Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି
Browsing Category
Uncategorized
ନୌସେନା ଦିବସ ପାଇଁ ପୁରୀର ସମସ୍ତ ସ୍କୁଲ୍ ଛୁଟି
ପୁରୀ: ଆସନ୍ତାକାଲି ଅର୍ଥାତ୍ ୪ ତାରିଖରେ ପୁରୀ ବେଳାଭୂମୀରେ ନୌସେନା ଦିବସ ପାଳନ ହେବ। ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ଏହି ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏହାକୁ ନଜରରେ ରଖି ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ!-->…
Read More...
Read More...
୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ଵର ମେଟ୍ରୋ ଟ୍ରେନ୍ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ
ଭୁବନେଶ୍ବର: ଭୁବନେଶ୍ବର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ଡିସେମ୍ବର ୨୦୨୭ ସୁଦ୍ଧା ଶେଷ ହେବଭୁବନେଶ୍ଵର ମେଟ୍ରୋ ଟ୍ରେନ୍ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ।!-->…
Read More...
Read More...
ନିଲମ୍ବିତ ହେଲେ ହେମଗିର ତହସିଲଦାର
ସୁନ୍ଦରଗଡ଼: ନିଲମ୍ବିତ ହେଲେ ସୁନ୍ଦରଗଡ଼ ଜିଲ୍ଲା ହେମଗିର ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି। କାର୍ଯ୍ୟରେ ଅବହେଳା ଓ ଲୋକଙ୍କୁ ଦୁର୍ବ୍ୟବହାର କରିବା କାରଣରୁ ତାଙ୍କୁ ନିଲମ୍ବିତ କରାଯାଇଛି। ନିଲମ୍ବନ ଅବଧି ସମୟ ମଧ୍ୟରେ ଲାବଣ୍ୟନ୍ଦୁ ଜିଲ୍ଲାପାଳଙ୍କ ଅଫିସରେ ରିପୋର୍ଟ କରିବେ ଏବଂ ଜିଲ୍ଲାପାଳଙ୍କ!-->…
Read More...
Read More...
ଡିସେମ୍ବର ୧ ତାରିଖ ଦିନ ହେବ ନୂତନ କଂସ ଚୟନ
ବରଗଡ଼: ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୫ ଜାନୁୟାରୀ ୩ତାରିଖରୁ ଆରମ୍ଭ ହେବ। ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା ପାଇଁ ହେବ ନୂତନ କଂସ ଚୟନ। ଏଥିପାଇଁ ତାରିଖ ଘୋଷଣା ହୋଇଛି। ଡିସେମ୍ବର ୧ ତାରିଖ ଦିନ ହେବ ନୂତନ କଂସ ଚୟନ। ଚୟନ ପ୍ରକିୟାରେ ସାମିଲ ହେବାକୁ ଧନୁଯାତ୍ରା ମହୋତ୍ସବ ସମିତି!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା
ଭୁବନେଶ୍ବର; ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ମହାନିର୍ଦ୍ଦେଶକ ପୋଲିସ(ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ କମିଶନରେଟ୍ ପୋଲିସ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ ଗୁରୁବାର କଟକଣା ଜାରି!-->…
Read More...
Read More...
ପୋଲିସ ଇନ୍ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ
ବିଜାପୁର: ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି। ସେ ହେଲେ ସୁବଳ ଦୁଲାରୁ। ବିଜାପୁର ଜିଲା ଜଙ୍ଗଲା ଥାନା ଅଧୀନରେ ଥିବା ପୋଟେନାର ଗ୍ରାମରେ ମାଓବାଦୀମାନେ ଏକ ପ୍ରଜାକୋର୍ଟ କରିଥିଲେ। ଏଥିରେ ଇନ୍ଫର୍ମର ସନ୍ଦେହରେ!-->…
Read More...
Read More...
ସ୍ଥାୟୀ ନିଯୁକ୍ତି ଦାବିରେ ପାରାମେଡିକାଲ ଷ୍ଟାଫଙ୍କ ଧାରଣା
ଭୁବନେଶ୍ବର; ରୋଗୀମାନଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଉଥିବା ନର୍ସିଙ୍ଗ ଅଫିସର, ଏଏନଏମ, ଫାର୍ମାସିଷ୍ଟ ଓ ଏଲ.ଟି ମାନେ ରାଜ ରାସ୍ତାକୁ ଓହ୍ଲାଇଛନ୍ତି। ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର!-->…
Read More...
Read More...
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ନୂଆଦିଲ୍ଲୀ: ରେଲୱେର ବଡ ସୂଚନା। ବାତ୍ୟା ପାଇଁ ବ୍ୟାପକ ଟ୍ରେନ୍ ବାତିଲ ଘୋଷଣା କଲା ରେଲୱେ। ୨୩, ୨୪ ଏବଂ ୨୫ ମଧ୍ୟରେ ମୋଟ ୧୭୮ ଟ୍ରେନ ବାତିଲ ହୋଇଛି। ସେଥିମଧ୍ୟରୁ ଯିବା ଟ୍ରେନ ୮୫ ଏବଂ ଆସିବା ଟ୍ରେନ ୯୩ଟି ରହିଛି। ସେ ସବୁ ଟ୍ରେନ୍ ମଧ୍ୟରୁ ହାୱଡ଼ା-ସିକନ୍ଦରାବାଦ, ସାଲିମାର-ପୁରୀ,!-->…
Read More...
Read More...
ଅକ୍ଟୋବର ୧୬ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଓମାର ଅବଦୁଲ୍ଲା
ଜମ୍ମୁ-କଶ୍ମୀର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଓମାର ଅବଦୁଲ୍ଲା। ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓମାର ଅବଦୁଲ୍ଲା ୧୬ ଅକ୍ଟୋବରରେ ଶପଥ ଗ୍ରହଣ କରିବେ। ଲେଫ୍ଟନାଣ୍ଟ ଗଭର୍ନର ଓମାରଙ୍କୁ ଦେଇଥିବା ଚିଠିରେ ତାଙ୍କୁ ସରକାର ଗଠନ ପାଇଁ ନିମନ୍ତ୍ରଣ କରାଯାଇଛି। ଲେଫ୍ଟନାଣ୍ଟ!-->…
Read More...
Read More...
ଅଭିଯୋଗ ପରେ ବଦଳିଲା ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ
ଜଗତସିଂହପୁର: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ବ୍ୟବହୃତ ଘିଅ ବଦଳାଯାଇଛି। ଭଣ୍ଡାରରେ ଗଚ୍ଛିତ ଥିବା ୨୫ ଟିଣ ଫେରସ୍ତ ପରେ ମନ୍ଦିର ପାଇଁ ନୂଆ ଘିଅ ଆସିଛି। ଓମ୍ଫେଡ ପକ୍ଷରୁ ୧୫ ଟିଣ ନୂଆ ଘିଅ ଆସିଛି।
ସୂଚନାଯୋଗ୍ୟ, ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ!-->!-->!-->…
Read More...
Read More...