Sign in							
							
								
									
											
										
											
		
					
								
			
			
	
										
									
								
							
												
				
				
				 Sign in
				
					
						
						
										
				
			
			Recover your password.
A password will be e-mailed to you.
ପ୍ରମୁଖ ଖବର
କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category
					
		
		Uncategorized
ବିମାନ ଦୁର୍ଘଟଣାରେ ମଲାୱିର ଉପରାଷ୍ଟ୍ରପତି ସୌଲୌସଙ୍କ ସମେତ ୧୦ ମୃତ
				
ନ୍ୟୁଜ ବ୍ୟୁରୋ: ବିମାନ ଦୁର୍ଘଟଣାରେ ମଲାୱିର ଉପରାଷ୍ଟ୍ରପତି ସୌଲୌସ କ୍ଲସ୍ ଚିଲିମାଙ୍କର ମୃତ୍ୟୁ ହୋଇଛି। ତାଙ୍କ ସମେତ ବିମାନରେ ଥିବା ଅନ୍ୟ ୧୦ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି ।
ଗତକାଲି ସକାଳ ୯ଟା ୧୭ ସମୟରେ ପ୍ରତିରକ୍ଷା ବିଭାଗର ଏକ ସ୍ୱତନ୍ତ୍ର ବିମାନରେ!-->!-->!-->…					
Read More...
				Read More...
ଜୁନ୍ ୩୦ ଯାଏଁ ଛୁଟି ମନା
				ଭୁବନେଶ୍ବର: ଜୁନ୍ ୩୦ ଯାଏଁ ଛୁଟି ନେଇ ପାରିବେନି ସରକାରୀ କର୍ମଚାରୀ। ଛୁଟି ଦିନରେ ବି ଜାରି ରହିବ କାର୍ଯ୍ୟ। ଏନେଇ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସୂଚନା ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ଏସିଏସ୍ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ନୂଆ ସରକାର ଗଠନ ହେଉଥିବାରୁ!-->…					
Read More...
				Read More...
ନୂଆ ମୁଖ୍ୟମନ୍ତ୍ରୀ ଶପଥ ସମାରୋହକୁ ନବୀନଙ୍କୁ ନିମନ୍ତ୍ରଣ
				
ଭୁବନେଶ୍ବର: ଆସନ୍ତା କାଲି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଯୋଗ ଦେବେ। ଏହିକ୍ରମରେ ରାଜନୈତିକ ସୌଜନ୍ୟତା ଦୃଷ୍ଟିରୁ ବିଜେପି ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ କାର୍ଯ୍ୟକ୍ରମକୁ ନିମନ୍ତ୍ରଣ କରିଛି।
!-->!-->…					
Read More...
				Read More...
ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ
				ଭୁବନେଶ୍ବର: ଆସନ୍ତାକାଲି ଶପଥ ନେବେ ଓଡ଼ିଶାର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀ କିଏ ଏନେଇ ସ୍ପଷ୍ଟ ସୂଚନା ମିଳି ନ ଥିବାବେଳେ ମଙ୍ଗଳବାର ସଂଧ୍ୟାରେ ଭାଜପା ରାଜ୍ୟ କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ବସିବାକୁ ଯାଉଛି। ଶପଥ ଗ୍ରହଣ ଉତ୍ସବରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ!-->…					
Read More...
				Read More...
ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
				ଭୁବନେଶ୍ବର: ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ହେବା ସହ ଶପଥ ଗ୍ରହଣ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆଇଜି ପ୍ରବୀଣ କୁମାର ଜନତା ମଇଦାନ ସୁରକ୍ଷା ଦାୟିତ୍ବରେ ରହିବେ। ଏଣେ ଆଇଜି!-->…					
Read More...
				Read More...
ମଣିପୁର ମୁଖ୍ୟମନ୍ତ୍ରୀ ବିରେନ ସିଂହଙ୍କ କାରକେଡ ଉପରକୁ ଗୁଳିମାଡ
				ମଣିପୁର:  ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ କାରକେଡ ଉପରକୁ ଆକ୍ରମଣ। ଆଜି କାଙ୍ଗପୋକି ଜିଲ୍ଲାର ସଶସ୍ତ୍ର କୁକି ସମ୍ପ୍ରଦାୟର କିଛି ଆକ୍ରମଣକାରୀ ତାଙ୍କ କାରକେଡ ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତେବେ ଗୁଳିମାଡ଼ ସମୟରେ କାରକେଡରେ ମୁଖ୍ୟମନ୍ତ୍ରୀ ନ ଥିବା ଜଣାପଡ଼ିଛି।!-->…					
Read More...
				Read More...
ଆସନ୍ତା ୧୭ ତାରିଖରେ ଖୋଲିବ ସ୍କୁଲ
				ଭୁବନେଶ୍ୱର: ଆସନ୍ତା ୧୭ ତାରିଖରେ ସ୍କୁଲ ଖୋଲିବା ନେଇ ସୂଚନା ଆସୁଛି। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପରିଷ୍କାର କରିବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିର୍ଦ୍ଦେଶ ଅନୁଯାୟୀ, ଶ୍ରେଣୀ ଗୃହ, କ୍ୟାମ୍ପସକୁ ସଫା କରାଯିବ।!-->…					
Read More...
				Read More...
ରାଜନୀତିରୁ ସନ୍ୟାସ ନେଲେ ଅଚ୍ୟୁତ ସାମନ୍ତ
				ଭୁବନେଶ୍ବର: ରାଜନୀତିରୁ ସନ୍ୟାସ ନେଲେ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ। ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି।ଗତକାଲି ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ତଥା!-->…					
Read More...
				Read More...
ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
				
ନୂଆଦିଲ୍ଲୀ: ଶ୍ରୀ ନରେନ୍ଦ୍ର ମୋଦୀ ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସକାଳେ ସେ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟରେ ପହଞ୍ଚି ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
କେବଳ ସେତିକି ନୁହେଁ ଏଠାରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ!-->!-->!-->…					
Read More...
				Read More...
ମଣିପୁରରେ ପୁଣି ହିଂସା
				
ମଣିପୁର: ମଣିପୁରରେ ଜିରିବାମ ଜିଲାରେ ସନ୍ଦିଗ୍ଧ ଆତଙ୍କବାଦୀମାନେ ଲଙ୍କାକାଣ୍ଡ ଘଟାଇଛନ୍ତି। ଶନିବାର ଦୁଇଟି ପୁଲିସ ଆଉଟ୍ପୋଷ୍ଟ, ଗୋଟିଏ ଫରେଷ୍ଟ ଅଫିସ୍ ସହ ୭୦ଟି ଘର ଜାଳି ଦେଇଛନ୍ତି। ଏହାକୁ ନେଇ ପୂରା ଅଞ୍ଚଳରେ ଅଶାନ୍ତି ଲାଗି ରହିଛି।
ପୁଲିସ କହିବା ମୁତାବକ ସନ୍ଦିଗ୍ଧ!-->!-->!-->…					
Read More...
				Read More...
