ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ
Browsing Category

Uncategorized

ସାରା ଶର୍ମା ହେଲେ ସିବିଆଇ ଡିଆଇଜି

ଭୁବନେଶ୍ବର: ବରିଷ୍ଠ ଆଇପିଏସ ଅଧିକାରୀ ସାରା ଶର୍ମାଙ୍କୁ ସିବିଆଇ ଡିଆଇଜି ଭାବେ ନିଯୁକ୍ତି ମିଳିଛି। ୨୦୧୦ ବ୍ଯାଚ୍‌ର ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ଶ୍ରୀମତୀ ଶର୍ମାଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋରେ ୫ ବର୍ଷ ପାଇଁ ଡେପୁଟି ଇନ୍ସପେକ୍ଟର ଜେନେରାଲ ଭାବେ ନିଯୁକ୍ତି ଦିଆଯାଇଛି। ଗୃହ
Read More...

ହାଇୱା ଧକ୍କାରେ ଛାତ୍ରୀଙ୍କ ମୃତ୍ୟୁ

ନୟାଗଡ: ନୟାଗଡ଼ ଜିଲ୍ଲା ଭାପୁର-ରାଜସୁନାଖଳା ରାସ୍ତାର ଗୋଳାପୋଖରୀ ଗାଁ ନିକଟରେ ଆଜି ହାଇୱା ଧକ୍କାରେ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ଫତେଗଡ଼ ଥାନା ବେଗୁନିଆ ଗାଁର ପୂଜା ପ୍ରଧାନ। ସେହିଭଳି ଗୁରୁତର ଆହତ ଛାତ୍ର ଜଣକ
Read More...

ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା

ଭୁବନେଶ୍ବର: ଖରିଫ ଚାଷ ପାଇଁ ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା। ୯୩୩.୭ କୋଟି ଟଙ୍କାର କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚାଷୀ ଭାଇଭଉଣୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାଳିଆ ସହାୟତା ବାବଦରେ ୨ ହଜାର
Read More...

ଯାତ୍ରିବାହୀ ଟ୍ରେନ ଲାଇନଚ୍ୟୁତ

କୋରାପୁଟ: ଲାଇନଚ୍ୟୁତ ହେଲା ପାସେଞ୍ଜର ଟ୍ରେନ୍‌। ବିଶାଖାପଟନମରୁ ଭବାନୀପାଟଣା ଆସୁଥିବା ଗୋଟିଏ ଯାତ୍ରିବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି। ଗାଡ଼ି ନମ୍ବର ୦୮୫୦୪ ଆନ୍ଧ୍ରପ୍ରଦେଶ କୋତାବାଲସା ରେଳ ଷ୍ଟେସନ ନିକଟରେ ଦୁର୍ଘଟଣା ହୋଇଛି ଟ୍ରେନ୍।  ତେବେ ଟ୍ରେନର କୌଣସି ବଗି ନୁହେଁ, ବରଂ
Read More...

ଶ୍ରୀମନ୍ଦିର ବେଢାକାଳୀ ମନ୍ଦିରରେ ଅଗ୍ନିକାଣ୍ଡ

ପୁରୀ: ଆଜି ରାତିରେ ଶ୍ରୀମନ୍ଦିର ବେଢାରେ ଥିବା ବେଢାକାଳୀ ମନ୍ଦିରରେ ଅଗ୍ନିକାଣ୍ଡ ଘଟିଛି। ଆଜି ରାତି ପ୍ରାୟ ଦଶଟା ସମୟରେ ବେଢାକାଳୀ ମନ୍ଦିରରେ ହଠାତ ବିଦ୍ୟୁତ ସଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ବିଦ୍ୟୁତ ବିଭାଗର କର୍ମଚାରୀମାନେ ସଙ୍ଗେସଙ୍ଗେ ସେଠାରେ ପହଞ୍ଚି ନିଆଁକୁ ଆୟତରେ
Read More...

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର: ଶନିବାର ସନ୍ଧ୍ୟାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା ବିଭାଗର ୩ଟି ପ୍ରସ୍ତାବ ମଞ୍ଜୁରୀ ମିଳିଛି। ବୈଠକରେ
Read More...

ମହିଳା କର୍ମଚାରୀମାନେ ସୋଆ ବିଶ୍ୱବିଦ୍ୟାଳୟର ଗୌରବ : ଶାଶ୍ୱତି ଦାସ

ଭୁବନେଶ୍ୱର , ୯ ମାର୍ଚ୍ଚ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନେ କେବଳ ଶିକ୍ଷା କିମ୍ବା ସ୍ୱାସ୍ଥ୍ୟ କ୍ଷେତ୍ରରେ ନୁହେଁ ବରଂ ବିଭିନ୍ନ ବିଭାଗରେ ନିଜର ବହୁମୂଲ୍ୟ ଯୋଗଦାନ ଦେଇ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ଏହି ଦୃଷ୍ଟିରୁ ସେମାନେ ବିଶ୍ୱବିଦ୍ୟାଳୟ ଓ ସାରା
Read More...

ବଢ଼ିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ମହଙ୍ଗା ଭତ୍ତା ବା ଡିଏ ବଢ଼ାଇଛନ୍ତି କେନ୍ଦ୍ର ସରକାର। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏହି ସୂଚନା ଦେଇଛନ୍ତି।   କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍‌ସନ୍‌ଭୋଗୀଙ୍କ ମହଙ୍ଗା ଭତ୍ତାକୁ ସରକାର ୪% ବୃଦ୍ଧି
Read More...

ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକରେ ୨୫% ବୃଦ୍ଧି କରିଛନ୍ତି। ଏହା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ଓ ଅଭିଯୋଗ ଶୁଣାଣି ଆଦି ବ୍ୟବସ୍ଥା କରିଛନ୍ତି ସରକାର।    ଅଭିଜ୍ଞତା ଥିବା
Read More...

ବଢ଼ିଲା ଆଶାକର୍ମୀଙ୍କ ଦରମା

ଭୁବନେଶ୍ବର: ଆଶା କର୍ମୀଙ୍କ ଦରମା ୭ ହଜାରକୁ ବଢାଇଛନ୍ତି ରାଜ୍ୟ ସରକାର । ଏହାସହ ସେବା ନିବୃତ ପ୍ରୋତ୍ସାହନ ରାଶି ମଧ୍ୟ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗରୁ ମାସିକ ୪ ହଜାର ୫ଶହ ଟଙ୍କା ପାରିଶ୍ରମିକ ପାଉଥିବା ଆଶାକର୍ମୀ ଏଣିକି ୭ ହଜାର ଟଙ୍କା ପାଇବେ। ପାରିଶ୍ରମିକ ରାଶି
Read More...