ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
Browsing Category

Uncategorized

ମଣିପୁରରେ ପୁଣି ହିଂସା

ମଣିପୁର: ମଣିପୁରରେ ଜିରିବାମ ଜିଲାରେ ସନ୍ଦିଗ୍ଧ ଆତଙ୍କବାଦୀମାନେ ଲଙ୍କାକାଣ୍ଡ ଘଟାଇଛନ୍ତି। ଶନିବାର ଦୁଇଟି ପୁଲିସ ଆଉଟ୍‌ପୋଷ୍ଟ, ଗୋଟିଏ ଫରେଷ୍ଟ ଅଫିସ୍‌ ସହ ୭୦ଟି ଘର ଜାଳି ଦେଇଛନ୍ତି। ଏହାକୁ ନେଇ ପୂରା ଅଞ୍ଚଳରେ ଅଶାନ୍ତି ଲାଗି ରହିଛି। ପୁଲିସ କହିବା ମୁତାବକ ସନ୍ଦିଗ୍ଧ
Read More...

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ପୁଣି ଥରେ ସୋଆ ସ୍ଥାନିତ

ଭୁବନେଶ୍ୱର , ୮/୦୬: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ଓଡ଼ିଶାର ଏକ ମାତ୍ର ବେସରକାରୀ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ଦେଶର ୪୬ଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ନେଇ ପ୍ରସ୍ତୁତ ଏହି ବିଶ୍ୱ ରାଙ୍କିଙ୍ଗ୍‌ରେ ସ୍ଥାନ ପାଇଛି
Read More...

ଲାଗିଲା ଲାଇଟ୍, ପୁଣି ଚମକିବ ଶ୍ରୀମନ୍ଦିର

ପୁରୀ : ପୁଣି ଚମକିବ ଶ୍ରୀମନ୍ଦିର, ମୁଖ୍ୟ ସଚିବଙ୍କ ହସ୍ତକ୍ଷେପ ପରେ ଲାଗିଲା ଲାଇଟ୍। ସଂସ୍ଥାର ୧୦ ଜଣ କର୍ମଚାରୀ ଲାଇଟ୍ ଲଗାଉଛନ୍ତି। ଠିକା ସଂସ୍ଥା ଥାର୍ଡ ୱେବ ପକ୍ଷରୁ ଲଗାଗଲା ଲାଇଟ୍। ଶ୍ରୀମନ୍ଦିରରୁ ଲାଇଟ ଖୋଲି ନେଇଯିବା ଘଟଣା ସାରା ରାଜ୍ୟରେ ଚହଳ ସୃଷ୍ଟି କରିବା ପରେ ନିଜେ ମୁଖ୍ୟ
Read More...

କୁଟ୍ଟେଙ୍କ ନିଲମ୍ବନ ଉଠିଲା; ଅଡୁଆରେ ପଡିଲେ ଆଶିଷ

ଭୁବନେଶ୍ବର: ସାଧାରଣ ନିର୍ବାଚନରେ ବିଜେଡି ପାଇଁ କାର୍ଯ୍ୟକରି ନିଲମ୍ବିତ ହୋଇଥିବା ଆଇପିଏସ ଡିଏସ୍‌ କୁଟ୍ଟେଙ୍କ ନିଲମ୍ବନକୁ ନିର୍ବାଚନ କମିଶନ ସର୍ତ୍ତମୂଳକ ଭାବେ ହଟାଇ ଦେଇଛନ୍ତି। ଏହାସହିତ ଆଇପିଏସ୍ ଆଶିଷ ସିଂଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ସଚିବଙ୍କୁ ସୁପାରିଶ
Read More...

କାର୍ତ୍ତିକ ପାଣ୍ଡିଆନଙ୍କୁ ନେଇ କଣ କହିଲେ ନବୀନ!

ଭୁବନେଶ୍ବର: ଆଜି ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର ଜନତାଙ୍କୁ ସେମାନଙ୍କ ଆଶିର୍ବାଦ ପାଇଁ ଗଭୀର କୃତଜ୍ଞତା ଜ୍ଞାପନ କରୁଛି। ଗଣତନ୍ତ୍ରରେ ବିଜୟ କିମ୍ବା ପରାଜୟ ହୋଇଥାଏ। ଓଡ଼ିଶାର ସାଢେ ୪ କୋଟି ଜନତା ମୋ ପରିବାର ଓ ମୁଁ ସେମାନଙ୍କ ସେବା
Read More...

ଆହତ ଯବାନଙ୍କୁ କରାଗଲା ଏୟାର ଲିଫ୍ଟ

ଛତିଶଗଡ଼: ଛତିଶଗଡ଼ରେ ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ରେ ଆହତ ହୋଇଥିବା ୩ଜଣ ଯବାନଙ୍କୁ ଏୟାର ଲିଫ୍ଟ କରାଯାଇଛି। ହେଲିକପ୍ଟର ଯୋଗେ ଅନ୍ଯ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ନାରାୟଣପୁର,
Read More...

ରାମୋଜୀ ରାମା ରାଓଙ୍କ ପରଲୋକ

ହାଇଦ୍ରାବାଦ: ରାମୋଜୀ ଫିଲ୍ମ ସିଟି ଓ ଇଟିଭି ନେଟୱାର୍କର ପ୍ରତିଷ୍ଠାତା ରାମୋଜୀ ରାମା ରାଓଙ୍କ ପରଲୋକ। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ  ୮୭ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା ଯୋଗୁଁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଦୀର୍ଘଦିନ ଧରି
Read More...

ଶ୍ରୀମନ୍ଦିରର ଲାଇଟ୍ ଖୋଲାଯିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ

ଭୁବନେଶ୍ବର: ଶ୍ରୀମନ୍ଦିରର ଆଲୋକିକରଣ ପାଇଁ ଲଗାଯାଇଥିବା ଲାଇଟ୍ ଖୋଲି ଦିଆଯିବା ଘଟଣାର ଅନୁଧ୍ୟାନ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ସଚିବ ପ୍ରଦୀପ ଜେନା। ଗତ ୩ ଦିନ ହେଲା ଅନ୍ଧାର ହୋଇ ରହିଛି ଶ୍ରୀମନ୍ଦିର ଚାରିପଟ। ଉଲ୍ଲେଖଥାଉକି; ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ
Read More...

୬ ମାସ ଛୁଟିରେ ଗଲେ ସୁଜାତା ଆର୍‌ କାର୍ତ୍ତିକେୟନ୍‌

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ସୁଜାତା ଆର୍‌ କାର୍ତ୍ତିକେୟନ୍‌ ୬ ମାସ ପାଇଁ ଛୁଟିରେ ଯାଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୦୦ ବ୍ୟାଚ୍‌ର ଆଇଏଏସ୍‌ ଗତ ୩୧ ତାରିଖ ଠାରୁ ଛୁଟିରେ ଅଛନ୍ତି। ଝିଅର ଦଶମ
Read More...

ଆଜିଠୁ ଯୁକ୍ତ ଦୁଇରେ ନାମ ଲେଖା ଆବେଦନ ଆରମ୍ଭ

ଭୁବନେଶ୍ବର: ଯୁକ୍ତ ଦୁଇରେ ନାମଲେଖା ପାଇଁ ଆବେଦନ ଆଜିଠୁ ଆରମ୍ଭ ହେଉଛି। ଛାତ୍ରଛାତ୍ରୀମାନେ ଅନଲାଇନରେ ଆବେଦନ କରିବେ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in
Read More...