Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category
Uncategorized
ପ୍ରକାଶ ପାଇଲା ୟୁପିଏସସି ରେଜଲ୍ଟ
ନୂଆଦିଲ୍ଲୀ: ଆଜି ପ୍ରକାଶ ପାଇଛି ୟୁପିଏସସି ରେଜଲ୍ଟ। ୟୁପିର ଆଦିତ୍ୟ ଶ୍ରୀବାସ୍ତବ ଏଥିରେ ଟପ୍ପର ହୋଇଛନ୍ତି। ଅନ୍ୟପଟେ ଓଡିଶାରୁ ଅନିମେଶ ପ୍ରଧାନ ସାରା ଦେଶରେ ଦ୍ୱିତୀୟ ହୋଇଛନ୍ତି। ଅନିମେଶଙ୍କ ଛଡା ରାଜ୍ୟର ପ୍ରଜ୍ଞାନନ୍ଦନ ଗିରି ଏବଂ ଆୟୁଷି ପ୍ରଧାନ ଯଥାକ୍ରମେ ୨୪ ଏବଂ ୩୬ ରାଙ୍କ୍ ସହ!-->…
Read More...
Read More...
ପ୍ରସିଦ୍ଧ ରୁକୁଣା ରଥଯାତ୍ରା ପାଇଁ କମିସନରେଟ ପୁଲିସର ପ୍ରସ୍ତୁତି
ଭୁବନେଶ୍ବର: ଆସନ୍ତା କାଲି ଶ୍ରୀ ଲିଙ୍ଗରାଜଙ୍କର ପ୍ରସିଦ୍ଧ ଅଶୋକାଷ୍ଟମୀ ରୁକୁଣା ରଥଯାତ୍ରା। ଏଥିଲାଗି ନୀତିକାନ୍ତି ସକାଳ ୫ ଟାରୁ ଆରମ୍ଭ ହେବ। ଲିଙ୍ଗରାଜଙ୍କ ନୀତିକାନ୍ତି ଶେଷ ପରେ ଅପରାହ୍ନ ୩:୩୦ରେ ରଥ ଟଣା ଆରମ୍ଭ ହେବ। ରଥଯାତ୍ରାକୁ ସୁରୁଖୁରୁରେ କରିବା ପାଇଁ କମିସନରେଟ ପୁଲିସର!-->…
Read More...
Read More...
ଜେଏସପି ଫାଉଣ୍ଡେସନ ପକ୍ଷରୁ ଭୁବନେଶ୍ୱରରେ ଦୃଷ୍ଟିହୀନଙ୍କ ପାଇଁ ଅତ୍ୟାଧୁନିକ ସହାୟକ ଉପକରଣ ଲାଇବ୍ରେରୀ ସ୍ଥାପନ
ଭୁବନେଶ୍ବର: ଦୃଷ୍ଟିବାଧିତ ବ୍ୟକ୍ତିମାନଙ୍କ ଜୀବନଧାରଣ ମାନକୁ ଉନ୍ନତ କରିବା ନିମନ୍ତେ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଅନୁଷ୍ଠାନ ଜେଏସପି ଫାଉଣ୍ଡେସନ ପକ୍ଷରୁ ଭୁବନେଶ୍ବରରେ ଏକ ଏକ ଅତ୍ୟାଧୁନିକ ସହାୟକ ଉପକରଣ ଲାଇବ୍ରେରୀ 'ଜିନ୍ଦଲ ଜ୍ଞାନ' ସ୍ଥାପନ କରାଯାଇଛି।!-->…
Read More...
Read More...
ସୋଆରେ ‘ଇ–ସମିଟ ୨୦୨୪’ ଉଦ୍ଘାଟିତ
ଭୁବନେଶ୍ୱର, ଏପ୍ରିଲ୍ ୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଶନିବାର ଆରମ୍ଭ ହୋଇଛି ଦୁଇ ଦିନିଆ ଇ-ସମିଟ। ସୋଆ ଅନ୍ତର୍ଗତ ଅଟଳ ଇନକ୍ୟୁବେସନ୍ ସେଂଟର ସୋଆ ଫାଉଣ୍ଡେସନ୍ ଓ ସେଂଟର ଫର୍ ଇନୋଭେସନ୍ ଆଣ୍ଡ ଇନକ୍ୟୁବେସନ୍ (ସୋଆ - ସିଆଇଆଇ)ର ମିଳିତ ଆନୁକୂଲ୍ୟରେ ଏହି ସମିଟର ଆୟୋଜନ କରାଯାଇଛି।
!-->!-->!-->…
Read More...
