ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category

Uncategorized

ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି

ଭୁବନେଶ୍ବର: ରତ୍ନଭଣ୍ଡାର ପାଇଁ ଗଠନ ହେଲା ୧୬ ଜଣିଆ କମିଟି। ୧୬ ଜଣିଆ କମିଟିର ଅଧ୍ଯକ୍ଷ ରହିବେ ଜଷ୍ଟିସ ବିଶ୍ବନାଥ ରଥ । ସଦସ୍ଯ ରହିବେ- ଡାକ୍ତର ସିବିକେ ମହାନ୍ତି, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରାଜୀବ ସାହୁ, ଅବସରପ୍ରାପ୍ତ ଆଇଏଏସ ଜଗଦୀଶ ମହାନ୍ତି, ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର,
Read More...

ରଥଯାତ୍ରା ପାଇଁ ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ୮ ତାରିଖରେ ବନ୍ଦ ରହିବ।। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ସୂଚନା ଦେଇଛି। ସୂଚନାଯୋଗ୍ୟ, ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ
Read More...

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଥିବା ଦୁର୍ବଳ ଥିବା ନଦୀବନ୍ଧ ଏବଂ ଅତୀତରେ ସୃଷ୍ଟି ହୋଇଥିବା ଘାଇକୁ ତୁରନ୍ତ ମରାମତି ପାଇଁ
Read More...

ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ: ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଥରେ ଖରାପ ହୋଇଛି। ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବରିଷ୍ଠ ନ୍ୟୁରୋଲୋଜିଷ୍ଟ ଡାକ୍ତର ବିନୀତ ସୁରିଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା
Read More...

ଆସନ୍ତା ୮ତାରିଖ ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ

ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ ମଧ୍ୟ ବନ୍ଦ ରହିବ ସୋମବାର ଦିନ ରାଜ୍ୟର ସମସ୍ତ ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍‌ ପ୍ରତିଷ୍ଠାନ ଛୁଟି ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖ (ସୋମବାର) ଦିନ ଓଡ଼ିଶା ସରକାରଙ୍କ ସମସ୍ତ
Read More...

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ

ଭୁବନେଶ୍ଵର, ଜୁଲାଇ ୩: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ। ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା
Read More...

ବଢ଼ିଲା କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତର ଅବଧି

ନୂଆଦିଲ୍ଲୀ: ଦିନ କୁ ଦିନ ଅରବିନ୍ଦ କେଜ୍‌ରିୱାଲଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ନ୍ୟାୟିକ ହେପାଜତ ଜୁଲାଇ ୧୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ନ୍ୟାୟିକ ହେପାଜତର ଅବଧିକୁ ବଢାଇ ଦେଇଛନ୍ତି। ଅରବିନ୍ଦ
Read More...

ମୋ ବସ ହେବ ଇଲେକ୍ଟ୍ରିକ ବସ

ଭୁବନେଶ୍ବର: ଆଗାମୀ ଦିନରେ ସବୁ ମୋ ବସ ଗୁଡିକ ଇଲେକ୍ଟ୍ରିକ ବସ ହେବ। ଏବେ ୪ଶହରୁ ଅଧିକ ଡିଜେଲ ଚାଳିତ ବସ ଚାଲୁଛି। ମୋ ବସ ଯାତ୍ରୀଙ୍କ ପାଇଁ ଉନ୍ନତ ମାନର ଅନଲାଇନ ପେମେଣ୍ଟ ସିଷ୍ଟମ ଉପରେ ଧ୍ୟାନ ଦିଆଯିବ। ୫ ବର୍ଷ ହେଲା ମୋ ବସ ଭଲ ପ୍ରଦର୍ଶନ କରୁଛି। ଏବେ ୪୬୩ ବସ ଚାଲୁଛି। ତା ମଧ୍ୟରୁ ୬୩ଟି
Read More...

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଏହି ବୈଠକ ଜାରି ରହିଛି। ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ସମେତ ଅଧିକାଂଶ ବିଭାଗର ମନ୍ତ୍ରୀମାନେ
Read More...

ଟ୍ରାଫିକ କନଷ୍ଟେବଳ ମଧୁସୂଦନଙ୍କ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରର ଜୟଦେବ ବିହାର ଫ୍ଲାଏ ଓଭର ନିକଟ ଏନ୍ଏଚ୍-୧୬ ରେ ଜଣେ ଟ୍ରାଫିକ୍ ପୋଲିସ୍ କନଷ୍ଟେବଳଙ୍କୁ ଗାଡି ଧକ୍କା ଦେବା ଘଟଣାରେ ମଙ୍ଗଳବାର ଦିନ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ। ଟ୍ରକ ଧକ୍କାରେ ଟ୍ରାଫିକ କନଷ୍ଟେବଳ ମଧୁସୂଦନ କିର୍ସାନୀଙ୍କ ମୃତ୍ୟୁ ଘଟଣାରେ
Read More...