Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category
Uncategorized
ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ
ଭୁବନେଶ୍ବର: ପୁଣି ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ। ଏନେଇ ଆଜି ସଙ୍କେତ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ତେବେ କେବଳ ହାଇସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗରେ ପରିବର୍ତ୍ତନ କରାଯାଇପାରେ। ପ୍ରାଇମେରୀ ସ୍କୁଲ ପିଲାଙ୍କ ଡ୍ରେସ୍ ର ରଙ୍ଗ ଯେମିତି ଅଛି, ସେମିତି ହିଁ ରହିବ!-->…
Read More...
Read More...
ବଦଳିବ ଲକ୍ଷ୍ମୀ ବସର ନାଁ, ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’
ଭୁବନେଶ୍ବର: ହଟିବ ଲକ୍ଷ୍ମୀ ବସର ନାଁ। ଲକ୍ଷ୍ମୀ ବସ ବଦଳରେ ଲେଖା ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’। ଲକ୍ଷ୍ମୀ ବସ୍ ଭବିଷ୍ୟତ ନେଇ ଆଜି ସ୍ପଷ୍ଟ କରିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା। ଲକ୍ଷ୍ମୀ ବସ୍ ନାଁ ବଦଳାଇ ଏହାକୁ ମୁଖ୍ୟମନ୍ତ୍ରୀ ବସ୍ ସେବା କରାଯିବ ବୋଲି କହିଛନ୍ତି ମନ୍ତ୍ରୀ।!-->…
Read More...
Read More...
ନିଟ୍ ରଦ୍ଦ କରିବାକୁ ମୋଦିଙ୍କୁ ଚିଠି ଲେଖିଲେ ମମତା ବାନର୍ଜୀ
ନୂଆଦିଲ୍ଲୀ: ପେପର୍ ଲିକ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀ। ନିଟ୍ ରଦ୍ଦ କରିବାକୁ ଚିଠିରେ ମମତା ବାନାର୍ଜୀ ଦାବି କରିଛନ୍ତି। ଏହା ସହ ପୁରୁଣା ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବା ଉଚିତ୍ ବୋଲି ମମତା ଉଲ୍ଲେଖ!-->…
Read More...
Read More...
ବଦଳିପାରେ ମେକ ଇନ ଓଡ଼ିଶା ନାଁ
ଭୁବନେଶ୍ବର: ବଦଳିପାରେ ମେକ ଇନ ଓଡ଼ିଶା ନାଁ। ଏନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଇସାରା ଦେଇଛନ୍ତି। ମେକ ଇନ ଓଡ଼ିଶା ଜାଗାରେ ଉତ୍କଳ ଇନଭେଷ୍ଟ ସମିଟ ହୋଇପାରେ ବୋଲି ଜଣାପଡିଛି। ଉତ୍କଳ ଇନଭେଷ୍ଟ ସମିଟ ଜରିଆରେ ପୁଞ୍ଜି ଆଣିବାକୁ ଲକ୍ଷ୍ୟ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।
ମନ୍ତ୍ରୀ!-->!-->!-->…
Read More...
Read More...
ରଥଯାତ୍ରାରେ ଚାଲିବ ୩୧୫ଟି ସ୍ୱତନ୍ତ୍ର ଟ୍ରେନ
ନୂଆଦିଲ୍ଲୀ: ଚଳିତବର୍ଷ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ପ୍ରତିବର୍ଷ ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ୩୧୫ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବ ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି। ଶୁକ୍ରବାର!-->…
Read More...
Read More...
ଭୁବନେଶ୍ୱର ସହ ୧୧ଟି ବିମାନ ବନ୍ଦର ହେବ ଘରୋଇକରଣ
ଭୁବନେଶ୍ବର: ଦେଶର ୧୧ଟି ବିମାନ ବନ୍ଦରକୁ ଘରୋଇକରଣ କରାଯିବ। ସେଥିମଧ୍ୟରେ ରହିଛି ଭୁବନେଶ୍ୱର, ଇନ୍ଦୋର, ରାୟପୁର, ତ୍ରିଚି, ଅମୃତସର, କାଲିକଟ, କୋଏମ୍ବାଟୁର, ନାଗପୁର, ପାଟନା, ମଦୁରାଇ, ସୁରଟ, ରାଞ୍ଚି, ଯୋଧପୁର, ଚେନ୍ନାଇ, ବିଜୟୱାଡା, ଭଦୋଦରା, ଭୋପାଳ, ତିରୁପତି, ହବଲି, ଇମ୍ଫାଲ,!-->…
Read More...
Read More...
ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ, ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ: ବରିଷ୍ଠ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା ହେତୁ ତାଙ୍କୁ ୨୬ ଜୁନ ରାତିରେ ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।
ସୂଚନା ଅନୁଯାୟୀ, ୨୬ ଜୁନ ସଂଧ୍ୟାରେ ୯୬ ବର୍ଷୀୟ ଆଡଭାନୀଙ୍କ!-->!-->!-->…
Read More...
Read More...
ବେଙ୍ଗାଲୁରୁରେ ସୋଆ ଆୟୋଜିତ ଆଲିଶିପ୍ ++ରେ କର୍ପୋରେଟ ନେତୃତ୍ୱ ଯୋଗଦାନ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଗତ ଶନିବାର ବେଙ୍ଗାଲୁରୁ ଠାରେ କର୍ପୋରେଟ ନେତୃବୃନ୍ଦଙ୍କୁ ନେଇ ‘ଆଲିଶିପ୍ ++’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରାୟ ୭୦ ଜଣ କର୍ପୋରେଟ ନେତୃବୃନ୍ଦ ଯୋଗ ଦେଇଥିଲେ। ଏଥିରେ ପ୍ରଥମ ଭାରତୀୟ ଭାବେ ଆଥଲେଟିକ୍ସରେ!-->…
Read More...
Read More...
୬ରେ ଓଡିଶା ଆସିବେ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି।
ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା!-->!-->!-->…
Read More...
Read More...
ଏନକାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ
ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରରେ ସୁରକ୍ଷାବାହିନୀକୁ ସଫଳତା। ଏନକାଉଣ୍ଟରରେ ଟଳିଲେ ଦୁଇ ଆତଙ୍କବାଦୀ। ବୁଧବାର ସକାଳେ ଦୋଡା ଜିଲ୍ଲାର ସିନ୍ନୁ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସକାଳ ୯ଟା ୫୦ଟା ସମୟରେ ଏହି ଗୁଳି ବିନିମୟ ଆରମ୍ଭ ହୋଇଥିବା ବେଳେ!-->…
Read More...
Read More...