ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
Browsing Category

Uncategorized

ଆହୁରି ୩ ଦିନ ସିଝିବେ ରାଜ୍ୟବାସୀ

ଭୁବନେଶ୍ବର: ଆସନ୍ତା ୨୧ ତାରିଖ ଯାଏଁ ଅସହ୍ୟ ଖରା ଅନୁଭୂତ ହେବ। ଉତ୍ତର ପଶ୍ଚିମ/ ପଶ୍ଚିମ ଦିଗ ରୁ ଗରମ ଓ ଶୁଷ୍କ ପବନ ପ୍ରବାହ ଯୋଗୁଁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଗ୍ରୀଷ୍ମ ଲହରୀ ଅନୁଭୁତ ହେବ। ତେବେ ଆଜି ଦିନ ୨ଟା ୩୦ରେ ଭୁବନେଶ୍ବରରେ
Read More...

ପ୍ରକାଶ ପାଇଲା ୟୁପିଏସସି ରେଜଲ୍ଟ

ନୂଆଦିଲ୍ଲୀ: ଆଜି ପ୍ରକାଶ ପାଇଛି ୟୁପିଏସସି ରେଜଲ୍ଟ। ୟୁପିର ଆଦିତ୍ୟ ଶ୍ରୀବାସ୍ତବ ଏଥିରେ ଟପ୍ପର ହୋଇଛନ୍ତି। ଅନ୍ୟପଟେ ଓଡିଶାରୁ ଅନିମେଶ ପ୍ରଧାନ ସାରା ଦେଶରେ ଦ୍ୱିତୀୟ ହୋଇଛନ୍ତି। ଅନିମେଶଙ୍କ ଛଡା ରାଜ୍ୟର ପ୍ରଜ୍ଞାନନ୍ଦନ ଗିରି ଏବଂ ଆୟୁଷି ପ୍ରଧାନ ଯଥାକ୍ରମେ ୨୪ ଏବଂ ୩୬ ରାଙ୍କ୍ ସହ
Read More...

ପ୍ରସିଦ୍ଧ ରୁକୁଣା ରଥଯାତ୍ରା ପାଇଁ କମିସନରେଟ ପୁଲିସର ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା କାଲି ଶ୍ରୀ ଲିଙ୍ଗରାଜଙ୍କର ପ୍ରସିଦ୍ଧ ଅଶୋକାଷ୍ଟମୀ ରୁକୁଣା ରଥଯାତ୍ରା। ଏଥିଲାଗି ନୀତିକାନ୍ତି ସକାଳ ୫ ଟାରୁ ଆରମ୍ଭ ହେବ। ଲିଙ୍ଗରାଜଙ୍କ ନୀତିକାନ୍ତି ‌ଶେଷ ପରେ ଅପରାହ୍ନ ୩:୩୦ରେ ରଥ ଟଣା ଆରମ୍ଭ ହେବ। ରଥଯାତ୍ରାକୁ ସୁରୁଖୁରୁରେ କରିବା ପାଇଁ କମିସନରେଟ ପୁଲିସର
Read More...

ଜେଏସପି ଫାଉଣ୍ଡେସନ ପକ୍ଷରୁ ଭୁବନେଶ୍ୱରରେ ଦୃଷ୍ଟିହୀନଙ୍କ ପାଇଁ ଅତ୍ୟାଧୁନିକ ସହାୟକ ଉପକରଣ ଲାଇବ୍ରେରୀ ସ୍ଥାପନ

ଭୁବନେଶ୍ବର: ଦୃଷ୍ଟିବାଧିତ ବ୍ୟକ୍ତିମାନଙ୍କ ଜୀବନଧାରଣ ମାନକୁ ଉନ୍ନତ କରିବା ନିମନ୍ତେ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଅନୁଷ୍ଠାନ ଜେଏସପି ଫାଉଣ୍ଡେସନ ପକ୍ଷରୁ ଭୁବନେଶ୍ବରରେ ଏକ ଏକ ଅତ୍ୟାଧୁନିକ ସହାୟକ ଉପକରଣ ଲାଇବ୍ରେରୀ 'ଜିନ୍ଦଲ ଜ୍ଞାନ' ସ୍ଥାପନ କରାଯାଇଛି।
Read More...

