ପ୍ରମୁଖ ଖବର

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ତିରୁପରଙ୍କୁନ୍ଦ୍ରମ ପାହାଡ଼ରେ ଜଳିଲା କାର୍ତ୍ତିଗାଇ ଦୀପମ୍
ମହିଳା ସଂରକ୍ଷଣକୁ ମାୟାବତୀଙ୍କ ସମର୍ଥନ, ଏସ୍‌ସି-ଏସ୍‌ଟି ମହିଳାଙ୍କ ପାଇଁ ସ୍ୱତନ୍ତ୍ର କୋଟା ଦାବି
ଇଟାଲୀରେ ବୁର୍ଖା, ନକାବ ପିନ୍ଧିବା ଉପରେ ରୋକ୍
ଆଫଗାନିସ୍ତାନରେ ସ୍କୁଲରେ ବିସ୍ଫୋରଣ, ୭ ମୃତ; ୯୭ ଆହତ
ଉତ୍ତରାଖଣ୍ଡରେ ଘାଟିକୁ ଖସିଲା ଗାଡ଼ି, ୭ ମୃତ
ମହିଳା ସଂରକ୍ଷଣ ଲାଗୁ କରିବାକୁ ସରକାର ପ୍ରତିବଦ୍ଧ: ମୋଦି
ବିସଲେରି ପାଣିର ମାନ ନେଇ ପ୍ରଶ୍ନ, କମ୍ପାନୀ ବିରୋଧରେ ମାମଲା
ସୀମା ନିର୍ଦ୍ଧାରଣ ବିଲ୍‌କୁ ଡିଏମକେର ସମର୍ଥନ
Browsing Category

Uncategorized

ପରଲୋକରେ ଶାନ୍ତିଲତା

ଭୁବନେଶ୍ବର: ଆଜି ଅର୍ଥାତ ସୋମବାର ସଂଧ୍ୟାରେ ବିଶିଷ୍ଠ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ଦେହାନ୍ତ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି। ମିଳିଥିବା ସୂଚନା ମୁତାବକ ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିଲେ। …
Read More...

ଆସାମ ରେ ଘୂର୍ଣ୍ଣିଝଡ଼

ଆସାମ: ଆସାମରେ ପ୍ରବଳ ବର୍ଷା ସାଙ୍ଗକୁ ଘୂର୍ଣ୍ଣିଝଡ଼ ହେବା କାରଣରୁ ବ୍ରହ୍ମପୁତ୍ର ନଦୀରେ ଯାତ୍ରୀବାହୀ ଡଙ୍ଗା ବୁଡି ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ ଥିବା ଜଣାପଡିଛି। ୨୦ ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।  ସୂଚନା ଅନୁସାରେ, ଆସାମର ଦକ୍ଷିଣ-ସଲମରା…
Read More...

ଏବେ ସକାଳୁଆ ହେବ ଅଙ୍ଗନବାଡି

ଭୁବନେଶ୍ବର: ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ସକାଳ ୭ଟାରୁ ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛି। ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି…
Read More...

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ଭୁବନେଶ୍ବର: ରାଜ୍ୟ ସରକାର ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ସମୟରେ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ଗୁଡିକ ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
Read More...

ଇଣ୍ଡିଆନ ଷ୍ଟିଲ ଆସୋସିଏସନର ସଭାପତି ଭାବରେ ନବୀନ ଜିନ୍ଦଲଙ୍କ ଦାୟିତ୍ବ ଗ୍ରହଣ

ନୂଆଦିଲ୍ଲୀ/ଭୁବନେଶ୍ୱର ମାର୍ଚ୍ଚ ୨୩: ଜିନ୍ଦଲ ଷ୍ଟିଲ୍ ଏଣ୍ଡ ପାୱାରର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ସର୍ବସମ୍ମତିକ୍ରମେ `ଇଣ୍ଡିଆନ୍ ଷ୍ଟିଲ୍ ଆସୋସିଏସନ୍ (ଆଇଏସ୍ଏ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ୨୦୨୪ ମାର୍ଚ୍ଚ ୨୧ରେ ଏଏମ୍ଏନ୍ଏସ୍ ଇଣ୍ଡିଆର ସିଇଓ ତଥା ଆର୍ସେଲର ମିତ୍ତଲର…
Read More...

ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭରସିଟି ଏବଂ ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ ଦ୍ବାରା ସର୍ବବୃହତ ମାନବ ଜାତୀୟ ପତାକା ତିଆରି…

ସୋନିପତ: ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ (ଏଫ୍ଏଫ୍ଆଇ) ସହଯୋଗରେ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟି (ଜେଜିୟୁ) ସର୍ବବୃହତ ମାନବ ଜାତୀୟ ପତାକା ତିଆରି କରି ଗିନିଜ୍ ୱାର୍ଲ୍ଡ ରେକର୍ଡ ସ୍ଥାପନ କରିଛି। ଏହି କାର୍ଯ୍ୟକ୍ରମରେ ଜେଜିୟୁର ୭୩୬୮ ଜଣ ଛାତ୍ରଛାତ୍ରୀ ଓ କର୍ମଚାରୀ ଅଂଶଗ୍ରହଣ କରିଥିଲେ…
Read More...

ଓଡ଼ିଶା ସ୍କିଲ୍ ପ୍ରତିଯୋଗିତାରେ ସୋଆ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ କୃତିତ୍ବ

ଭୁବନେଶ୍ୱର, ୧୮/୦୩: ରାଜ୍ୟର ସବୁଠାରୁ ବଡ଼ ସ୍କିଲ ପ୍ରତିଯୋଗିତା ଓଡ଼ିଶା ସ୍କିଲ୍ସ ୨୦୨୩-୨୪ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟର ଛାତ୍ରଛାତ୍ରୀ ରୌପ୍ୟ ଓ କାଂସ୍ୟ ପଦକ ହାସଲ କରିବାରେ ସଫଳ ହୋଇଛନ୍ତି । ମାର୍ଚ୍ଚ ୧୨ ରୁ ୧୫ ପର୍ଯ୍ୟନ୍ତ ଏହି…
Read More...

ଆଇନ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସୋଆ ଲେକ୍ସ କନ୍‌ସିଲିୟମ୍ ଆୟୋଜିତ

ଭୁବନେଶ୍ୱର, ମାର୍ଚ୍ଚ ୧୬ : ଆଇନ୍ ଶିକ୍ଷା ନିମନ୍ତେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ବଢ଼ିଚାଲିଥିବା ବେଳେ ଏହାର ନିଯୁକ୍ତି କ୍ଷେତ୍ରର ପରିସୀମା ମଧ୍ୟ ପରିବ୍ୟାପ୍ତ ହେବାରେ ଲାଗିଛି । ତେଣୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌) ଓ…
Read More...

୧୪ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ୧୪ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୪ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ଅନୁମୋଦନ । ଉଲ୍ଲେଖଯୋଗ୍ୟ, ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ୭ ବିଭାଗର ୧୪…
Read More...

ଆଜି ଶେଷ କ୍ୟାବିନେଟ୍ ରେ କଣ କହିଲେ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ବର: ପଞ୍ଚମପାଳିର ଶେଷ କ୍ୟାବିନେଟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିଭାଷଣ ରଖିଛନ୍ତି । ସେ ତାଙ୍କ ଅଭିଭାଷଣରେ କହିଛନ୍ତି କି, ଓଡ଼ିଶାର ଭବିଷ୍ୟତ ଉଜ୍ୱଳ । ୧୯୩୬ ମସିହାରେ ଓଡିଶା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ପାଇଥିଲା, ତେଣୁ ୨୦୩୬ ମସିହାରେ ଓଡିଶା ଶତବାର୍ଷିକ ପାଳନ…
Read More...