ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର
Browsing Category

Uncategorized

ବିଘଟନକାରୀ ବୈଷୟିକ ଜ୍ଞାନକୌଶଳକୁ ସାମ୍ନା କରି ନିଜକୁ ଖାପ ଖୁଆଇବା ଆବଶ୍ୟକ : ଏଆଇସିଟିଇ ଅଧ୍ୟକ୍ଷ

ଭୁବନେଶ୍ୱର, ୨୭/୪: ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ (ଏଆଇ) ଅର୍ଥାତ୍ କୃତ୍ରିମ ବୁଦ୍ଧିମତା ଭଳି ବିଘଟନକାରୀ ପ୍ରଯୁକ୍ତି ବିଦ୍ୟାର ଅଭୂତପୂର୍ବ ଆର୍ବିଭାବ ଫଳରେ ମଣିଷ ମନରେ ଉଭୟ ଆଶା ଓ ଭୟ ସଂଚାର ହୋଇଥିବା ବେଳେ ଭବିଷ୍ୟତର କାର୍ଯ୍ୟଧାରାରେ ଏଭଳି ନୂଆ ଆହ୍ୱାନଗୁଡ଼ିକୁ ଆପଣାଇ ନେବାର ଆବଶ୍ୟକତା
Read More...

ଆହତ ହେଲେ ମମତା

ଭୁବନେଶ୍ବର: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ପ୍ରଚାର ବେଳେ ଆହତ ହେବାର ସୂଚନା ମିଳୁଛି। ଲୋକସଭା ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ମମତା ପଶ୍ଚିମବଙ୍ଗର ଦୁର୍ଗାପୁରରେ ପହଞ୍ଚିଥିଲେ। ପ୍ରଚାର ଶେଷ ‌କରି ଫେରିବା ସମୟରେ ହେଲିକପ୍ଟରରେ ଚଢ଼ିବା ବେଳେ ଏହି
Read More...

ଟ୍ବିନ୍ ସିଟିକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ବର: ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳି, ଅସ୍ତବ୍ୟସ୍ତ କରିଦେଉଛି ଜନଜୀବନ। ଆଜି କଟକ ଓ ଭୁବେନଶ୍ବରରେ ଭୀଷଣ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିସହିତ ଅପରାହ୍ନ ୨ଟା ସୁଦ୍ଧା ୪୪.୬ ରେକର୍ଡ ହୋଇଛି ତାପମାତ୍ରା। ପ୍ରବଳ ଖରା ପାଇଁ  କଟକ ଓ ଭୁବେନଶ୍ବରକୁ ରେଡ ଆଲର୍ଟ ଜାରି କଲା ଆଞ୍ଚଳିକ
Read More...

ସିଭିଅର୍ ହିଟ୍ ୱେଭ୍ ପାଇଁ ରେଡ୍ ଆଲର୍ଟ ଜାରି

ଆହୁରି ବଢିବ ତାପମାତ୍ରା, ଆସନ୍ତା ଏକ ସପ୍ତାହ ଯାଏଁ ଭୀଷଣ ଗ୍ରୀଷ୍ମ ପ୍ରବାହ୨୬-୨୯ ଏପ୍ରିଲ ରେ ସର୍ବାଧିକ ପ୍ରଭାବ ଭୁବନେଶ୍ବର: ତାତି ରେ ଜଳୁଛି ସାରା ଓଡ଼ିଶା । ପଶ୍ଚିମ / ଉତ୍ତର ପଶ୍ଚିମ ଦିଗ ରୁ ରାଜ୍ୟ କୁ ଗରମ ଓ ଶୁଷ୍କ ପବନ ପ୍ରବାହ ଯୋଗୁଁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ତେବେ
Read More...

ସମ୍ ଅଲ୍ଟିମେଟକୁ କୁ ଜେସିଆଇ ପ୍ରାଇମ୍ ସ୍ୱୀକୃତି ମିଳିଲା

ଭୁବନେଶ୍ୱର: ଉତ୍ତମ ସ୍ବାସ୍ଥ୍ୟସେବା ଓ ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ବ ଦେଉଥିବା ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌) ସଫଳତାର ଆଉ ଏକ ପାହାଚରେ ପାଦ ଦେଇଛି। ବୁଧବାର ହସ୍ପିଟାଲକୁ ଜଏଂଟ କମିଶନ ଇଂଟରନ୍ୟାସନାଲ୍ (ଜେସିଆଇ) ପ୍ରାଇମ୍ ମାନ୍ୟତା ପ୍ରାପ୍ତ ହୋଇଛି। ହସ୍ପିଟାଲ ପରିସରରେ
Read More...

