Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category
Uncategorized
ସବୁଜରୁ ଗେରୁଆ ରଙ୍ଗ ହେଲା ଲକ୍ଷ୍ମୀ ବସ୍
ଭୁବନେଶ୍ବର: ଲୋକଙ୍କ ଗମନାଗମନ ପାଇଁ ବିଜେଡି ସରକାର ଆରମ୍ଭ କରିଥିଲା ଲକ୍ଷ୍ମୀବସ୍ ଯୋଜନା। ସରକାର ଶାସନରୁ ଯିବା ପରେ ହଟେଇ ଦିଅ ଯାଉଛି ସରକାରଙ୍କ ଚିହ୍ନ ବର୍ଣ୍ଣ। ବିଜେପି ସରକାର ଏବେ ଶାସନକୁ ଆସିଛନ୍ତି। ଏବେ ବଦଳା ଚାଲିଛି ପୂର୍ବତନ ସରକାର ଦେଇଆସୁଥିବା ସମସ୍ତ ଯୋଜନାର ରୂପରଙ୍ଗ। ସେଇ!-->…
Read More...
Read More...
ବିଜିନେସ୍ ୱାର୍ଲ୍ଡ ର୍ୟାଙ୍କିଙ୍ଗ୍ସ : ସୋଆ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ’ ପୂର୍ବାଂଚଳରେ ପ୍ରଥମ, ଦେଶରେ…
ଭୁବନେଶ୍ୱର, ୨/୦୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ଲିଗାଲ୍ ଷ୍ଟଡିଜ୍, ସୋଆ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍) ଇଂରାଜୀ ପତ୍ରିକା ବିଜିନେସ୍ ୱାର୍ଲ୍ଡ ଦ୍ୱାରା ପ୍ରସ୍ତୁତ ଟପ୍ ୧୦୦ ଲ’ ସ୍କୁଲ୍ ର୍ୟାଙ୍କିଙ୍ଗ୍ସର ତୃତୀୟ ସଂସ୍କରଣରେ ପୂର୍ବାଂଚଳରେ ୧ ନମ୍ବର!-->…
Read More...
Read More...
ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୀ: ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମଙ୍ଗଳବାର ପୁରୀରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥର ରଥଯାତ୍ରା!-->…
Read More...
Read More...
ରଥଯାତ୍ରାରେ ଯୋଗଦେବେ ମହାମହିମ
୭ତାରିଖରେ ପୁରୀ ଗସ୍ତ କରି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦର୍ଶନ କରିବେ
ଭୁବନେଶ୍ବର: ଏଥର ପୁରୀରେ ରଥଯାତ୍ରା ଦେଖିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ରାଜ୍ୟ ପ୍ରଶାସନିକସ୍ତରରେ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ!-->!-->!-->…
Read More...
Read More...
ଦାୟିତ୍ୱ ନେବା ପରେ ପ୍ରାରମ୍ଭିକ ବୈଠକ କଲେ ଶ୍ରୀ ଆହୁଜା
ଭୁବନେଶ୍ବର: ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଦାୟିତ୍ୱ ନେବା ପରେ ଆକ୍ସନ ମୋଡ଼କୁ ଆସିଛନ୍ତି। ଆଜି ସନ୍ଧ୍ୟାରେ ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ କାର୍ଯ୍ୟ ସୁଚାରୁରୂପେ ସଂପାଦନ କରିବା ପାଇଁ ସମସ୍ତ!-->…
Read More...
Read More...
ରଥଯାତ୍ରା ଦିନ ମନ୍ଦିର ଭିତରକୁ ଭିଆଇପିଙ୍କ ପ୍ରବେଶ ମନା
ପୁରୀ: ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ତେଣୁ!-->…
Read More...
Read More...
ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ
ଭୁବନେଶ୍ବର: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଚଳିତ ଥର ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ମନ୍ କି ବାତ୍ ରେଡିଓ କାର୍ଯ୍ୟକ୍ରମ ରବିବାର ପୁଣି ଆରମ୍ଭ ହୋଇଛି। ତିନିମାସ ଧରି ଚାଲିଥିବା ଲୋକ ସଭା ନିର୍ବାଚନ ଏବଂ ପରେ ଶପଥ ଗ୍ରହଣ ହେତୁ ପ୍ରଧାନମନ୍ତ୍ରୀ ତାଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଭାଗ!-->…
Read More...
Read More...
ପାତାଳରେ ଥିଲେ ବି ଦୋଷୀଙ୍କୁ ଖୋଜି ଦଣ୍ଡବିଧାନ କରାଯିବ
ଭୁବନେଶ୍ବର: ଖୁବଶୀଘ୍ର ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଏବଂ ଗଣତି ହେବ। ଯଦି କିଛି ଗଡ଼ବଡ଼ ହୋଇଥାଏ, ଦୋଷୀକୁ ଦଣ୍ଡ ବିଧାନ କରାଯିବ ବୋଲି ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପି ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏହି ସଭାରେ ଭାଜପାର ୨୦ ଏମ୍ପି!-->…
Read More...
Read More...
ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ
ନୂଆଦିଲ୍ଲୀ: ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ ଦେଶର ପରବର୍ତ୍ତୀ ସ୍ଥଳସେନାଧ୍ୟକ୍ଷ ଭାବେ ଦାୟିତ୍ଵ ନେବେ। ଆଜି ଜେନେରାଲ ମନୋଜ ପାଣ୍ଡେଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିବେ ଲେପ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ଵିୱେଦୀ। ଦେଶର ୩୦ତମ ସ୍ଥଳସେନାଧ୍ୟକ୍ଷ ହେବେ ଲେପ୍ଟେନାଣ୍ଟ ଜେନେରାଲ!-->…
Read More...
Read More...