ପ୍ରମୁଖ ଖବର

ବଦଳିଲା ମିଜୋରାମ ବିଧାନସଭା ନିର୍ବାଚନର ରେଜଲ୍ଟ ତାରିଖ, ୩ ତାରିଖ ବଦଳରେ ୪ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ
ଚତୁର୍ଥ ଟି-୨୦ ଜିତିବା ସହ ସିରିଜ ହାତେଇଲା ଟିମ୍ ଇଣ୍ଡିଆ
ଆସନ୍ତା ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା: ଜାନୁଆରୀ ୨ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହୋଇ ଫେବ୍ରୁଆରୀ ୧୨ ତାରିଖରେ ଶେଷ ହେବ
ଯୁକ୍ତ ୨ ବିଜ୍ଞାନ, କଳା ଓ ବାଣିଜ୍ୟ ପ୍ରାକ୍ଟିକାଲ ସହ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ
ନବୀନଙ୍କୁ ଭେଟିଲେ ୪ ଓଡ଼ିଆ ଶ୍ରମିକ, ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀ
ଆଜି ସକାଳେ ଘଟଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା
ଏଥିରେ ପ୍ରାଣ ହରାଇଛନ୍ତି ୮ ଜଣ ଏବଂ ୮ଜଣ ଗୁରୁତର ହୋଇଛନ୍ତି
ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଇଛି, ସେମାନଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି, ଅନ୍ୟ ୫ ଗୁରୁତରଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି
ଲକ୍ଷ୍ମୀସାଗର ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର: ୩ ଦିନ ହେବ ନିଖୋଜ ଥିଲେ
Browsing Category

Uncategorized

ସିଏମଓର ମୁଖ୍ୟ ଉପଦେଷ୍ଟା ହେଲେ ସୁରେଶ ମହାପାତ୍ର

ଭୁବନେଶ୍ୱର:  ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ । ସିଏମଓର ମୁଖ୍ୟ ଉପଦେଷ୍ଟା ହେଲେ ସୁରେଶ ମହାପାତ୍ର । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ନୂଆ ଦାୟିତ୍ୱ ମିଳିବା ପରେ ସୁରେଶ ମହାପାତ୍ରଙ୍କୁ ଓଇଆରସି ଅଧ୍ୟକ୍ଷ ପଦରୁ…
Read More...

ଭିଏତନାମ ଓ ସୋଆ ମଧ୍ୟରେ ଶିକ୍ଷାକ୍ଷେତ୍ରରେ ବୁଝାମଣା

ଭୁବନେଶ୍ୱର, ୧୫/୧୧ : ଶିକ୍ଷା ଓ ପ୍ରଶିକ୍ଷଣ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଭିଏତନାମର ଭିନ୍ ଲଙ୍ଗ୍ ପ୍ରଦେଶର ଶିକ୍ଷା ଓ ପ୍ରଶିକ୍ଷଣ ବିଭାଗ ସହ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ଏକ ବୁଝାମଣାପତ୍ର ସ୍ୱାକ୍ଷରିତ କରିଛି । ଏହି…
Read More...

ଅବପାତ ପ୍ରଭାବ ରେ ଉପକୂଳ ଓଡ଼ିଶା ରେ ଆସନ୍ତା ୪୮ ଘଣ୍ଟା ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋସାଗର ରେ ସୃଷ୍ଟି ହେଲା ଅବପାତ, ୨୪ ଘଣ୍ଟା ରେ ନେବ ଗଭୀର ଅବପାତ ର ରୂପ । ଏବେ ଉତ୍ତର ପଶ୍ଚିମ ଦିଗ ରେ ରେ ଘଣ୍ଟା ପ୍ରତି ୧୩କିମି ବେଗ ରେ ଅଗ୍ରସର ହେଉଛି। ଏହା ପରେ ଉତ୍ତର - ଉତ୍ତର- ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ୧୬ ତାରିଖ ସକାଳ ସମୟ ରେ ପଶ୍ଚିମ…
Read More...