ଏପ୍ରିଲ ୨୫ରୁ ଖରା ଛୁଟି

ଭୁବନେଶ୍ବର: ଏପ୍ରିଲ ୨୫ ତାରିଖରୁ ଗ୍ରୀଷ୍ମ ଛୁଟି ଘୋଷଣା କଲେ ରାଜ୍ୟ ସରକାର। ଆସନ୍ତାକାଲିଠାରୁ ଅର୍ଥାତ୍ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକ ଚାଲିବ। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ସ୍କୁଲ୍ ଗୁଡ଼ିକ
Read More...

ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନେଇ ସୋଆ ଏବଂ ବାଟୋଇ ସିଷ୍ଟମ୍ସ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ୨୦/୪ : ସୂଚନା ଓ ପ୍ରଯୁକ୍ତି କ୍ଷେତ୍ରରେ ସହଯୋଗିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଭୁବନେଶ୍ୱରରେ ସ୍ଥିତ ବାଟୋଇ ସିଷ୍ଟମ୍ସ (ବାଟୋଇ) ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ବାଟୋଇ ହେଉଛି ଏକ ସଫ୍ଟୱେୟାର ଇଞ୍ଜିନିୟରିଂ ଅଟୋମେସନ୍ କମ୍ପାନୀ
Read More...

ଡ୍ୟୁଟି ସାରି ଫେରୁଥିବା ବେଳେ ଓଲଟିଲା ବସ୍‌

ବୈତୁଲ: ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ବସ୍‌ଟି ଓଲଟି ପଡିଛି। ଫଳରେ ଏହି ଦୁର୍ଘଟଣାରେ ପୁଲିସ ସମତେ ୨୧ ହୋମ୍‌ ଗାର୍ଡ ଆହତ ହୋଇଛନ୍ତି। ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ମଧ୍ୟପ୍ରଦେଶର ବୈତୁଲରେ ଆଜି ସକାଳୁ ଏହି ଦୁର୍ଘଟଣା ଘଟିଛି। ସୂଚନା ମୁତାବକ, ଗତକାଲି ପ୍ରଥମ ପର୍ଯ୍ୟାୟ
Read More...

ଏପ୍ରିଲ୍ ୨୧ରୁ ପ୍ରଚଣ୍ଡ ରୌଦ୍ର ତାପରୁ ଆଶ୍ୱସ୍ତି ମିଳିପାରେ : ସିଇସି

ଭୁବନେଶ୍ୱର, ଏପ୍ରିଲ୍ ୧୯: ବଙ୍ଗୋପସାଗରରେ ଆଂଟି ସାଇକ୍ଲୋନ ସୃଷ୍ଟି ହେବାର ସମ୍ଭାବନା କାରଣରୁ ଓଡ଼ିଶାରେ ଆସନ୍ତା ୨୧ ତାରିଖ ଠାରୁ ପ୍ରଚଣ୍ଡ ଖରା ତାତିରୁ କିଛିଟା ଆଶ୍ୱସ୍ତି ମିଳିପାରେ ବୋଲି ଶୁକ୍ରବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ
Read More...

ବୁଡିଲା ଡଙ୍ଗା, ୧୦ରୁ ଅଧିକ ଲୋକ ନିଖୋଜ

ଝାରସୁଗୁଡା: ହୀରାକୁଦ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଦୁଇ ମୃତ ଓ ୧୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ମୃତକ ଜଣେ ମହିଳା ଅଟନ୍ତି। ନିଖୋଜମାନଙ୍କୁ ଉଦ୍ଧାର କରିବା ପାଇଁ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳ ଅଭିମୁଖେ ବାହାରିଛି। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନଙ୍କ ମଧ୍ୟରେ ଅନେକ ମହିଳା ଓ
Read More...