ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category

Uncategorized

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ପୁଣି ଥରେ ସୋଆ ସ୍ଥାନିତ

ଭୁବନେଶ୍ୱର , ୮/୦୬: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ଓଡ଼ିଶାର ଏକ ମାତ୍ର ବେସରକାରୀ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ଦେଶର ୪୬ଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ନେଇ ପ୍ରସ୍ତୁତ ଏହି ବିଶ୍ୱ ରାଙ୍କିଙ୍ଗ୍‌ରେ ସ୍ଥାନ ପାଇଛି
Read More...

ଲାଗିଲା ଲାଇଟ୍, ପୁଣି ଚମକିବ ଶ୍ରୀମନ୍ଦିର

ପୁରୀ : ପୁଣି ଚମକିବ ଶ୍ରୀମନ୍ଦିର, ମୁଖ୍ୟ ସଚିବଙ୍କ ହସ୍ତକ୍ଷେପ ପରେ ଲାଗିଲା ଲାଇଟ୍। ସଂସ୍ଥାର ୧୦ ଜଣ କର୍ମଚାରୀ ଲାଇଟ୍ ଲଗାଉଛନ୍ତି। ଠିକା ସଂସ୍ଥା ଥାର୍ଡ ୱେବ ପକ୍ଷରୁ ଲଗାଗଲା ଲାଇଟ୍। ଶ୍ରୀମନ୍ଦିରରୁ ଲାଇଟ ଖୋଲି ନେଇଯିବା ଘଟଣା ସାରା ରାଜ୍ୟରେ ଚହଳ ସୃଷ୍ଟି କରିବା ପରେ ନିଜେ ମୁଖ୍ୟ
Read More...

କୁଟ୍ଟେଙ୍କ ନିଲମ୍ବନ ଉଠିଲା; ଅଡୁଆରେ ପଡିଲେ ଆଶିଷ

ଭୁବନେଶ୍ବର: ସାଧାରଣ ନିର୍ବାଚନରେ ବିଜେଡି ପାଇଁ କାର୍ଯ୍ୟକରି ନିଲମ୍ବିତ ହୋଇଥିବା ଆଇପିଏସ ଡିଏସ୍‌ କୁଟ୍ଟେଙ୍କ ନିଲମ୍ବନକୁ ନିର୍ବାଚନ କମିଶନ ସର୍ତ୍ତମୂଳକ ଭାବେ ହଟାଇ ଦେଇଛନ୍ତି। ଏହାସହିତ ଆଇପିଏସ୍ ଆଶିଷ ସିଂଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ସଚିବଙ୍କୁ ସୁପାରିଶ
Read More...

କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ କଣ କହିଲେ ନବୀନ!

ଭୁବନେଶ୍ବର: ଆଜି ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର ଜନତାଙ୍କୁ ସେମାନଙ୍କ ଆଶିର୍ବାଦ ପାଇଁ ଗଭୀର କୃତଜ୍ଞତା ଜ୍ଞାପନ କରୁଛି। ଗଣତନ୍ତ୍ରରେ ବିଜୟ କିମ୍ବା ପରାଜୟ ହୋଇଥାଏ। ଓଡ଼ିଶାର ସାଢେ ୪ କୋଟି ଜନତା ମୋ ପରିବାର ଓ ମୁଁ ସେମାନଙ୍କ ସେବା
Read More...

ଆହତ ଯବାନଙ୍କୁ କରାଗଲା ଏୟାର ଲିଫ୍ଟ

ଛତିଶଗଡ଼: ଛତିଶଗଡ଼ରେ ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ରେ ଆହତ ହୋଇଥିବା ୩ଜଣ ଯବାନଙ୍କୁ ଏୟାର ଲିଫ୍ଟ କରାଯାଇଛି। ହେଲିକପ୍ଟର ଯୋଗେ ଅନ୍ଯ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ନାରାୟଣପୁର,
Read More...

ରାମୋଜୀ ରାମା ରାଓଙ୍କ ପରଲୋକ

ହାଇଦ୍ରାବାଦ: ରାମୋଜୀ ଫିଲ୍ମ ସିଟି ଓ ଇଟିଭି ନେଟୱାର୍କର ପ୍ରତିଷ୍ଠାତା ରାମୋଜୀ ରାମା ରାଓଙ୍କ ପରଲୋକ। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ  ୮୭ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ଯୋଗୁଁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଦୀର୍ଘଦିନ ଧରି
Read More...

ଶ୍ରୀମନ୍ଦିରର ଲାଇଟ୍ ଖୋଲାଯିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ

ଭୁବନେଶ୍ବର: ଶ୍ରୀମନ୍ଦିରର ଆଲୋକିକରଣ ପାଇଁ ଲଗାଯାଇଥିବା ଲାଇଟ୍ ଖୋଲି ଦିଆଯିବା ଘଟଣାର ଅନୁଧ୍ୟାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ପ୍ରଦୀପ ଜେନା। ଗତ ୩ ଦିନ ହେଲା ଅନ୍ଧାର ହୋଇ ରହିଛି ଶ୍ରୀମନ୍ଦିର ଚାରିପଟ। ଉଲ୍ଲେଖଥାଉକି; ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ
Read More...

୬ ମାସ ଛୁଟିରେ ଗଲେ ସୁଜାତା ଆର୍‌ କାର୍ତ୍ତିକେୟନ୍‌

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ୍‌ ୬ ମାସ ପାଇଁ ଛୁଟିରେ ଯାଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୦୦ ବ୍ୟାଚ୍‌ର ଆଇଏଏସ୍‌ ଗତ ୩୧ ତାରିଖ ଠାରୁ ଛୁଟିରେ ଅଛନ୍ତି। ଝିଅର ଦଶମ
Read More...

ଆଜିଠୁ ଯୁକ୍ତ ଦୁଇରେ ନାମ ଲେଖା ଆବେଦନ ଆରମ୍ଭ

ଭୁବନେଶ୍ବର: ଯୁକ୍ତ ଦୁଇରେ ନାମଲେଖା ପାଇଁ ଆବେଦନ ଆଜିଠୁ ଆରମ୍ଭ ହେଉଛି। ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in
Read More...

ଆଡଭୋକେଟ୍ ଜେନେରାଲ ପଦରୁ ଇସ୍ତଫା ଦେଲେ ଅଶୋକ

ଭୁବନେଶ୍ବର: ଓଡ଼ିଶାର ଆଡଭୋକେଟ୍ ଜେନେରାଲ ପଦରୁ ଇସ୍ତଫା ଦେଇଛନ୍ତି ଅଶୋକ ପରିଜା। ତାଙ୍କ ସ୍ଥାନରେ ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକ ଇନଚାର୍ଜ ଆଡଭୋକେଟ୍ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବେ। ଶ୍ରୀ ପଟ୍ଟନାୟକ ନିଜ ଦାୟିତ୍ୱ ସହ ଅତିରିକ୍ତ ଭାବେ ‘ଆଡଭୋକେଟ୍ ଜେନେରାଲ’ଙ୍କ ଦାୟିତ୍ୱ
Read More...