ପ୍ରମୁଖ ଖବର

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ
Browsing Category

Uncategorized

ମେ ୨୬ରେ ମାଟ୍ରିକ ପରୀକ୍ଷାର ଫଳ

କଟକ: ଦଶମ ମାଟ୍ରିକ ପରୀକ୍ଷାର ଫଳ ମେ ୨୬ ତାରିଖ ଦିନ ପ୍ରକାଶ ପାଇବ। ଏନେଇ ଆଜି ବୋର୍ଡ ସଭାପତି ବିଧିବଦ୍ଧ ଭାବରେ ଘୋଷଣା କରିଛନ୍ତି। ପ୍ରଥମ ଥର ପାଇଁ ବିଦ୍ୟାର୍ଥୀ ଫଳ ପ୍ରକାଶନର ୬ ଘଣ୍ଟା ମଧ୍ୟରେ ଡିଜିଟାଲ ମାଟ୍ରିକ ପ୍ରମାଣ ପତ୍ର ପାଇପାରିବେ। ଫଳାଫଳକୁ ନେଇ ଥିବା କୌଣସି ସମସ୍ୟାର ସାମଧାନ
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ନିହତ

ଝାଡଖଣ୍ଡ: ଓଡ଼ିଶା ସୀମାନ୍ତ ଝାଡ଼ଖଣ୍ଡରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଫଳରେ ଜଣେ ମାଓବାଦୀ ନିହତ ହୋଇଥିବାବେଳେ ୩ ଜଣ ଖସିଯିବାରେ ସକ୍ଷମ ହୋଇଛନ୍ତି। ମୃତ ମାଓବାଦୀ ହେଲେ ଝାଡ଼ଖଣ୍ଡ ଖୁଣ୍ଟି ଜିଲ୍ଲା ଅଡ଼କି ଥାନା ଚାରିସିଉଦ ଗାଁର ବୁଧୁରାମ ମୁଣ୍ଡା। ଗୁଳି
Read More...

୨୪ ଘଣ୍ଟା ରେ ବଙ୍ଗୋପସାଗର ରେ ସୃଷ୍ଟି ହେବ ବାତ୍ୟା , ପଶ୍ଚିମବଙ୍ଗ – ବାଂଲାଦେଶ ମୁହାଁ

ଭୁବନେଶ୍ବର: ଆଜି ସକାଳେ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଡିପ୍ରେଶନ ସୃଷ୍ଟି ହୋଇଛି। ଏହା ଏବେ ଉତ୍ତର ପୂର୍ବ ଦିଗ ରେ ଅଗ୍ରସର ହେଉଛି। ଆସନ୍ତା କାଲି ସକାଳେ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ବାତ୍ୟା ରୂପ ନେବ। ପରେ ଏହା ଉତ୍ତର ଦିଗ କୁ ଗତି କରି ଭୀଷଣ ରେ ପରିଣତ ହେବ ଏବଂ ୨୬ ତାରିଖ
Read More...

ବଙ୍ଗୋପସାଗର ରେ ୨୪ ଘଣ୍ଟା ରେ ସୃଷ୍ଟି ହେବ ଡିପ୍ରେଶନ, ପରେ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା

ଭୁବନେଶ୍ବର: ଗତ କାଲି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ରହିଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତର ପୂର୍ବ ଦିଗ ରେ ଅଗ୍ରସର ହେଉଛି । ଏହି କ୍ଷେତ୍ର ଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଡିପ୍ରେଶନ ରେ ପରିଣତ ହେବ ଓ ପରବର୍ତ୍ତୀ ୩୬ ଘଣ୍ଟା ଯାଏଁ ଆହୁରି ଘନୀଭୂତ
Read More...

ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ବର: ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଏକାଠି ପ୍ରକାଶ ପାଇବ କଳା, ବିଜ୍ଞାନ ଓ ବାଣିଜ୍ୟର ଫଳାଫଳ। ସେହିଦିନ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ଅପରାହ୍ନରେ ପ୍ରକାଶ ପାଇବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
Read More...

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ବିଶ୍ୱ ମହୁମାଛି ଦିବସ ପାଳିତ

ଭୁବନେଶ୍ୱର, ୨୧ / ୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ (ଆଇଏଏସ୍‌)ର କୀଟତତ୍ୱ ବିଭାଗ ପକ୍ଷରୁ ସୋମବାର ବିଶ୍ୱ ମହୁମାଛି ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ମୁଖ୍ୟ ଅତିଥି ଭାବେ ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର
Read More...

ବଙ୍ଗୋପସାଗର ରେ ଦାନା ବାନ୍ଧୁଛି ଲଘୁଚାପ କ୍ଷେତ୍ର, ଅଧିକ ଘନୀଭୂତ ହେବା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ଏହା କ୍ରମଶଃ ଉତ୍ତର ପୂର୍ବ ଦିଗ ରେ ଅଗ୍ରସର ହୋଇ ୨୩ ତାରିଖ ରାତି କିମ୍ବା ୨୪ ତାରିଖ ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗର ରେ ଡିପ୍ରେଶନ ରେ ପରିଣତ ହେବାର ସମ୍ଭାବନା ରହିଛି।
Read More...

ସୋଆ ଏନ୍‌ସିସି ଛାତ୍ରଛାତୀମାନଙ୍କ ଦ୍ୱାରା ରକ୍ତଦାନ ଶିବିର ଆୟୋଜିତ

ଭୁବନେଶ୍ୱର, ୧୭ / ୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ଗୁରୁବାର ଦିନ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରକୁ କଟକ ଏନ୍‌ସିସି ଗ୍ରୁପ୍
Read More...

ସୋଆ ଆଇଭିଏସ୍‌ଏଏଚ୍‌ର ପ୍ରଥମ ବାର୍ଷିକ ଉତ୍ସବ ଆୟୋଜିତ

ଭୁବନେଶ୍ୱର, ମେ ୧୭: ପ୍ରାଣୀମାନେ ଯଦିଓ କଥା କହିପାରନ୍ତି ନାହିଁ କିମ୍ବା ସେମାନଙ୍କର ଭାବାବେଗ ପ୍ରକାଶ କରିପାରନ୍ତି ନାହିଁ କିନ୍ତୁ ସେମାନେ ଭଲ ପାଇବା ଓ ସ୍ନେହର ଭାଷା ବୁଝିପାରନ୍ତି । ତେଣୁ ପ୍ରତ୍ୟେକ ପ୍ରାଣୀ ଚିକିତ୍ସକ ସ୍ନେହ ଓ ଯତ୍ନ ଦେଇ ସେମାନଙ୍କର ଚିକିତ୍ସା କଲେ ସେମାନେ ନିଜ
Read More...

ପୁଣି ବଢିବ ଖରା, ବିଭିନ୍ନ ଅଞ୍ଚଳ ରେ କାଳବୈଶାଖୀ ବର୍ଷା ସମ୍ଭାବନା!

ଭୁବନେଶ୍ବର: ଦକ୍ଷିଣ ବିହାର ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କୋରାପୁଟ , ରାୟଗଡ଼ା ଜିଲ୍ଲା ର
Read More...