Read More...
ରାଜ୍ୟରେ ଆଜି ୨୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ
ଭୁବନେଶ୍ବର: ଚଳିତ ବର୍ଷ ରାଜ୍ୟରେ ତାପମାତ୍ରା ପୁଣି ୪୩.୫ ଡିଗ୍ରି ରେକର୍ଡ କରାଯାଇଛି। ଗତକାଲି ରାଜଧାନୀ ଭୁବନେଶ୍ବରରେ ଚଳିତ ବର୍ଷର ସର୍ବାଧିକ ଦିନ ତାପମାତ୍ର ରେକର୍ଡ ହୋଇଥିବା ବେଳେ ଆଜି ସମାନ ପରିମାଣରେ ଅନୁଗୁଳରେ ରହିଛି ଅର୍ଥାତ ଆଜି ଅନୁଗୁଳରେ ତାପମାତ୍ରା ୪୩.୫ ଡିଗ୍ରି ରେକର୍ଡ!-->…
Read More...
Read More...
ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ
ଭୁବନେଶ୍ବର: ଶୁକ୍ରବାର ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି। ନିର୍ବାଚନ କମିସନ ରାଜ୍ୟର ୨ଜଣ ଆଇଏଏସ୍ ଓ ୬ଜଣ ଆଇପିଏସ ଅଫିସରଙ୍କୁ ନିର୍ବାଚନ କାର୍ଯ୍ୟରୁ ବାଦ୍ ଦେବା ପରେ ରାଜ୍ୟ ସରକାର କଟକ ଜିଲ୍ଲାପାଳ ଭିନିତ!-->…
Read More...
Read More...
୪୩ ଡିଗ୍ରୀ ଟପିଲା ଭୁବନେଶ୍ବର ତାପମାତ୍ରା
ଭୁବନେଶ୍ବର: ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୩ ଡିଗ୍ରୀ ସେଲ୍ସିୟସ ଅତିକ୍ରମ କରିଛି। ରାଜ୍ୟର ୫ଟି ସହରରେ ଅପରାହ୍ଣ ୨ଟାରେ ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଏଥିରେ ଭୁବନେଶ୍ବର ସର୍ବାଧିକ ରହିଛି। ରାଜଧାନୀ!-->…
Read More...
Read More...
ପଞ୍ଚଭୂତରେ ଲିନ ହେଲେ ସଙ୍ଗୀତ ସାମ୍ରାଜ୍ଞୀ ଶାନ୍ତିଲତା
ପୁରୀ: ପୁରୀ ସ୍ୱର୍ଗଦ୍ୱାରରେ ସଙ୍ଗୀତ ସାମ୍ରାଜ୍ଞୀ ଶାନ୍ତିଲତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ବିଶିଷ୍ଟ କଣ୍ଠଶିଳ୍ପୀଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଦିଆଯାଇଛି ବିଦାୟ। ଶେଷକୃତ୍ୟ ପୂର୍ବରୁ ପୋଲିସ୍ ବାହିନୀ ପକ୍ଷରୁ ଗାର୍ଡ ଅଫ ଅନର୍ ପ୍ରଦାନ କରଯାଇଥିଲା। ମୁଖାଗ୍ନି ଦେଇଛନ୍ତି ତାଙ୍କ ବଡପୁଅ!-->…
Read More...
Read More...
ପ୍ରବେଶିକା ପରୀକ୍ଷା ତାରିଖରେ ପରିବର୍ତ୍ତନ
ଭୁବନେଶ୍ବର: ନିର୍ବାଚନକୁ ଆଖି ଆଗରେ ରଖି ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇଛି। ମେ ୧୯ରୁ ଜୁନ୍ ୧ ଯାଏ ମୋଟ ୭ଟି ପର୍ଯ୍ୟାୟରେ ଦେଶରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମୟ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷାକୁ ପରିବର୍ତ୍ତନ କରାଯାଇଛି। ଜେଇ ମେନ୍, ନିଟ୍ ପିଜି,!-->…
Read More...
Read More...
ପରଲୋକରେ ଶାନ୍ତିଲତା
ଭୁବନେଶ୍ବର: ଆଜି ଅର୍ଥାତ ସୋମବାର ସଂଧ୍ୟାରେ ବିଶିଷ୍ଠ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ଦେହାନ୍ତ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିଲେ।
!-->!-->…
Read More...
Read More...