Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ରାଜ୍ୟର ସରକାରୀ କର୍ମଚାରୀଙ୍କୁ ଅବସର ଦିନ ମିଳିବ ପୂର୍ଣ୍ଣାଙ୍ଗ ପେନସନ
ବଦଳିବେ ବରଗଡ଼ ଧନୁଯାତ୍ରା କଂସ
ଦିଲ୍ଲୀ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରୁ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ
ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ କେନ୍ଦୁଝରର ଫାଷ୍ଟଟ୍ରାକ କୋର୍ଟ
ଦକ୍ଷିଣ ବଙ୍ଗୋପସାଗର ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ଘନୀଭୂତ ହୋଇ ତାମିଲନାଡୁ ଉପକୂଳ ଆଡ଼କୁ ଅଗ୍ରସର ହେବା ସମ୍ଭାବନା
ମହାରାଷ୍ଟ୍ରର ସାଙ୍ଗଲି ଜିଲ୍ଲାର ଏକ ସାର କାରଖାନାରେ ଭୟଙ୍କର ବିସ୍ଫୋରଣ: ୩ ମୃତ ୯ ଆହତ
ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ,ବବି ଦାସଙ୍କ ଭାଇ ନାଁରେ ଏତଲା
Browsing Category
Uncategorized
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଫେକ୍ ଆଇଡି
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଫେକ୍ ଆଇଡି ଖୋଲା ହୋଇଛି। ମୁଖ୍ୟମନ୍ତ୍ରୀ ହେବାର ୨୪ ଘଣ୍ଟା ନପୁରୁଣୁ ତାଙ୍କ ନାମରେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ଫେକ୍ ଆକାଉଣ୍ଟ ଖୋଲାଯାଇ ତାଙ୍କୁ ବଦ୍ନାମ କରିବାକୁ ଉଦ୍ୟମ କରାଯାଇଛି। ଆଜି ୫-ଟି ଓ ମୋ ସରକାରକୁ ନେଇ ଏକ!-->…
Read More...
Read More...
ବିମାନ ଦୁର୍ଘଟଣାରେ ମଲାୱିର ଉପରାଷ୍ଟ୍ରପତି ସୌଲୌସଙ୍କ ସମେତ ୧୦ ମୃତ
ନ୍ୟୁଜ ବ୍ୟୁରୋ: ବିମାନ ଦୁର୍ଘଟଣାରେ ମଲାୱିର ଉପରାଷ୍ଟ୍ରପତି ସୌଲୌସ କ୍ଲସ୍ ଚିଲିମାଙ୍କର ମୃତ୍ୟୁ ହୋଇଛି। ତାଙ୍କ ସମେତ ବିମାନରେ ଥିବା ଅନ୍ୟ ୧୦ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି ।
ଗତକାଲି ସକାଳ ୯ଟା ୧୭ ସମୟରେ ପ୍ରତିରକ୍ଷା ବିଭାଗର ଏକ ସ୍ୱତନ୍ତ୍ର ବିମାନରେ!-->!-->!-->…
Read More...
Read More...
ଜୁନ୍ ୩୦ ଯାଏଁ ଛୁଟି ମନା
ଭୁବନେଶ୍ବର: ଜୁନ୍ ୩୦ ଯାଏଁ ଛୁଟି ନେଇ ପାରିବେନି ସରକାରୀ କର୍ମଚାରୀ। ଛୁଟି ଦିନରେ ବି ଜାରି ରହିବ କାର୍ଯ୍ୟ। ଏନେଇ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସୂଚନା ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ଏସିଏସ୍ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ନୂଆ ସରକାର ଗଠନ ହେଉଥିବାରୁ!-->…
Read More...
Read More...
ନୂଆ ମୁଖ୍ୟମନ୍ତ୍ରୀ ଶପଥ ସମାରୋହକୁ ନବୀନଙ୍କୁ ନିମନ୍ତ୍ରଣ
ଭୁବନେଶ୍ବର: ଆସନ୍ତା କାଲି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଯୋଗ ଦେବେ। ଏହିକ୍ରମରେ ରାଜନୈତିକ ସୌଜନ୍ୟତା ଦୃଷ୍ଟିରୁ ବିଜେପି ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ କାର୍ଯ୍ୟକ୍ରମକୁ ନିମନ୍ତ୍ରଣ କରିଛି।
!-->!-->…
Read More...
Read More...
ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ
ଭୁବନେଶ୍ବର: ଆସନ୍ତାକାଲି ଶପଥ ନେବେ ଓଡ଼ିଶାର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀ କିଏ ଏନେଇ ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ମଙ୍ଗଳବାର ସଂଧ୍ୟାରେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ବସିବାକୁ ଯାଉଛି। ଶପଥ ଗ୍ରହଣ ଉତ୍ସବରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ!-->…
Read More...
Read More...
ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଭୁବନେଶ୍ବର: ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ହେବା ସହ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆଇଜି ପ୍ରବୀଣ କୁମାର ଜନତା ମଇଦାନ ସୁରକ୍ଷା ଦାୟିତ୍ବରେ ରହିବେ। ଏଣେ ଆଇଜି!-->…
Read More...
Read More...
ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂହଙ୍କ କାରକେଡ ଉପରକୁ ଗୁଳିମାଡ
ମଣିପୁର: ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ କାରକେଡ ଉପରକୁ ଆକ୍ରମଣ। ଆଜି କାଙ୍ଗପୋକି ଜିଲ୍ଲାର ସଶସ୍ତ୍ର କୁକି ସମ୍ପ୍ରଦାୟର କିଛି ଆକ୍ରମଣକାରୀ ତାଙ୍କ କାରକେଡ ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତେବେ ଗୁଳିମାଡ଼ ସମୟରେ କାରକେଡରେ ମୁଖ୍ୟମନ୍ତ୍ରୀ ନ ଥିବା ଜଣାପଡ଼ିଛି।!-->…
Read More...
Read More...
ଆସନ୍ତା ୧୭ ତାରିଖରେ ଖୋଲିବ ସ୍କୁଲ
ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ସ୍କୁଲ ଖୋଲିବା ନେଇ ସୂଚନା ଆସୁଛି। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପରିଷ୍କାର କରିବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶ ଅନୁଯାୟୀ, ଶ୍ରେଣୀ ଗୃହ, କ୍ୟାମ୍ପସକୁ ସଫା କରାଯିବ।!-->…
Read More...
Read More...
ରାଜନୀତିରୁ ସନ୍ୟାସ ନେଲେ ଅଚ୍ୟୁତ ସାମନ୍ତ
ଭୁବନେଶ୍ବର: ରାଜନୀତିରୁ ସନ୍ୟାସ ନେଲେ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ। ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।ଗତକାଲି ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ତଥା!-->…
Read More...
Read More...
ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
ନୂଆଦିଲ୍ଲୀ: ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସକାଳେ ସେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟରେ ପହଞ୍ଚି ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
କେବଳ ସେତିକି ନୁହେଁ ଏଠାରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ!-->!-->!-->…
Read More...
Read More...