ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ
Browsing Category

Uncategorized

ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି

ଭୁବନେଶ୍ବର: ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କା ବୃଦ୍ଧି ନେଇ ଘୋଷଣା କରିଛନ୍ତି। ମହିଳା କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କୁ ମିଳିବ ମାତୃତ୍ବ ଛୁଟି । ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ
Read More...

ଲୋକାର୍ପିତ ହେଲା ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ବସ୍‌ ଟର୍ମିନାଲ୍‌କୁ ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ ଲ୍ୟାଣ୍ଡମାର୍କ ହୋଇ ରହିବା ସହିତ ସାରା
Read More...

ଦ୍ୱିତୀୟ ପର୍ଯ୍ୟାୟରେ ଆମ ବ୍ୟାଙ୍କର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୨୮୮ ବ୍ଲକର ୨ହଜାର ଗ୍ରାମ ପଞ୍ଚାୟତରେ ଆମ ବ୍ୟାଙ୍କର ଶୁଭାରମ୍ଭ କରିଛନ୍ତି। ଓଡିଶାର ୬ ହଜାର ୭୯୮ଟି ଗ୍ରାମ ପଞ୍ଚାୟତ ମଧ୍ୟରୁ ୪ ହଜାର ୩୭୩ଟି ପଞ୍ଚାୟତରେ ବ୍ୟାଙ୍କ ଶାଖା ନଥିଲା। ୨୦୨୩ ନଭେମ୍ବର ମାସରେ
Read More...

ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି
Read More...

ଟ୍ରେନ୍ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ

ଜାମତାରା: ଝାଡ଼ଖଣ୍ଡର ଜାମତାରାରେ ବୁଧବାର ସନ୍ଧ୍ୟାରେ ହୋଇଥିବା ଏକ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପାଖାପାଖି ୬ଜଣ ଲୋକ ଆହତ ହୋଇଛନ୍ତି। କରମାଟାଣ୍ଡ ନିକଟ କଳାଝରିଆରେ ଏହି ଘଟଣା ଘଟିଛି। ରେଳବାଇ ପୁଲିସ ଓ ସ୍ଥାନୀୟ ପ୍ରଶାସନର ଟିମ୍ ରିଲିଫ୍ ଓ
Read More...

ସମ୍ ଜନସାଧାରଣଙ୍କୁ ଉତ୍ସର୍ଗୀକୃତ ସ୍ଥାସ୍ଥ୍ୟସେବା ଯୋଗାଇଦେବାର ଏକ ହଜାର ଦିନ

ଭୁବନେଶ୍ୱର, ୨୮/୦୨ : ରାଜଧାନୀରେ ନୂତନ କରି ଆରମ୍ଭ ହୋଇଥିବା ମଲ୍ଟି ସୁପର୍ ସ୍ପେଶାଲିଟି କ୍ୱାର୍ଟରନାରୀ କେୟାର ହସ୍ପିଟାଲ ସମ୍ ଅଲ୍ଟିମେଟ୍ ମେଡିକେୟାର ଜନସାଧାରଣଙ୍କୁ ଉତ୍ସର୍ଗୀକୃତ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଫେବୃଆରୀ ୨୯, ୨୦୨୪ ଦିନ ଚାରି ବର୍ଷ ପୂରଣ କରିଛି । ବୈଷୟିକ ଜ୍ଞାନକୌଶଳ,
Read More...

ଓଡିଶା ଗସ୍ତରେ ମହାମହିମ

ମୟୂରଭଞ୍ଜ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ଵତନ୍ତ୍ର ବିମାନରେ ଆସି ମୟୂରଭଂଜ ଖିଚିଂରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଖିଚିଂରେ ମାଆ କିଚକେଶ୍ବରୀଙ୍କୁ ଦର୍ଶନ କରିଥିଲେ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ
Read More...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଲ୍ ଗେଟ୍ସ

ଭୁବନେଶ୍ୱର: ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଭୁବନେଶ୍ବର ଗସ୍ତରେ ଥିବା ଶ୍ରୀ ଗେଟ୍ସ ବିଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ସହ ଆଲୋଚନା କରିଛନ୍ତି। ଉଭୟଙ୍କ ମଧ୍ୟରେ ଆଲୋଚନାରେ
Read More...

ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ। ଜିଲ୍ଲାପାଳ ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟସରକାର। ସାଧାରଣ ପ୍ରଶାସନ ବିଭାଗ ତରଫରୁ ପ୍ରକାଶ ପାଇଥିବା ଏହି ବିଜ୍ଞପ୍ତି ଅନୁସାରେ ବାଲେଶ୍ୱର, ମୟୂରଭଞ୍ଜ ଏବଂ ପୁରୀ ଜିଲ୍ଲାର ଜିଲ୍ଲାପାଳ ବଦଳିଛନ୍ତି। ଏଥିସହ କଟକ
Read More...

ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର

ଭୁବନେଶ୍ବର: ମିଶନ ଶକ୍ତି ମାଆଙ୍କୁ ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ। ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
Read More...