Sign in							
							
								
									
											
										
											
		
					
								
			
			
	
										
									
								
							
												
				
				
				 Sign in
				
					
						
						
										
				
			
			Recover your password.
A password will be e-mailed to you.
ପ୍ରମୁଖ ଖବର
କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category
					
		
		Uncategorized
ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା : ୧୧ ଉଦ୍ଧାର, ୬ ନିଖୋଜ
				ବିହାର: ବିହାରର ପାଟନା ଅନ୍ତର୍ଗତ ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୬ ଯାତ୍ରୀ ନିଖୋଜ ହୋଇଯାଇଛନ୍ତି। ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ନିଖୋଜ ଯାତ୍ରୀମାନଙ୍କୁ ଖୋଜିବା ଲାଗି ଏସଡିଆରଏଫ ପକ୍ଷରୁ ଉଦ୍ୟମ ଜାରି ରହିଛି। ଗଙ୍ଗା ଦଶହରା ପାଳନ ସମୟରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ପାଟନାଠାରୁ ୭୦!-->…					
Read More...
				Read More...
ଦିଲ୍ଲୀରେ ଜଳ ସଙ୍କଟ: ପାଇପଲାଇନ ସୁରକ୍ଷା ପାଇଁ ପୋଲିସକୁ ଚିଠି ଲେଖିଲେ ମନ୍ତ୍ରୀ
				ନୂଆଦିଲ୍ଲୀ: ଟୋପେ ପାଣି ପାଇଁ ଡହଳବିକଳ ହେଉଛନ୍ତି ଦିଲ୍ଲୀ ବାସୀ। ଟ୍ୟାଙ୍କର ଆସିବା କ୍ଷଣି ଗାଡ଼ି ଉପରେ ଚଢ଼ି ଜୋରଜବରଦସ୍ତ ପାଣି ନେଉଛନ୍ତି। ରାଜଧାନୀର ଏଭଳି ଦୃଶ୍ୟ ସମଗ୍ର ଦେଶ ପାଇଁ ସତର୍କ ଘଣ୍ଟି ପାଲଟିଛି। ପରିସ୍ଥିତି ଏପରି ହେଲାଣି ଯେ, ସରକାର ଏବେ ପାନୀୟଜଳ ପାଇପଲାଇନର ସୁରକ୍ଷାକୁ!-->…					
Read More...
				Read More...
ନୂଆ ସରକାରରେ କାହାକୁ ମିଳିଲା କେଉଁ ବିଭାଗ ?
				ଭୁବନେଶ୍ବର: ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ ହେଲା। ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ। ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓଙ୍କୁ ମିଳିଲା  କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି!-->…					
Read More...
				Read More...
ବଦ୍ରିନାଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୨ ମୃତ
				ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି । ଏସଡିଆରଏଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହିତ ୯ ଜଣ ଆହତଙ୍କୁ!-->…					
Read More...
				Read More...
ଏନକାଉଣ୍ଟରରେ ୮ ନକ୍ସଲ ନିପାତ, ଜଣେ ଯବାନ୍ ସହିଦ
				
ଛତିଶଗଡ:  ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲ୍ଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ଏନକାଉଣ୍ଟରରେ ୮ ନକ୍ସଲ ନିପାତ ହୋଇଥିବାବେଳେ ଜଣେ ଯବାନ୍ ସହିଦ ହୋଇଛନ୍ତି । ଅନ୍ୟ ଦୁଇ ଯବାନ୍ ଆହତ ହୋଇଛନ୍ତି ।
ସୂଚନାଯୋଗ୍ୟ, ଛତିଶଗଡ଼ ବିଜାପୁର ଜିଲ୍ଲାର ଅବୁଝମା ଜଙ୍ଗଲରେ !-->!-->!-->…					
Read More...
				Read More...
ନିଷ୍କ୍ରିୟ ବେଳେ ଫୁଟିଲା ବୋମା, ପୋଲିସ କର୍ମଚାରୀ ମୃତ
				କଟକ: ପହିଲି ରଜରେ ଅଘଟଣ। କଟକ ସଦରଥାନା କାଜି ପାଟଣାରେ ବୋମା ବିସ୍ଫୋରଣ ହୋଇଛି। ଏଥିରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।  କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ବ୍ରିଜ ନିକଟରେ ବୋମା ନିଷ୍କ୍ରିୟ ଦଳ ବୋମା ନିଷ୍କ୍ରିୟ କରୁଥିବା ବେଳେ ଜଣଙ୍କର!-->…					
Read More...
				Read More...
ଦେଶବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
				ନୂଆଦିଲ୍ଲୀ: ଓଡ଼ିଶାର ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ, ଦୋଳି ଖେଳରେ!-->…					
Read More...
				Read More...
ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ
				ଭୁବନେଶ୍ବର: ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ପାଲଟିଛି। ଅତିଥି ଭବନର ପ୍ରଥମ ମହଲାକୁ ଏଥିଲାଗି ପ୍ରସ୍ତୁତ କରାଯାଇଛି। ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚିଛନ୍ତି। ତେବେ ଦୀର୍ଘ ୨୫ ବର୍ଷ ଧରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ!-->…					
Read More...
				Read More...
ପଳାଶୁଣିରେ ଛକରେ ୪ରୁ ଅଧିକ କାରକୁ ପିଟିଲା ଟ୍ରକ
				
ଭୁବନେଶ୍ବର: ପଳାଶୁଣି ଛକରେ ଗୁରୁବାର ଅପରାହ୍ନରେ ସିରିଜ୍ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୫ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଆଜି ଅପରାହ୍ନରେ ଗୋଟିଏ ଟ୍ରକ୍ ଭାରସାମ୍ୟ ହରାଇଦ୍ରୁତ ଗତିରେ ଯାଇ ଗୋଟିଏ ପରେ ଗୋଟିଏ କାର୍ ଓ!-->!-->!-->…					
Read More...
				Read More...
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଫେକ୍ ଆଇଡି
				ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାମରେ ଫେକ୍ ଆଇଡି ଖୋଲା ହୋଇଛି। ମୁଖ୍ୟମନ୍ତ୍ରୀ ହେବାର ୨୪ ଘଣ୍ଟା ନପୁରୁଣୁ ତାଙ୍କ ନାମରେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ଫେକ୍ ଆକାଉଣ୍ଟ ଖୋଲାଯାଇ ତାଙ୍କୁ ବଦ୍ନାମ କରିବାକୁ ଉଦ୍ୟମ କରାଯାଇଛି। ଆଜି ୫-ଟି ଓ ମୋ ସରକାରକୁ ନେଇ ଏକ!-->…					
Read More...
				Read More...
