ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
Browsing Category

Uncategorized

ପୁଣି ବଢିବ ଖରା, ବିଭିନ୍ନ ଅଞ୍ଚଳ ରେ କାଳବୈଶାଖୀ ବର୍ଷା ସମ୍ଭାବନା!

ଭୁବନେଶ୍ବର: ଦକ୍ଷିଣ ବିହାର ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କୋରାପୁଟ , ରାୟଗଡ଼ା ଜିଲ୍ଲା ର
Read More...

ସରକାରୀ କର୍ମଚାରୀ ପାଇବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ

ରାଉରକେଲା: ସରକାରୀ କର୍ମଚାରୀ ବି ପାଇବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ। ଆଶା ଦିଦିଙ୍କ ଠୁ ଅଙ୍ଗନୱାଡି ଦିଦି ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡର ଲାଭ ଉଠାଇପାରିବେ। ରାଉରକେଲା ନିର୍ବାଚନୀ ପ୍ରଚାରରେ ଘୋଷଣା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ପୂର୍ବରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ
Read More...

ସୋଆରେ ଅକ୍ଷୀ ମୁଠି ଅନୁକୂଳ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୧୦/୦୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱ ବିଦ୍ୟାଳୟ ଅଧୀନସ୍ଥ କୃଷି ମହାବିଦ୍ୟାଳୟ ପକ୍ଷରୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅକ୍ଷୀ ମୁଠି ଅନୁକୂଳ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୂଆଗାଁ ସ୍ଥିତ ଆଇଏନ୍‌ଏସ୍ ଫାର୍ମରେ ଅନୁଷ୍ଠିତ ଏହି ଉତ୍ସବରେ ସୋଆ କୁଳପତି
Read More...

ସୋଆ ଉପସଭାପତିଙ୍କ ଦ୍ୱାରା ସେଂଟର ଫର୍ ଏନ୍‌ଟରପ୍ରେନ୍ୟୁୟରସିପ୍ ଆଣ୍ଡ ଇନୋଭେସନ୍ ମ୍ୟାନେଜମେଂଟ ଉଦ୍‌ଘାଟିତ

ଭୁବନେଶ୍ୱର, ୧୦/୦୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌) ଏବଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସେସ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡ୍ରୀ (ଆଇଭିଏସ୍‌ଏଏଚ୍‌) ରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କୁ
Read More...

ରିଲିଆନ୍ସ ଟ୍ରେଣ୍ଡରେ ଲାଗିଲା ନିଆଁ

ଆନନ୍ଦପୁର: ଆନନ୍ଦପୁରରେ ଏକ ସପିଙ୍ଗ୍‌ ମଲ୍‌ରେ ନିଆଁ ଲାଗି ଜଳିଗଲା ସବୁ ସାମଗ୍ରି। ନିଆଁ ଲିଭାରେ ୪ଟି ଅଗ୍ନିଶମ ଗାଡ଼ି ନିୟୋଜିତ ହୋଇଥିଲା। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଇଛି। ସପିଙ୍ଗ୍‌ ମଲ୍‌ରେ ଥିବା ସମସ୍ତ କର୍ମଚାରିଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ସୂଚନା
Read More...

ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ହେଲେ ସୁଜାତା

ଭୁବନେଶ୍ବର: ଆଇଏଏସ ସୁଜାତା କାର୍ତ୍ତିକେୟନଙ୍କ ବଦଳି । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗରୁ ମଧ୍ୟ ବଦଳି । ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ୱରେ ରହିବେ ସୁଜାତା । କାଲି ବଦଳି ନିର୍ଦ୍ଦେଶ ଦେଇଥିଲେ ନିର୍ବାଚନ କମିଶନ । ବିଜେପିର ଅଭିଯୋଗ ପରେ ଦେଇଥିଲେ ବଦଳି ନିର୍ଦ୍ଦେଶ ।
Read More...

ସୋଆରେ ଡିବିଟି ର ଦୁଇ ଦିନିଆ ସମୀକ୍ଷା ବୈଠକ

ଭୁବନେଶ୍ୱର: ଭାରତ ସରକାରଙ୍କ ଡିପାର୍ଟମେଂଟ ଅଫ୍ ବାୟୋଟେକନୋଲୋଜି (ଡିବିଟି) ଅଧିନସ୍ଥ ରିସର୍ଚ୍ଚ ରିସୋର୍ସ ସର୍ଭିସ ଫେସିଲିଟି ଆଣ୍ଡପ୍ଳାଟଫର୍ମସ (ଆରଆରଏସଏଫପି)ର ଟାସ୍କଫୋର୍ସ ସଭ୍ୟମାନଙ୍କ ଦୁଇଦିନିଆ ସମୀକ୍ଷା ବୈଠକ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟଠାରେ ଶୁକ୍ରବାର ଉଦ୍‌ଯାପିତ
Read More...

ଓଡିଶା ଉପକୂଳ ଅଂଚଳ ରେ ଗ୍ରୀଷ୍ମ ପ୍ରବାହ ହ୍ରାସ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ଦିଗରୁ ହେଉଥିବା ବାୟୁ ପ୍ରବାହରେ ପରିବର୍ତନ ଯୋଗୁଁ ଓଡିଶାର ଉପକୂଳ ଅଂଚଳରେ ପ୍ରବଳ ଗ୍ରୀଷ୍ମ ଉତାପ ହ୍ରାସ ପାଇଛି। ଏଥିପାଇଁ ମେ ୧୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତୀ ଜିଲ୍ଲା ଗୁଡିକରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା କମ୍ ରହିଥିବା ବେଳେ ଆଭ୍ୟନ୍ତରୀଣ
Read More...

ପୂର୍ବଭାରତର ସର୍ବବୃହତ ଏଚ୍‌ଆର୍ କନକ୍ଳେଭ ‘ସୋଆ ପ୍ରକ୍ସିମା -୨୦୨୪’ ଉଦ୍‌ଯାପିତ

ଭୁବନେଶ୍ୱର, ଏପ୍ରିଲ୨୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆୟୋଜିତ ହୋଇଥିବା ପୂର୍ବ ଭାରତର ସର୍ବବୃହତ ଏଚ୍‌ଆର୍ କନ୍‌କ୍ଳେଭ ‘ସୋଆ ପ୍ରକ୍ସିମା – ୨୦୨୪’ ଶନିବାର ଉଦ୍‌ଯାପିତ ହୋଇଯାଇଛି । ଏହି ଦୁଇ ଦିନିଆ ସମ୍ମିଳନୀର ୫ମ ସଂସ୍କରଣରେ ଦେଶର ବଛା ବଛା ପେସାଦାର ଯୋଗ ଦେଇ ବିଭିନ୍ନ ବିଷୟରେ
Read More...

କଲବଲ କରୁଛି ତାତି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ଲହରୀ। ବାରିପଦା ପାଲଟିଛି ଉତ୍ତପ୍ତ ସହର। ଏଠାରେ ତାପମାତ୍ରା ୪୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ୫ଟି ସହରର ତାପମାତ୍ରା ୪୪ ଡିଗ୍ରୀ କିମ୍ୱା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ସୋଶାଲ୍‌ ମଇଡ଼ିଆ X ରେ ଏନେଇ ସୂଚନା ଦେଇଛି
Read More...