ପ୍ରମୁଖ ଖବର

‘ପୁଷ୍ପା ୨’ ଦଳାଚକଟା ଘଟଣାରେ ମୃତ ମହିଳାଙ୍କ ପରିବାରକୁ ୨ କୋଟି ଦେବେ ଅଲ୍ଲୁ ଅର୍ଜୁନ
ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ପୂର୍ବତନ ରାଜ୍ୟପାଳ ରଘୁବର ଦାସ
କଳାହାଣ୍ଡି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ
ପତଞ୍ଜଳି ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲା ଡାବର କମ୍ପାନି
କାଜାଖସ୍ତାନରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି
Browsing Category

Uncategorized

କାର୍ଯ୍ୟରତ ପୋଲିସ ଅକାଳରେ ମୃତ୍ୟୁ ବରଣ କଲେ ପରିବାରକୁ ମିଳିବ ଆର୍ଥିକ ସହାୟତା

ଭୁବନେଶ୍ବର: କାର୍ଯ୍ୟରତ ପୋଲିସ ଅକାଳରେ ମୃତ୍ୟୁ ବାରଣ କଲେ ପରିବାରକୁ ମିଳିବ ଆର୍ଥିକ ସହାୟତାକାର୍ଯ୍ୟରତ ପୋଲିସ କର୍ମଚାରୀମାନଙ୍କ ପାଇଁ ଖୁସି ଖବର। ଏଣିକି ଅକାଳରେ ମୃତ୍ୟୁ ବରଣ କରୁଥିବା ପୋଲିସ କର୍ମଚାରୀଙ୍କ ପରିବାରକୁ ଆର୍ଥିକ ସହାୟତା ମିଳିବ। ଏନେଇ ନିଆଯାଉଛି ଏକ ବଡ଼ ପଦକ୍ଷେପ।
Read More...

ଏଥର ରଥଯାତ୍ରାରେ ଟ୍ରାଫିକ ନିୟନ୍ତ୍ରଣ କରିବ ଡ୍ରୋନ୍

ଭୁବନେଶ୍ବର: ଏଥର ରଥଯାତ୍ରାରେ ଡ୍ରୋନ୍ ସାହାଯ୍ୟରେ ହେବ ଭିଡ ନିୟନ୍ତ୍ରଣ। ରଥଯାତ୍ରାରେ ଟ୍ରାଫିକ ସୁପରିଚାଳନା ନେଇ ଟ୍ରାଫିକ ଦାଇତ୍ୱରେ ଥିବା ଏଡିଜି ଦୟାଲ୍ ଗଙ୍ଗଓ୍ବାରଙ୍କ ସାମ୍ବାଦିକ ସମ୍ମିଳନୀ କରି କିପରି ଡ୍ରୋନ୍ ସାହାଯ୍ୟରେ ଟ୍ରାଫିକ ନିୟନ୍ତ୍ରଣ କରାଯିବ ଏହି ସୂଚନା ଦେଇଛନ୍ତି। ୩୦
Read More...

ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି

ଭୁବନେଶ୍ବର: ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି। ୧୬ ଜଣିଆ କମିଟିର ଅଧ୍ଯକ୍ଷ ରହିବେ ଜଷ୍ଟିସ ବିଶ୍ବନାଥ ରଥ । ସଦସ୍ଯ ରହିବେ- ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର,
Read More...

ରଥଯାତ୍ରା ପାଇଁ ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୮ ତାରିଖରେ ବନ୍ଦ ରହିବ।। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ସୂଚନା ଦେଇଛି। ସୂଚନାଯୋଗ୍ୟ, ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ
Read More...

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଥିବା ଦୁର୍ବଳ ଥିବା ନଦୀବନ୍ଧ ଏବଂ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି ପାଇଁ
Read More...

ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ: ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଥରେ ଖରାପ ହୋଇଛି। ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରିଷ୍ଠ ନ୍ୟୁରୋଲୋଜିଷ୍ଟ ଡାକ୍ତର ବିନୀତ ସୁରିଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା
Read More...

ଆସନ୍ତା ୮ତାରିଖ ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ

ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନ ଛୁଟି ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖ (ସୋମବାର) ଦିନ ଓଡ଼ିଶା ସରକାରଙ୍କ ସମସ୍ତ
Read More...

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ

ଭୁବନେଶ୍ଵର, ଜୁଲାଇ ୩: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ। ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା
Read More...

ବଢ଼ିଲା କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତର ଅବଧି

ନୂଆଦିଲ୍ଲୀ: ଦିନ କୁ ଦିନ ଅରବିନ୍ଦ କେଜ୍‌ରିୱାଲଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତ ଜୁଲାଇ ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ନ୍ୟାୟିକ ହେପାଜତର ଅବଧିକୁ ବଢାଇ ଦେଇଛନ୍ତି। ଅରବିନ୍ଦ
Read More...

ମୋ ବସ ହେବ ଇଲେକ୍ଟ୍ରିକ ବସ

ଭୁବନେଶ୍ବର: ଆଗାମୀ ଦିନରେ ସବୁ ମୋ ବସ ଗୁଡିକ ଇଲେକ୍ଟ୍ରିକ ବସ ହେବ। ଏବେ ୪ଶହରୁ ଅଧିକ ଡିଜେଲ ଚାଳିତ ବସ ଚାଲୁଛି। ମୋ ବସ ଯାତ୍ରୀଙ୍କ ପାଇଁ ଉନ୍ନତ ମାନର ଅନଲାଇନ ପେମେଣ୍ଟ ସିଷ୍ଟମ ଉପରେ ଧ୍ୟାନ ଦିଆଯିବ। ୫ ବର୍ଷ ହେଲା ମୋ ବସ ଭଲ ପ୍ରଦର୍ଶନ କରୁଛି। ଏବେ ୪୬୩ ବସ ଚାଲୁଛି। ତା ମଧ୍ୟରୁ ୬୩ଟି
Read More...