ସାହାରା ଗ୍ରୁପ୍ ଅଧ୍ୟକ୍ଷ ସୁବ୍ରତ ରାୟଙ୍କ ପରଲୋକ

ମୁମ୍ବାଇ: ଆଉ ନାହାନ୍ତି ସାହାରା ଗ୍ରୁପ୍ ଅଧ୍ୟକ୍ଷ ସୁବ୍ରତ ରାୟ। ଗତକାଲି ରାତିରେ ହୃଦଘାତ ଯୋଗୁଁ ମୁମ୍ବାଇରେ ସୁବ୍ରତ ରାୟଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ଦୀର୍ଘଦିନ ଧରି ସେ ବିଭିନ୍ନ ରୋଗରେ ପୀଡିତ ଥିଲେ। ସ୍ୱାସ୍ଥ୍ୟାବସ୍ଥାରେ ଅବନତି କାରଣରୁ ଗତ…
Read More...

ରାଜ୍ୟ କ୍ୟାବିନେଟ୍ ରେ ୧୨ ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ୧୨ ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ । ରାଜ୍ୟର ସହରାଞ୍ଚଳରେ ଉତ୍ତମ ବିଦ୍ୟୁତ ସେବା ପାଇଁ ସରକାରଙ୍କ ନୂଆ ଯୋଜନା। ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ କାର୍ଯ୍ୟକ୍ରମ…
Read More...

ପୁରୀ ରେଳ ଷ୍ଟେସନ କୋଚିଂ ଡିପୋରେ ଟ୍ରେନ ବଗିରେ ନିଆଁ

ପୁରୀ: ପୁରୀ ରେଳ ଷ୍ଟେସନ କୋଚିଂ ଡିପୋରେ ଟ୍ରେନ ବଗିରେ ଲାଗିଲା ନିଆଁ । କୋଚିଂ ଡିପୋରେ ଟ୍ରେନର ଏକ ଏସି ବଗି ମରାମତି ପାଇଁ ରହିଥିବା ବେଳେ ନିଆଁ ଲାଗିଥିବା ଜଣାପଡିଛି । ନିଆଁ ଲାଗିବାର କାରଣ ସଠିକ ଜଣାପଡ଼ିନାହିଁ l ସୂଚନା ପାଇଁ ଘଟଣା ସ୍ଥଳରେ ଅଗ୍ନିଶମ ଟିମ ପହଂଚି ନିଆଁକୁ ଆୟତ କରିଛି ।…
Read More...

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ‘ଶିକ୍ଷା ସାଧନ କେନ୍ଦ୍ର’ର ଲୋକାର୍ପଣ

ଭୁବନେଶ୍ୱର, ୧୦ ନଭେମ୍ବର ୨୦୨୩: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ଲର୍ଣ୍ଣିଂ ରିସୋର୍ସ ସେଣ୍ଟର ବା ଶିକ୍ଷା ସାଧନ କେନ୍ଦ୍ର ସ୍ଥାପନ କରାଯାଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀ…
Read More...

ଡିସେମ୍ବର ୪ରୁ ଆରମ୍ଭ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ୧୯ ଦିନ ମଧ୍ୟରେ ମୋଟ ୧୫ଟି କାର୍ଯ୍ୟ ଦିବସ ରହିଛି । ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ଉଲ୍ଲେଖଯୋଗ୍ୟ, ନଭେମ୍ବର…
Read More...

ନଭେମ୍ବର ମଧ୍ୟ ଭାଗରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ନଭେମ୍ବର ୧୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାୟୁ ମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତା’ ପରବର୍ତୀ ଦିନ ଏହା ଲଘୁଚାପର ରୂପ ନେଇପାରେ ବୋଲି ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି)…
Read More...

ସୋଆ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ବୋନ୍ ସ୍କ୍ରୁ ପ୍ରକ୍ରିୟାରେ ଆହତ ଗାଈର ଚିକିତ୍ସା

ଭୁବନେଶ୍ୱର, ୯ ନଭେମ୍ବର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ୍ ହଜ୍‌ବାଣ୍ଡ୍ରୀ (ଆଇଭିଏସ୍‌ଏଏଚ୍‌) କ୍ଳିନିକାଲ୍ କଂମ୍ପେ୍ଳକ୍ସ (ଠଉଉ) ଠାରେ ସଫଳତାର ସହ ଗୋଟିଏ ଗାଈର ଅସ୍ତ୍ରୋପଚାର କରାଯାଇଛି । ଗାଈଟିର ଡାହାଣ ପାଶ୍ୱର୍…
Read More...