Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ
Browsing Category
Uncategorized
ହାଇୱା ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ
ନୟାଗଡ: ନୟାଗଡ଼ ଜିଲ୍ଲା ଭାପୁର-ରାଜସୁନାଖଳା ରାସ୍ତାର ଗୋଳାପୋଖରୀ ଗାଁ ନିକଟରେ ଆଜି ହାଇୱା ଧକ୍କାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ଫତେଗଡ଼ ଥାନା ବେଗୁନିଆ ଗାଁର ପୂଜା ପ୍ରଧାନ। ସେହିଭଳି ଗୁରୁତର ଆହତ ଛାତ୍ର ଜଣକ!-->…
Read More...
Read More...
ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା
ଭୁବନେଶ୍ବର: ଖରିଫ ଚାଷ ପାଇଁ ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା। ୯୩୩.୭ କୋଟି ଟଙ୍କାର କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚାଷୀ ଭାଇଭଉଣୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାଳିଆ ସହାୟତା ବାବଦରେ ୨ ହଜାର!-->…
Read More...
Read More...
ଯାତ୍ରିବାହୀ ଟ୍ରେନ ଲାଇନଚ୍ୟୁତ
କୋରାପୁଟ: ଲାଇନଚ୍ୟୁତ ହେଲା ପାସେଞ୍ଜର ଟ୍ରେନ୍। ବିଶାଖାପଟନମରୁ ଭବାନୀପାଟଣା ଆସୁଥିବା ଗୋଟିଏ ଯାତ୍ରିବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଗାଡ଼ି ନମ୍ବର ୦୮୫୦୪ ଆନ୍ଧ୍ରପ୍ରଦେଶ କୋତାବାଲସା ରେଳ ଷ୍ଟେସନ ନିକଟରେ ଦୁର୍ଘଟଣା ହୋଇଛି ଟ୍ରେନ୍।
ତେବେ ଟ୍ରେନର କୌଣସି ବଗି ନୁହେଁ, ବରଂ!-->!-->!-->…
Read More...
Read More...
ଶ୍ରୀମନ୍ଦିର ବେଢାକାଳୀ ମନ୍ଦିରରେ ଅଗ୍ନିକାଣ୍ଡ
ପୁରୀ: ଆଜି ରାତିରେ ଶ୍ରୀମନ୍ଦିର ବେଢାରେ ଥିବା ବେଢାକାଳୀ ମନ୍ଦିରରେ ଅଗ୍ନିକାଣ୍ଡ ଘଟିଛି। ଆଜି ରାତି ପ୍ରାୟ ଦଶଟା ସମୟରେ ବେଢାକାଳୀ ମନ୍ଦିରରେ ହଠାତ ବିଦ୍ୟୁତ ସଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ବିଦ୍ୟୁତ ବିଭାଗର କର୍ମଚାରୀମାନେ ସଙ୍ଗେସଙ୍ଗେ ସେଠାରେ ପହଞ୍ଚି ନିଆଁକୁ ଆୟତରେ!-->…
Read More...
Read More...
ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ବର: ଶନିବାର ସନ୍ଧ୍ୟାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ!-->…
Read More...
Read More...
ମହିଳା କର୍ମଚାରୀମାନେ ସୋଆ ବିଶ୍ୱବିଦ୍ୟାଳୟର ଗୌରବ : ଶାଶ୍ୱତି ଦାସ
ଭୁବନେଶ୍ୱର , ୯ ମାର୍ଚ୍ଚ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନେ କେବଳ ଶିକ୍ଷା କିମ୍ବା ସ୍ୱାସ୍ଥ୍ୟ କ୍ଷେତ୍ରରେ ନୁହେଁ ବରଂ ବିଭିନ୍ନ ବିଭାଗରେ ନିଜର ବହୁମୂଲ୍ୟ ଯୋଗଦାନ ଦେଇ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ଏହି ଦୃଷ୍ଟିରୁ ସେମାନେ ବିଶ୍ୱବିଦ୍ୟାଳୟ ଓ ସାରା!-->…
Read More...
Read More...
ବଢ଼ିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା
ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ମହଙ୍ଗା ଭତ୍ତା ବା ଡିଏ ବଢ଼ାଇଛନ୍ତି କେନ୍ଦ୍ର ସରକାର। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏହି ସୂଚନା ଦେଇଛନ୍ତି।
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି!-->!-->!-->…
Read More...
Read More...
ଆଉଟ୍ସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉଟ୍ସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକରେ ୨୫% ବୃଦ୍ଧି କରିଛନ୍ତି। ଏହା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ଓ ଅଭିଯୋଗ ଶୁଣାଣି ଆଦି ବ୍ୟବସ୍ଥା କରିଛନ୍ତି ସରକାର।
ଅଭିଜ୍ଞତା ଥିବା!-->!-->!-->…
Read More...
Read More...
ବଢ଼ିଲା ଆଶାକର୍ମୀଙ୍କ ଦରମା
ଭୁବନେଶ୍ବର: ଆଶା କର୍ମୀଙ୍କ ଦରମା ୭ ହଜାରକୁ ବଢାଇଛନ୍ତି ରାଜ୍ୟ ସରକାର । ଏହାସହ ସେବା ନିବୃତ ପ୍ରୋତ୍ସାହନ ରାଶି ମଧ୍ୟ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗରୁ ମାସିକ ୪ ହଜାର ୫ଶହ ଟଙ୍କା ପାରିଶ୍ରମିକ ପାଉଥିବା ଆଶାକର୍ମୀ ଏଣିକି ୭ ହଜାର ଟଙ୍କା ପାଇବେ। ପାରିଶ୍ରମିକ ରାଶି!-->…
Read More...
Read More...
ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅପରାହ୍ନ ୨ଟା ୪୦ରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯାତ୍ରା କରିଥିଲେ।
ଉଲ୍ଲେଖଯୋଗ୍ୟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ!-->!-->!-->…
Read More...
Read More...