ପ୍ରମୁଖ ଖବର

ଭୁବନେଶ୍ୱରର ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରାବାସରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା
ପୁଣି ବଢ଼ିଲା ବସ୍ ଭଡ଼ା, ଯାତ୍ରୀଙ୍କ ପକେଟକୁ ଝଟକା
ମଦର ଡେରୀର ନୂଆ ପଦକ୍ଷେପ: ମାଟିରେ ମିଶିଯିବ କ୍ଷୀର ପାଉଚ୍
ବିଜେପି ଛାଡ଼ିଲେ କେ. ଆନ୍ନାମଲାଇ, ଶୀଘ୍ର ଗଠନ କରିପାରନ୍ତି ନୂଆ ଆଞ୍ଚଳିକ ଦଳ
Browsing Category

Uncategorized

ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର

ଭୁବନେଶ୍ବର: ମିଶନ ଶକ୍ତି ମାଆଙ୍କୁ ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ। ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।
Read More...

ଇଲେକ୍ଟ୍ରିକ୍ ଯାନ ଓ ସୌର ଶକ୍ତି ମାଧ୍ୟମରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅନୁଗୁଳରେ ‘ଗୋ ଗ୍ରୀନ୍’…

ଅନୁଗୁଳ: ପରିବେଶ ଉପରେ ସକାରାତ୍ମକ ପ୍ରଭାବ ପକାଇବା ଏବଂ ନେଟ୍ ଜିରୋ ଲକ୍ଷ ହାସଲ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଭାବରେ ଭାରତୀୟ ଅଗ୍ରଣୀ ଇସ୍ପାତ ଉତ୍ପାଦକ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) ଏହାର ଅନୁଗୁଳ ଇସ୍ପାତ କାରଖାନରେ ୧୦ ଟି ଇଲେକ୍ଟ୍ରିକ ବସ୍ ଏବଂ ୨୭ ଟି
Read More...

ସୁଦର୍ଶନ ସେତୁର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ଗୁଜୁରାଟ: ଦେଶର ସବୁଠୁ ଦୀର୍ଘ କେବୁଲ ବ୍ରିଜ୍ ଲୋକାର୍ପିତ ହୋଇଛି । ଗୁଜରାଟରେ ସୁଦର୍ଶନ ସେତୁର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ । ଦୁଇ ଦିନିଆ ଗୁଜରାଟ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ମୋଦୀ ଆଜି ସକାଳେ ଦ୍ୱାରକା ମନ୍ଦିର ଯାଇ ପ୍ରଧାନମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି । ମନ୍ଦିରରେ
Read More...

ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ବ୍ୟାନର

ରାଜଧାନୀ ଭୁବନେଶ୍ୱରରୁ ହଟିବ ରାଜନୈତିକ ପୋଷ୍ଟର ଓ କାନ୍ଥଲେଖା । ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ପରେ ତତ୍ପରତା ଦେଖାଇ ପ୍ରକ୍ରୀୟା ଆରମ୍ଭ କରିଛି ବିଏମସି । ରାଜନୈତିକ ଦଳଗୁଡ଼ିକୁ ଏନେଇ ଅବଗତ କରାଇ ଦିଆଯାଇଛି । ପୂର୍ବରୁ ପୋଷ୍ଟର ଓ କାନ୍ଥଲେଖାକୁ ନେଇ ବିଜେଡି ଓ ବିଜେପି ମଧ୍ୟରେ ବିବାଦ
Read More...

କାଳିଆ ଯୋଜନାର ଚାଷୀଙ୍କୁ ଆଉ ୩ ବର୍ଷ ସହାୟତା

ଭୁବନେଶ୍ବର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ ଚାଷୀମାନଙ୍କୁ କାଳିଆ ଯୋଜନାରେ ୨୦୨୬-୨୭ ଯାଏଁ
Read More...

ସୋଆ ପକ୍ଷରୁ କୃଷି ଗବେଷଣାରେ ସାମ୍ପ୍ରତିକ ବିକାଶ ସମ୍ପର୍କିତ ପୁସ୍ତକ ପ୍ରକାଶନ

ଭୁବନେଶ୍ୱର,୨୦/୦୨: କୃଷି ଏବଂ ଏହାର ସହଯୋଗୀ କ୍ଷେତ୍ରରେ ଗବେଷଣା ଓ ସାମ୍ପ୍ରତିକ ବିକାଶକୁ ନେଇ ‘ଫୁଡ୍ ଆଣ୍ଡ ଲାଇଭ୍‌ଲିହୁଡ୍ ଚ୍ୟାଲେଞ୍ଜେସ୍ ଆଣ୍ଡ ଅପର୍ଚୁନିଟିଜ’ ଶୀର୍ଷକ ଏକ ପୁସ୍ତକ ମଙ୍ଗଳବାର ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକଙ୍କ ଦ୍ୱାରା ଉନ୍ମୋଚିତ
Read More...

ସୋଆରେ ଜୀବାଣୁ, ଟୀକା ଓ ପ୍ରତିରୋଧକ ଶକ୍ତି ସମ୍ପର୍କିତ ଆନ୍ତର୍ଜାତିକ ଆଲୋଚନାଚକ୍ର ଆୟୋଜିତ

ଭୁବନେଶ୍ୱର, ୨୦/୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସ ଆଣ୍ଡ ଆନିମଲ୍‌ ହଜ୍‌ବ୍ୟାଣ୍ଡରୀ (ଆଇଭିଏସଏଏଚ୍‌)ରେ ଏକ ତିନି ଦିନିଆ ଆନ୍ତର୍ଜାତିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନାଚକ୍ରରେ ଭାରତ ଓ ବିଦେଶରୁ ପ୍ରାୟ ୬୯ ଜଣ
Read More...

ବଢ଼ିଲା ପାଚିକାଙ୍କ ପାରିଶ୍ରମିକ ରାଶି

ଭୁବନେଶ୍ବର: ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି ହୋଇଛି। ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି ରାଜ୍ଯ ସରକାର। ପାଚିକା ଓ ସହାୟିକା ମାନଙ୍କ
Read More...

ମୃତ୍ତିକା ଓ ଜଳ ସଂରକ୍ଷଣ ନିମନ୍ତେ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ସିଏସଆର ଏଣ୍ଡ ସଷ୍ଟେନେବିଲିଟି ପୁରସ୍କାର

ଭୁବନେଶ୍ୱର, ଫେବୃଆରୀ ୧୭: ସିଏସଆର କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣ ଏବଂ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ସିଏସଆର ଏଣ୍ଡ  ସଷ୍ଟେନେବିଲିଟି ପୁରସ୍କାର ୨୦୨୪ରେ ସମ୍ମାନିତ କରାଯାଇଛି । ନାବାର୍ଡ ସହଭାଗିତାରେ କାର୍ଯ୍ୟକରି ହେଉଥିବା
Read More...

ଏଚଏଚଜିଙ୍କୁ ୟୁନିଫର୍ମ ପାଇଁ ହଜାରେ ଟଙ୍କା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ରାଜ୍ୟର ୭୦ଲକ୍ଷ ମହିଳା ଏଚଏଚଜିଙ୍କୁ ସରକାର ୟୁନିଫର୍ମ ପାଇଁ ହଜାରେ ଟଙ୍କା ଲେଖାଏଁ ସହାୟତା ଦେବେ । ଏହାସହିତ ପ୍ରାୟ ୧.୫ଲକ୍ଷ ପରିଚାଳନା କମିଟି(ଏମସି)
Read More...