ସୋଆରେ ‘ଇ–ସମିଟ ୨୦୨୪’ ଉଦ୍ଘାଟିତ

ଭୁବନେଶ୍ୱର, ଏପ୍ରିଲ୍ ୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଶନିବାର ଆରମ୍ଭ ହୋଇଛି ଦୁଇ ଦିନିଆ ଇ-ସମିଟ। ସୋଆ ଅନ୍ତର୍ଗତ ଅଟଳ ଇନକ୍ୟୁବେସନ୍ ସେଂଟର ସୋଆ ଫାଉଣ୍ଡେସନ୍ ଓ ସେଂଟର ଫର୍ ଇନୋଭେସନ୍ ଆଣ୍ଡ ଇନକ୍ୟୁବେସନ୍ (ସୋଆ - ସିଆଇଆଇ)ର ମିଳିତ ଆନୁକୂଲ୍ୟରେ ଏହି ସମିଟର ଆୟୋଜନ କରାଯାଇଛି।
Read More...

ରାଜ୍ୟରେ ଆଜି ୨୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁ‌ବନେଶ୍ବର: ଚଳିତ ବର୍ଷ ରାଜ୍ୟରେ ତାପମାତ୍ରା ପୁଣି ୪୩.୫ ଡିଗ୍ରି ରେକର୍ଡ କରାଯାଇଛି। ଗତକାଲି ରାଜଧାନୀ ଭୁବନେଶ୍ବରରେ ଚଳିତ ବର୍ଷର ସର୍ବାଧିକ ଦିନ ତାପମାତ୍ର ରେକର୍ଡ ହୋଇଥିବା ବେଳେ ଆଜି ସମାନ ପରିମାଣରେ ଅନୁଗୁଳରେ ରହିଛି ଅର୍ଥାତ ଆଜି ଅନୁଗୁଳରେ ତାପମାତ୍ରା ୪୩.୫ ଡିଗ୍ରି ରେକର୍ଡ
Read More...

ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ

ଭୁବନେଶ୍ବର: ଶୁକ୍ରବାର ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି। ନିର୍ବାଚନ କମିସନ ରାଜ୍ୟର ୨ଜଣ ଆଇଏଏସ୍ ଓ ୬ଜଣ ଆଇପିଏସ ଅଫିସରଙ୍କୁ ନିର୍ବାଚନ କାର୍ଯ୍ୟରୁ ବାଦ୍ ଦେବା ପରେ ରାଜ୍ୟ ସରକାର କଟକ ଜିଲ୍ଲାପାଳ ଭିନିତ
Read More...

୪୩ ଡିଗ୍ରୀ ଟପିଲା ଭୁବନେଶ୍ବର ତାପମାତ୍ରା

ଭୁବନେଶ୍ବର: ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୩ ଡିଗ୍ରୀ ସେଲ୍‌ସିୟସ ଅତିକ୍ରମ କରିଛି। ରାଜ୍ୟର ୫ଟି ସହରରେ ଅପରାହ୍‌ଣ ୨ଟାରେ ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ଏଥିରେ ଭୁବନେଶ୍ବର ସର୍ବାଧିକ ରହିଛି। ରାଜଧାନୀ
Read More...

ପଞ୍ଚଭୂତରେ ଲିନ ହେଲେ ସଙ୍ଗୀତ ସାମ୍ରାଜ୍ଞୀ ଶାନ୍ତିଲତା

ପୁରୀ: ପୁରୀ ସ୍ୱର୍ଗଦ୍ୱାରରେ ସଙ୍ଗୀତ ସାମ୍ରାଜ୍ଞୀ ଶାନ୍ତିଲତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ବିଶିଷ୍ଟ କଣ୍ଠଶିଳ୍ପୀଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଦିଆଯାଇଛି ବିଦାୟ। ଶେଷକୃତ୍ୟ ପୂର୍ବରୁ ପୋଲିସ୍ ବାହିନୀ ପକ୍ଷରୁ ଗାର୍ଡ ଅଫ ଅନର୍ ପ୍ରଦାନ କରଯାଇଥିଲା। ମୁଖାଗ୍ନି ଦେଇଛନ୍ତି ତାଙ୍କ ବଡପୁଅ
Read More...

ପ୍ରବେଶିକା ପରୀକ୍ଷା ତାରିଖରେ ପରିବର୍ତ୍ତନ

ଭୁବନେଶ୍ବର: ନିର୍ବାଚନକୁ ଆଖି ଆଗରେ ରଖି ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇଛି। ମେ ୧୯ରୁ ଜୁନ୍ ୧ ଯାଏ ମୋଟ ୭ଟି ପର୍ଯ୍ୟାୟରେ ଦେଶରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମୟ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ପରୀକ୍ଷାକୁ ପରିବର୍ତ୍ତନ କରାଯାଇଛି। ଜେଇ ମେନ୍, ନିଟ୍ ପିଜି,
Read More...