

ନୂଆଦିଲ୍ଲୀ: ଦେଶର ଅନେକ ବିଦ୍ୟୁତ କମ୍ପାନି ସାମନାରେ ଏବେ କୋଇଲା ଅଭାବ ମୁଣ୍ଡ ଟେକି ଛିଡା ହୋଇଛି। କୋଇଲା ଅଭାବରୁ ଦେଶର ଅନେକ ରାଜ୍ୟରେ ଘୋର ବିଜୁଳି ସଂକଟ ପରିସ୍ଥିତି ଉପୁଜିପାରେ। । ଏହି ପ୍ରସଙ୍ଗରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦାବି ମଧ୍ୟରେ ଅନେକ ପାର୍ଥକ୍ୟ ରହୁଛି। କୋଇଲା ଅଭାବ…
Read More...

ପ୍ରତିଶୋଧ ନେଲା ସେନା: ଟଳିଲେ ୩ ଲସ୍କର

ଜମ୍ମୁ କାଶ୍ମୀର: ଜମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀ ତୁରନ୍ତ ୫ ଯବାନଙ୍କ ବଳିଦାନର ବଦଲା ନେଇଛନ୍ତି। ସୋପିଆନରେ ଆଜି ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନକାଉଣ୍ଟରରେ ନିହତ ୩ ଆତଙ୍କବାଦୀ ଟିଆରଏଫ ସଦସ୍ୟ। ଘଟଣାସ୍ଥଳରୁ ବିପୁଳ ବିସ୍ଫୋରକ ଜବତ ହୋଇଥିବା ବେଳେ ସର୍ଚ୍ଚ ଅପରେସନ…
Read More...

ଆଜି ବି ବଢିଲା ତୈଳ ଦର…

ଭୁବନେଶ୍ବର: ଆଜି ବି ବଢିଲା ତେଲ ଦର। ଦେଶରେ କ୍ରମାଗତ ଭାବରେ ତୈଳ ଦର ବଢିଚାଲିଛି। ଲଗାତର ସପ୍ତମ ଦିନରେ ତୈଳ ଦର ବୃଦ୍ଧି ପାଇଛି।ପେଟ୍ରୋଲ ଲିଟର ପିଛା ୩୦ ପଇସା ମହଙ୍ଗା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ହୋଇଛି। ୧୦ ଦିନରେ ପେଟ୍ରୋଲ ମୂଲ୍ୟରେ ୨ ଟଙ୍କା ୮୦ ପଇସା ବୃଦ୍ଧି…
Read More...

ଏନକାଉଣ୍ଟରରେ ଟଳିଲେ ୨ ଆତଙ୍କୀ

ଜମ୍ମୁ କାଶ୍ମୀର: ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ। ଦୁଇଟି ପୃଥକ ପୃଥକ ସ୍ଥାନରେ ଏନକାଉଣ୍ଟର କରାଯାଇଛି। ଅନନ୍ତନାଗରେ ଓ ବାନ୍ଦିପୋରାରେସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଅନନ୍ତନାଗରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଥିବା ବେଳେ ଜଣେ ସୁରକ୍ଷାକର୍ମୀ ଆହତ…
Read More...

‘ମାନବସମ୍ବଳ ଅଭାବ ଏବେ ବଡ ସମସ୍ୟା’

ଭାରତୀୟ ମାନବ ସମ୍ବଳ ନେତୃତ୍ୱ ପୁରସ୍କାର ଉତ୍ସବ ୨୦୨୧ ନୂଆଦିଲ୍ଲୀ: ଦୁଇବର୍ଷ ତଳେ ଭାରତୀୟ ମାନବ ସମ୍ବଳ ସଂଗଠନ ଆରମ୍ଭ କରିଥିଲେ ସମର ମହାପାତ୍ର।ଏହି ସଂସ୍ଥାର ଉଦ୍ଦେଶ୍ୟ ଥିଲା, ମାନବ ସମ୍ବଳ କର୍ମଜୀବୀଙ୍କର ଜ୍ଞାନ ଓ ଅନୁଭବର ଆଦାନ ପ୍ରଦାନ କରିବ। କ୍ୟାରିଅର ତିଆରିକୁ ସୁବିଧା ଜନକ…
Read More...