ପ୍ରମୁଖ ଖବର

ରାଜ୍ୟର ସରକାରୀ କର୍ମଚାରୀଙ୍କୁ ଅବସର ଦିନ ମିଳିବ ପୂର୍ଣ୍ଣାଙ୍ଗ ପେନସନ
ବଦଳିବେ ବରଗଡ଼ ଧନୁଯାତ୍ରା କଂସ
ଦିଲ୍ଲୀ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରୁ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ
ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ କେନ୍ଦୁଝରର ଫାଷ୍ଟଟ୍ରାକ କୋର୍ଟ
ଦକ୍ଷିଣ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ଘନୀଭୂତ ହୋଇ ତାମିଲନାଡୁ ଉପକୂଳ ଆଡ଼କୁ ଅଗ୍ରସର ହେବା ସମ୍ଭାବନା
ମହାରାଷ୍ଟ୍ରର ସାଙ୍ଗଲି ଜିଲ୍ଲାର ଏକ ସାର କାରଖାନାରେ ଭୟଙ୍କର ବିସ୍ଫୋରଣ: ୩ ମୃତ ୯ ଆହତ
ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ,ବବି ଦାସଙ୍କ ଭାଇ ନାଁରେ ଏତଲା
Browsing Category

Uncategorized

ଟ୍ରେନ୍‌ ଦୁର୍ଘଟଣାରେ ମୃତକ ପରିବାରକୁ ମିଳିବ ୧୦ ଲକ୍ଷ

ଭୁବନେଶ୍ବର: ପଶ୍ଚିମବଙ୍ଗରେ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୧୦ ଲକ୍ଷ, ଗୁରୁତରଙ୍କୁ ଅଢ଼େଇ ଲକ୍ଷ ଏବଂ ଆହତଙ୍କ ପରିବାରକୁ ୫୦ ହଜାର ଟଙ୍କା
Read More...

ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା : ୧୧ ଉଦ୍ଧାର, ୬ ନିଖୋଜ

ବିହାର: ବିହାରର ପାଟନା ଅନ୍ତର୍ଗତ ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୬ ଯାତ୍ରୀ ନିଖୋଜ ହୋଇଯାଇଛନ୍ତି। ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ନିଖୋଜ ଯାତ୍ରୀମାନଙ୍କୁ ଖୋଜିବା ଲାଗି ଏସଡିଆରଏଫ ପକ୍ଷରୁ ଉଦ୍ୟମ ଜାରି ରହିଛି। ଗଙ୍ଗା ଦଶହରା ପାଳନ ସମୟରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ପାଟନାଠାରୁ ୭୦
Read More...

ଦିଲ୍ଲୀରେ ଜଳ ସଙ୍କଟ: ପାଇପଲାଇନ ସୁରକ୍ଷା ପାଇଁ ପୋଲିସକୁ ଚିଠି ଲେଖିଲେ ମନ୍ତ୍ରୀ

ନୂଆଦିଲ୍ଲୀ: ଟୋପେ ପାଣି ପାଇଁ ଡହଳବିକଳ ହେଉଛନ୍ତି ଦିଲ୍ଲୀ ବାସୀ। ଟ୍ୟାଙ୍କର ଆସିବା କ୍ଷଣି ଗାଡ଼ି ଉପରେ ଚଢ଼ି ଜୋରଜବରଦସ୍ତ ପାଣି ନେଉଛନ୍ତି। ରାଜଧାନୀର ଏଭଳି ଦୃଶ୍ୟ ସମଗ୍ର ଦେଶ ପାଇଁ ସତର୍କ ଘଣ୍ଟି ପାଲଟିଛି। ପରିସ୍ଥିତି ଏପରି ହେଲାଣି ଯେ, ସରକାର ଏବେ ପାନୀୟଜଳ ପାଇପଲାଇନର ସୁରକ୍ଷାକୁ
Read More...

ନୂଆ ସରକାରରେ କାହାକୁ ମିଳିଲା କେଉଁ ବିଭାଗ ?

ଭୁବନେଶ୍ବର: ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ ହେଲା। ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ। ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓଙ୍କୁ ମିଳିଲା କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି
Read More...

ବଦ୍ରିନାଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୨ ମୃତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍‌ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି । ଏସଡିଆରଏଫ ଟିମ୍‌‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହିତ ୯ ଜଣ ଆହତଙ୍କୁ
Read More...

ଏନକାଉଣ୍ଟରରେ ୮ ନକ୍ସଲ ନିପାତ, ଜଣେ ଯବାନ୍ ସହିଦ

ଛତିଶଗଡ: ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲ୍ଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ୍ ସହିଦ ହୋଇଛନ୍ତି । ଅନ୍ୟ ଦୁଇ ଯବାନ୍ ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ଛତିଶଗଡ଼ ବିଜାପୁର ଜିଲ୍ଲାର ଅବୁଝମା ଜଙ୍ଗଲରେ 
Read More...

ନିଷ୍କ୍ରିୟ ବେଳେ ଫୁଟିଲା ବୋମା, ପୋଲିସ କର୍ମଚାରୀ ମୃତ

କଟକ: ପହିଲି ରଜରେ ଅଘଟଣ। କଟକ ସଦରଥାନା କାଜି ପାଟଣାରେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ବ୍ରିଜ ନିକଟରେ ବୋମା ନିଷ୍କ୍ରିୟ ଦଳ ବୋମା ନିଷ୍କ୍ରିୟ କରୁଥିବା ବେଳେ ଜଣଙ୍କର
Read More...

ଦେଶବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଓଡ଼ିଶାର ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ, ଦୋଳି ଖେଳରେ
Read More...

ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ

ଭୁବନେଶ୍ବର: ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ପାଲଟିଛି। ଅତିଥି ଭବନର ପ୍ରଥମ ମହଲାକୁ ଏଥିଲାଗି ପ୍ରସ୍ତୁତ କରାଯାଇଛି। ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚିଛନ୍ତି। ତେବେ ଦୀର୍ଘ ୨୫ ବର୍ଷ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ
Read More...

ପଳାଶୁଣିରେ ଛକରେ ୪ରୁ ଅଧିକ କାରକୁ ପିଟିଲା ଟ୍ରକ

ଭୁବନେଶ୍ବର: ପଳାଶୁଣି ଛକରେ ଗୁରୁବାର ଅପରାହ୍ନରେ ସିରିଜ୍‌ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୫ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ଅପରାହ୍ନରେ ଗୋଟିଏ ଟ୍ରକ୍‌ ଭାରସାମ୍ୟ ହରାଇଦ୍ରୁତ ଗତିରେ ଯାଇ ଗୋଟିଏ ପରେ ଗୋଟିଏ କାର୍‌ ଓ
Read More...